ଟ୍ରମ୍ପଙ୍କୁ ଚେତାବନୀ ଦେଲେ ଟ୍ରୁଡୋ, ଅଟକି ଯାଆନ୍ତୁ ନହେଲେ…
ଓ୍ବାଶିଂଟନ୍,୮।୧: ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ନୂଆ ମିଶନରେ ଅଛନ୍ତି। ମେକ ଆମେରିକା ଗ୍ରେଟ ପୁନର୍ବାର ସ୍ଲୋଗାନ ଦେଇଥିବା ଟ୍ରମ୍ପ ବର୍ତ୍ତମାନ ଅଫଖଣ୍ଡ ଆମେରିକା ଗଢିବାକୁ ପ୍ଲାନ କରିଛନ୍ତି। କେବଳ କଥାରେ ନୁହେଁ ଏନେଇ ସେ…
ମୋଦିଙ୍କ ନେତୃତ୍ୱରେ ଆମେ ବିକଶିତ ଭାରତ ଅଭିମୁଖେ ଯାଉଛୁ: ଜୟଶଙ୍କର
ଭୁବନେଶ୍ବର,୮।୧: ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ବୈଦେଶିକ ବ୍ୟାପାର…
ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଆପଣାନ୍ତୁ ଏହି ଟିପ୍ସ
କଥାରେ ଅଛି ଯେଉଁ ସମ୍ପର୍କରେ ମାନ ଅଭିମାନ ନାହିଁ ସେଠି ଜୀବନର ଆନନ୍ଦ ନାହିଁ । ବିଶେଷ କରି ସ୍ବାମୀସ୍ତ୍ରୀଙ୍କ ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ ଝଗଡ଼ା ଏବଂ ରାଗରୁଷା ପରବର୍ତ୍ତୀ ସମୟରେ ପରସ୍ପରକୁ ବୁଝାଇବାରେ ଭଲପାଇବା ବଢ଼ାଇଥାଏ। କିନ୍ତୁ ବର୍ତ୍ତମାନ…
ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କଲେ ଛାତ୍ରୀଛାତ୍ର
ରାଇକିଆ,୮।୧(ପ୍ରଦୀପ ବେହେରା): ପ୍ରବାସୀ ଭାରତୀୟ ଦିବସ ଅବସରରେ ଭୁବନେଶ୍ୱରରେ ଆଜିଠାରୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ବିଶ୍ୱର କୋଣଅନୁକୋଣରୁ ପ୍ରବାସୀ ଭାରତୀୟ ଆସୁଛନ୍ତି । ସେମାନଙ୍କୁ ‘ଅତିଥି ଦେବୋ ଭବୋ’ ସଂସ୍କୃତି ଆଧାରରେ ସ୍ବାଗତ…
ପ୍ରବାସୀ ଭାରତୀୟ ସମ୍ମିଳନୀ: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ
ଭୁବନେଶ୍ବର,୮।୧: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ମନସୁଖ…
ବଢୁଛି ଶୀତ, ମହୋତ୍ସବକୁ ନେଇ ଉତ୍ସାହ: ତଦାରଖ କଲେ ବିଡ଼ିଓ
ଦାରିଙ୍ଗବାଡି, ୭।୧ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଦିନକୁ ଦିନ ଶୀତ ଯେମିତି ବୃଦ୍ଧି ପାଉଛି ସେମିତି ଶୀତ ମହୋତ୍ସବକୁ ନେଇ ଉତ୍ସାହ ବଢିବାରେ ଲଗାଛି। ଆସନ୍ତା ଶନିବାର ଠାରୁ ଏହି ମହୋତ୍ସବର ଶୁଭାରମ୍ଭ ହୋଇ ସୋମବାର ଉଦଯାପିତ…
ବାଂଲାଦେଶର ସବୁ ଚାଲ୍ ଫେଲ୍, ହାସିନାଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଲା ଭାରତ
ଢାକା,୮।୧: ଭାରତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭିସା ବୃଦ୍ଧି କରିଛି। ସେ ଅଗଷ୍ଟ ୨୦୨୩ରୁ ଭାରତରେ ରହୁଛନ୍ତି। ଏହି ନିଷ୍ପତ୍ତି ଏପରି ସମୟରେ ନିଆଯାଇଛି ଯେଉଁ ସମୟରେ ଢାକାକୁ ଫେରିବା ପାଇଁ ଦାବି ତୀବ୍ର ହୋଇଛି। ଦେଶବ୍ୟାପୀ ବିରୋଧ…
ଲୋକଙ୍କୁ ହଇରାଣ କରୁଛି ପୋଲିସ; ପଦକ୍ଷେପ ନେବାକୁ …
କଟକ,୮୧(କାର୍ତ୍ତିକ ସାହୁ): କେତେଜଣ ପୋଲିସ ଅଧିକାରୀ ଯଥେଷ୍ଟ କାରଣ ନ ଥାଇ ଅଥବା ନିଜ ସ୍ବାର୍ଥ ସାଧନ ପାଇଁ ସାଧାରଣ ଲୋକଙ୍କୁ ହଇରାଣ କରୁଛନ୍ତି। ଏପରିକି ଗିରଫ କରିବାର ଭୟ ମଧ୍ୟ ଦେଖାଉଛନ୍ତି। ଏଭଳି ଏକ ମାମଲାର ଶୁଣାଣି କରି ହାଇକୋର୍ଟ…
ରାଜଧାନୀରେ ଚାଞ୍ଚଲ୍ୟ:ରସୁଲଗଡ଼ ଛକରେ ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ
ଭୁବନେଶ୍ବର,୮।୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍ ରୋଡ୍ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି। ମୃତ…
ରାସ୍ତା କାମ ନ କରି ୮ଲକ୍ଷ ଟଙ୍କା ଉଠାଇନେଇଥିଲେ: ୭ଜଣଙ୍କ ନାଁରେ ଭିଜିଲାନ୍ସରେ ମାମଲା
ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ଆରିକମା ପଞ୍ଚାୟତ ଅଧୀନ ବେଗୁନିଆମୂଳ ଗ୍ରାମର ଶ୍ମଶାନକୁ ଯିବା ପାଇଁ ରାସ୍ତାର ଉନ୍ନତ୍ତୀକରଣ ପାଇଁ ଆସିଥିବା ୮ଲକ୍ଷ ଟଙ୍କା ହରିଲୁଟ କରାଯାଇଥିବା ଅଭିଯୋଗକ୍ରମେ ଭିଜିଲାନ୍ସ ଏହାର ତଦନ୍ତ କରି ଗତ ଡିସେମ୍ବର ୩୧ରେ ଭୁବନେଶ୍ୱର ଦୁର୍ନୀତି…
ଗଞ୍ଜେଇ ଚାଷରେ ସମ୍ପୃକ୍ତ ୨ ଜେଲ ଗଲେ
ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର)-ବେଆଇନ ଗଞ୍ଜେଇ ଚାଷରେ ସମ୍ପୃକ୍ତ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ କାଳିବୋରେଇ ଗାଁର ଇଣ୍ଡମ ବଡ଼ ରଇତ ଏବଂ କେଶବ ଶବରଙ୍କୁ ପାଟପୁର ପୋଲିସ ମଙ୍ଗଳବାର ବ୍ରହ୍ମପୁର ଜିଲା ଦୌରା ଜଜ୍ କୋର୍ଟକୁ ଚାଲାଣ କରିଛି।…
ଭି ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ: ସୋମନାଥଙ୍କ ସ୍ଥାନ ନେବେ
ନୂଆଦିଳ୍ଲୀ,୮।୧: କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି। ସେ ଜାନୁଆରୀ ୧୪ରେ ବର୍ତ୍ତମାନର ଇସ୍ରୋ ମୁଖ୍ୟ ଏସ୍.ସୋମନାଥଙ୍କ ଦାୟିତ୍ୱ ଗ୍ରହଣ କରିବେ। କେନ୍ଦ୍ର…
Archives


