Home Left

ପୁଣି କଣମଣା ମଣ୍ଡଳର ସଭାପତି ହେଲେ ଏନ. ଦୀନବନ୍ଧୁ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର ,ଦିଲ୍ଲୀପ ସାମଲ ୯ା୧: ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ, ମତ୍ସ୍ୟଜୀବୀ ଏବଂ ଭାରତୀୟ ଜନତା ପାର୍ଟିର ନେତା ଏନ. ଦୀନବନ୍ଧୁ ପୁଣି ଥରେ କଣମଣା ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ…

ମାସକ ମଧ୍ୟରେ ହିଟ୍‌ ହେଲା ‘ବୀମା ସଖି ଯୋଜନା’; ୫୦୦୦୦ ଛୁଇଁଲା ରେଜିଷ୍ଟ୍ରେଶନ ସଂଖ୍ୟା, ଏଭଳି କରନ୍ତୁ ଆବେଦନ… 

ନୂଆଦିଲ୍ଲୀ,୯।୧: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ଦ୍ୱାରା ଆରମ୍ଭ କରାଯାଇଛି ବୀମା ସଖି ଯୋଜନା। ଏହା ଆରମ୍ଭ ହେବାର ଏକ ମାସ ମଧ୍ୟରେ ୫୦ ହଜାରରୁ ଅଧିକ ରେଜିଷ୍ଟ୍ରେଶନ ହୋଇଥିବା ଏଲ୍‌ଆଇସି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ ଏହି ଯୋଜନା…

ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଉଦ୍‌ଯାପିତ: ସ୍ଥାନୀୟ କଳାକାରଙ୍କ ନାଚରେ ଦୁଲୁକିଲା ମଞ୍ଚ

କର୍ଲାମୁଣ୍ଡା:୯।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପରେଡ଼ ପଡ଼ିଆରେ ୨୭ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇଙ୍କ ନେତୃବରେ କର୍ଲାମୁଣ୍ଡା ବସ୍ତି ସ୍ଥିତ ଜଗନ୍ନାଥ ମନ୍ଦିରଠାରୁ ଘୁମୁରା ତାଳେତାଳେ ମଶାଲ…

ନାଗାବାଳୀ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ରାୟଗଡ଼ା,୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠ ଝୁଲାପୋଲରେ ଗୁରୁବାର ପୁଣି ଏକ ଅଘଟଣ ଘଟିଛି ା ଝୁଲାପୋଲରେ ତଳେ ଥିବା ନାଗାବଳୀ ନଦୀରେ ବୁଡ଼ି ୨ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ରାଣୀଗୁଡାର ସି.ଏଚ. ଭାର୍ଗବ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ହଠାତ୍‌ ପହଞ୍ଚିଲେ ବିଧାୟକ, ଦେଲେ ବଡ଼ ପ୍ରତିଶ୍ରୁତି

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା)୯।୧: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବୁଧବାର ବିଳମ୍ବିତ ରାତିରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଅଚାନକ ଗସ୍ତ କରିଛନ୍ତି। ଗସ୍ତ କରି ଚିକିତ୍ସାଳୟ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ବୁଝି…

ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଦୁଇ ଯନ୍ତ୍ରୀ, ଚାକିରିରୁ ହେଲେ ନିଲମ୍ବନ

ବଲାଙ୍ଗୀର, ୯।୧: (ସୁନିଲ କୁମାର ମହାନ୍ତି): ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍‌ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ ଚାକିରିରୁ…

ମହାନଦୀ ପଠାରେ ପିକ୍‌ନିକ୍‌ ମନା, ଜାଣନ୍ତୁ କଟକର କେଉଁ ସ୍ଥାନ ପର୍ଯ୍ୟନ୍ତ ଲାଗିଲା କଟକଣା

କଟକ,୯ା୧: ମହାନଦୀ ପଠାରେ ପିକ୍‌ନିକ୍‌ ଆୟୋଜନ ଉପରେ କଡ଼ା କଟକଣା ଲଗାଇଛି କଟକ ମହାନଗର ନିଗମ। ତେବେ ଏହି କଟକଣା ବୋଟିଂ କ୍ଲବଠାରୁ କଟକ-ଇନ୍‌-କଟକ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଏଥିସହିତ ତଳ ବାଲିଯାତ୍ରା ପଡ଼ିଆରୁ ଚହଟା ଛକ ଯାଏ ମଧ୍ୟ କଟକଣା…

ରସୁଲଗଡ଼ରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୯।୧: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏଥିସହିତ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ତଦନ୍ତ ଏବେ…

୩୦୦ ୟୁନିଟ ବିଜୁଳି, ଲାଡଲୀ ବେହେନ ଯୋଜନା, ବିଶୁଦ୍ଧ ପାଣି…ଦିଲ୍ଲୀରେ ଭାଜପା ଦେଇପାରେ ଏହି ସବୁ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୯।୧: ଦିଲ୍ଲୀରେ ଆସନ୍ତା ମାସରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ଜିତିବାକୁ ଭାରତୀୟ ଜନତା ପାର୍ଟି ଏଥର ଅଣ୍ଟା ଭିଡିଛି। ଖବର ମୁତାବକ ଦିଲ୍ଲୀବାସୀଙ୍କୁ ମାଗଣା ବିଜୁଳି ଘୋଷଣା କରିପାରେ ଭାଜପା। ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ଭାଜପା ଦିଲ୍ଲୀରେ…

ଇଣ୍ଡିଆ ମେଣ୍ଟ ଭାଙ୍ଗିବାକୁ ପାଟନାରେ ଲେଖାଯାଇଥିଲା ସ୍କ୍ରିପ୍ଟ! ଲାଲୁ ଥିଲେ ମୁଖ୍ୟ ଖଳନାୟକ!

ପାଟନା,୯।୧: ଭାଜପା ବିରୋଧରେ ଗଠିତ ଇଣ୍ଡିଆ କିମ୍ବା ଇଣ୍ଡି ମେଣ୍ଟ ଏବେ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି ବୋଲି କହିବାରେ କୌଣସି ଦ୍ୱିଧା ନାହିଁ। ତେଜସ୍ବୀ ଯାଦବ ନିଜେ ନିଶ୍ଚିତ କରିଛନ୍ତି ଯେ ସମ୍ପୂର୍ଣ୍ଣ ମେଣ୍ଟ କେବଳ ଲୋକ ସଭା ନିର୍ବାଚନ ପାଇଁ…

ନିଜ୍ଜାର ହତ୍ୟା ମାମଲାରେ ଜଷ୍ଟିନ ଟ୍ରୁଡୋଙ୍କୁ ବଡ଼ ଝଟକା, କୋର୍ଟ ନେଲେ ଏହି ନିଷ୍ପତ୍ତି

ଓଟାଓ୍ବା,୯।୧: ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଜଷ୍ଟିନ ଟ୍ରୁଡୋ ସରକାରଙ୍କୁ ଏକ ବଡ଼ ଝଟକା ଲାଗିଛି। କାନାଡାର ସୁପ୍ରିମକୋର୍ଟ ମାମଲାର ସମସ୍ତ ଚାରି ଅଭିଯୁକ୍ତଙ୍କୁ ଆଇନଗତ ଶୁଣାଣି ପର୍ଯ୍ୟନ୍ତ ଜାମିନରେ ମୁକ୍ତ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଚାରି ଜଣଙ୍କ…

୧୯ ବର୍ଷ ପରେ ଅଦ୍ଭୁତ ସଂଯୋଗ: ମକର ସଂକ୍ରାନ୍ତିରେ କରନ୍ତୁ ଏହି କାମ, ସୂର୍ଯ୍ୟ- ଶନିଦେବ ହେବେ ଅତ୍ୟନ୍ତ ଖୁସି

ହିନ୍ଦୁଧର୍ମରେ ମକର ସଂକ୍ରାନ୍ତି ପର୍ବର ବିଶେଷ ମହତ୍ତ୍ୱ ରହିଛି। ସୂର୍ଯ୍ୟ ଯେତେବେଳେ ଧନୁ ରାଶି ଛାଡ଼ି ମକର ରାଶିରେ ପ୍ରବେଶ କରନ୍ତି, ସେତେବେଳେ ମକର ସଂକ୍ରାନ୍ତି ପାଳନ କରାଯାଏ। ପ୍ରତିବର୍ଷ ଏହି ଦିନଟି ଜାନୁଆରୀ ୧୪ରେ ପଡ଼େ। ଏଥର ମଧ୍ୟ ମକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri