୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୯ା୧(ଅନିଲ ଦାସ)- ଆସନ୍ତା ଜାନୁଆରୀ ୧୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୧୩ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ…
‘ଏମରଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ଅନୁରୋଧ କଲେ କଙ୍ଗନା, ଜବାବ ମିଳିଲା…
ମୁମ୍ବାଇ: ବଲିଉଡ୍ ଅଭିନେତା-ନିର୍ଦ୍ଦେଶକ ତଥା ଭାଜପା ଏମ୍ପି କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମରଜେନ୍ସିଂ’ ନାନାଦି ବିବାଦ ପରେ ରିଲିଜ ହେଉଛି। ଜାନୁଆରୀ ୧୭ରେ ଏହା ପରଦାକୁ ଆସିବ। ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ଏବେ…
ଥରାଉଛି ଶୀତ: ସନ୍ଧ୍ୟା ହେଲେ ଘରୁ ବାହାରିବା ହେଉଛି ମୁସ୍କିଲ
ରାଇକିଆ,୯।୨(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେ ଶୀତର ପ୍ରଭାବ ଦେଖାଇବା ଆରମ୍ଭ କରିଛି । ଗତ କିଛି ଦିନ ହେଲା ତାପମାତ୍ରା ଖସୁଥିବା ବେଳେ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଡିସେମ୍ବରରେ ଆକାଶ ମେଘୁଆ ରହିବା ସହିତ…
ଜଳିଗଲା ଯାତ୍ରୀବାହୀ ବସ୍
ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ବଳଦିଆମାଲ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତି ପ୍ରାୟ ୯ଟାରେ ଏକ ଘରୋଇ ବସ୍ରେ ନିଆଁ ଲାଗି ଜଳି ଯାଇଛି। ଶଟ୍ସର୍କିଟରୁ ନିଆଁ ଲାଗିଥିବା ଜଣାପଡିଛି। ସ୍ଥାନୀୟ…
୫ ବର୍ଷ ପରେ ଆସିଲା ନାବାଳିକ ବଳାତ୍କାର ମାମଲାର ରାୟ
ଭବାନୀପାଟଣା,୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୧୯ରେ ହୋଇଥିବା ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତିଲେଖା ବାରିକ ମାମଲାର ୧୬ଜଣଙ୍କ…
କ୍ରିକେଟଜଗତରେ ହଇଚଇ: ଗମ୍ଭୀରଙ୍କୁ ଦୋମୁହାଁ କହି ବଡ଼ ଅଭିଯୋଗ ଆଣିଲେ…
ନୂଆଦିଲ୍ଲୀ,୯।୧: ଅଷ୍ଟ୍ରେଲିଆ ଗସ୍ତରେ ଭାରତୀୟ ଟିମ୍ ଲଜ୍ଜାଜନକ ପରାଜୟ ହାସଲ କରିଥିଲା। ଟିମ୍ ଇଣ୍ଡିଆ ୧-୩ରେ ସିରିଜ ହାରି ଯାଇଥିଲା। ଭାରତର ଏହି ପ୍ରଦର୍ଶନକୁ ନେଇ ଏବେ ଭାରତର ପୂର୍ବ କ୍ରିକେଟର ମନୋଜ ତିଓ୍ବାରୀ କଡ଼ା ସମାଲୋଚନା କରିଛନ୍ତି। ସେ ଟିମ୍ର…
ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲା ପ୍ରେମିକ, ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ
ନିଶ୍ଚିନ୍ତକୋଇଲି,୯।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପ୍ରେମିକାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ସାମାଜିକ ଗଣ ମାଧ୍ୟମରେ ପ୍ରଘଟ କରିବା ଘଟଣାକୁ ନେଇ ପ୍ରେମିକା ମାନସିକ ସ୍ତରରେ ଆଘାତ ପାଇ ଶେଷରେ…
ନିଜକୁ ନିଜେ ଗୁଳି କଲେ ଯବାନ
ରାଉରକେଲା,୯।୧: ରାଉରକେଲାରେ ଗୁରୁବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରିଛନ୍ତି ଜଣେ ସିଆଇଏସ୍ଏଫ୍ ଯବାନ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଇଜିଏଚ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା…
ନୂଆ ଆଶା ଦେଖାଇଛି ଲେମନ ଗ୍ରାସ ଚାଷ
ରାଇକିଆ,୯।୧(ପ୍ରଦୀପ ବେହେରା): ଲେମନ ଗ୍ରାସ ଚାଷ ପ୍ରତି ବଢୁଛି ଆଗ୍ରହ। ଦୀର୍ଘ ବର୍ଷ ଧରି ରାସାୟନିକ ସାର ଦେଇ ପାରମ୍ପରିକ ଭାବେ ଫୁଲକୋବି ଚାଷ କରିଆସୁଥିବା ଚାଷୀମାନେ ପ୍ରଥମ ଥର ପାଇଁ ଏହି ଚାଷ କରିଛନ୍ତି । ରାଇକିଆ ବ୍ଲକ ର…
‘ଏହି କ୍ରିକେଟର ହେବେ ଭାରତର ଆଗାମୀ ଅଧିନାୟକ’; ଭବିଷ୍ୟବାଣୀ କଲେ…
ନୂଆଦିଲ୍ଲୀ,୯।୧: ଭାରତର ଭେଟେରାନ ବ୍ୟାଟ୍ସମ୍ୟାନ୍ ସୁନୀଲ ଗାଭାସ୍କର ବଡ଼ ବୟାନ ଦେଇଛନ୍ତି। ରୋହିତ ଶର୍ମାଙ୍କ ପରେ ଭାରତୀୟ ଦଳର ଅଧିନାୟକ କିଏ ହେବ ସେ ତା ନାମ କହିଛନ୍ତି। ବର୍ଡର ଗାଭାସ୍କର ଟ୍ରଫିରେ ଜସପ୍ରିତ ବୁମ୍ରା ଜବରଦସ୍ତ ପ୍ରଦର୍ଶନ କରିଥିଲେ। ଏହି…
ଜନବସତିରେ ପଶିଲା ଭାଲୁ: ଲୋକେ ଛାନିଆ
କୋକସରା,୯।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଅଧୀନ ଶିଉନି ଗ୍ରାମରେ ଏକ ଭାଲୁ ଜନବସତି ମଧ୍ୟରେ ବୁଲୁଥିବା ଦେଖିବାକୁ ମିଳୁଛି। ଭାଲୁଟି ଗାଁ ନିକଟସ୍ଥ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ପ୍ରତଦିନ ଚାଲି ଆସି କେତେବେଳେ ରାସ୍ତା…
ସରପଞ୍ଚଙ୍କୁ ଦୁର୍ବ୍ୟବହାର, ଥାନାରେ ମାମଲା
ହିଞ୍ଜିଳିକାଟୁ, ୯।୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ନନ୍ଦିକ ଗ୍ରାମ ପଞ୍ଚାୟତର ସରପଞ୍ଚ କୃଷ୍ଣଚନ୍ଦ୍ର ଭଉଳଙ୍କୁ ବୁଧବାର ରାତିରେ ଦୁର୍ବ୍ୟବହାର ସହ ଧମକ ହୋଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ବିଜେଡି ନେତା ତଥା ହିଞ୍ଜିଳିକାଟୁ ବ୍ଳକ ସରପଞ୍ଚ…
Archives


