ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ
କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ ଫୋରମର ସଭାପତି ଡ଼.ହେମ ସାଗର ସାହା ଭୁବନେଶ୍ୱରସ୍ଥିତ ଅବକାରୀ ସେକ୍ରେଟାରୀ ଆର.ଏସ.ଗୋପାଳନଙ୍କ ନିକଟରେ…
ଭିତରେ ଶୋଇଥିଲେ ପରିବାର, ଲଗାଣ ବର୍ଷାରେ ଭାଙ୍ଗିଲା ଘର, ତା’ପରେ…
ରିଷିଡ଼ା,୩।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ ଅବୁଜବାହଲ ଗ୍ରାମର କଲୋନୀ ପଡାର ନିଳକଣ୍ଠ ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ବାରମ୍ବାର ଆବେଦନ…
ଆସୁଛି ସବୁଠାରୁ ବଡ଼ ସଙ୍କଟ! ନୂଆ ଭବିଷ୍ୟବାଣୀକୁ ନେଇ ଥରହର ବିଶ୍ୱ
ବ୍ରାସିଲିଆ,୩।୮: ନିଜକୁ “ଜୀବନ୍ତ ନୋଷ୍ଟ୍ରାଡାମସ” କହୁଥିବା ୩୯ ବର୍ଷୀୟ ବ୍ରାଜିଲର ପାରାଲୋଜିଷ୍ଟ ଆଥୋସ ସାଲୋମ ଏକ ବଡ଼ ଦାବି କରିଛନ୍ତି। ତାଙ୍କ କହିବା ଅନୁଯାୟୀ, ୨୦୨୬ ପାଇଁ ସେ କରିଥିବା ଦୁଇଟି ବଡ଼ ଭବିଷ୍ୟବାଣୀ ସତ ପ୍ରମାଣିତ ହୋଇଛି। ସାଲୋମ ଜଣାଇଛନ୍ତି…
ଲିଭ୍-ଇନ୍ ପାର୍ଟନରଙ୍କୁ ମଧ୍ୟ ମିଳିବ ପତ୍ନୀଙ୍କ ଭଳି ଅଧିକାର: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩।୮: ଲିଭ୍-ଇନରେ ରହୁଥିବା ପାର୍ଟନରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଲିଭ୍-ଇନ୍ ସମ୍ପର୍କରେ ଥିବା ବ୍ୟକ୍ତି ନିଜ ସାଥୀ କିମ୍ବା ସାଥୀଙ୍କ ପରିବାର ଦ୍ୱାରା ନିର୍ଯାତନାର ଶିକାର ହେଲେ, ସେମାନଙ୍କୁ ମଧ୍ୟ…
ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ
ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।ସୁନ୍ଦରଗଡ-ରାଉରକେଲା ରାସ୍ତାର ବଡ…
ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…
ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ ରହିଥାଏ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି। ‘ହଜମ କ୍ରିୟା ଓ ଖଜୁରି’…
କାହିଁକି ଆଉ କିପରି ହୁଏ କିଡ୍ନୀ ଡାୟାଲିସିସ୍ ଜାଣନ୍ତୁ…
ଡାୟାଲିସିସ୍ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍ ପଦ୍ଧତିଟି କିଡ୍ନୀ ଭଳି ରକ୍ତ ଛାଣିବା କାମ ତୁଲେଇଥାଏ। ରକ୍ତରେ ଥିବା କୋଷିକା ଓ ପ୍ରୋଟିନ୍ ଅଣୁ ଇତ୍ୟାଦିକୁ ରକ୍ତରୁ…
ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ
କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି । ତଦନ୍ତ ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରାଯିବ । ଏହି…
ମଦ ଦୋକାନର ହବ୍ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ
ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି । ହେଲେ ଏଥିରେ ଏପର୍ଯ୍ୟନ୍ତ ଅଙ୍କୁଶ ଲାଗି ପାରି ନାହିଁ। ଅନ୍ୟପଟେ ସହର…
ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା
ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ ଚାଷୀ ଜଣକ ହେଲେ ଅଭିମନ୍ୟୁ ମଲିକ। ମିଳିଥିବା ସୂଚନା ମୁତାବକ, ଅଭିମନ୍ୟୁ ସକାଳେ…
ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…
ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ କରାଯାଇଛି। ସେଗୁଡ଼ିକ ହେଲା ଏ, ବି, ସି, ଡି ଏବଂ ଇ। ଏହି…
ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ
ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଘଟଣାରେ ପୋଲିସ ଜୋରଦାର ତଦନ୍ତ ଜାରି ରଖିଛି । ତଦନ୍ତର ଦ୍ଵିତୀୟ ଦିନରେ…

