Home Left

୩ ଧାନମଣ୍ଡି ଉଦ୍‌ଘାଟିତ

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡଡୁମୁଳା ପ୍ରାଥମିକ ସେବା ସମବାୟ ସମିତି ପକ୍ଷରୁ ମଙ୍ଗଳବାର ଧାନ ମଣ୍ଡି ଉଦ୍‌ଘାଟିତ ହୋଇଛି। ସମବାୟ ସମ୍ପାଦକ ଶେଷକାନ୍ତ ଜାନିଙ୍କ ତତ୍ତ୍ୱାବଧାନରେ ହୋଇଥିବା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବଡଡୁମୁଳା ସରପଞ୍ଚ ଗୀତାଞ୍ଜଳି ଜାନି ମୁଖ୍ୟ ଅତିଥି…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ଝିଅ, ଜ୍ୱାଇଁ କହି ଠକେଇ ଘଟଣା:ହଂସିତା, ଅନିଲଙ୍କ ଘରେ ଆୟକର ଚଢ଼ାଉ

ଭୁବନେଶ୍ୱର,୮ା୧(ସୂର୍ଯ୍ୟକାନ୍ତ ବେହେରା):ନିଜକୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁ ପରିଚୟ ଦେଇ ବଡ଼ବଡ଼ିଆଙ୍କୁ ଠକୁଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା ଓ ଅନିଲ କୁମାର ମହାନ୍ତି ଏବେ ଝାରପଡ଼ା ଜେଲରେ ଥିବାବେଳେ ସ୍ପେଶାଲ କ୍ରାଇମ୍‌ ୟୁନିଟ…

ଦୁର୍ନୀତିର ଚକ୍ରବ୍ୟୂହ

ଓଡ଼ିଶା ପ୍ରାକୃତିକ ସମ୍ପଦରେ ପରିପୂର୍ଣ୍ଣ। ହେଲେ ଦୁର୍ନୀତି ଓଡ଼ିଶାର ଅଭିବୃଦ୍ଧିକୁ ବାଧା ଦେଉଛି। ଦୁର୍ନୀତି ରୂପକ ସଂକ୍ରାମକ ବ୍ୟାଧିଟି ସମାଜର ପ୍ରତିଟି ସ୍ତରରେ ବିସ୍ତାରିତ ହୋଇସାରିଛି। ଏହା ସୃଷ୍ଟି କରିଛି କର୍ତ୍ତବ୍ୟହୀନତା ଏବଂ କର୍ମବିମୁଖତା। ଏହା ଆମ ରାଜ୍ୟର ଅର୍ଥନୀତି, ଶିକ୍ଷା,…

ସୁସ୍ବାଗତଂ

ଆମ ଓଡ଼ିଶାର ରାଜଧାନୀ ସହରରେ ଅନୁଷ୍ଠିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏଥିରେ ଯୋଗଦେବାକୁ ବିଶ୍ବର କୋଣ ଅନୁକୋଣରେ ବାସ କରୁଥିବା ପ୍ରବାସୀ ଓ ଭାରତୀୟ ବଂଶୋଦ୍ଭବ ଆମର ମନ୍ଦିରମାଳିନୀ ଭୁବନେଶ୍ବରରେ ପଦାର୍ପଣ କରିବାକୁ ପ୍ରସ୍ତୁତ। ଏଥିପାଇଁ ପ୍ରବାସୀ ଭାରତୀୟଙ୍କ…

କଣାସ ବ୍ଲକରେ ଫଳକଭଙ୍ଗା ରାଜନୀତି

କଣାସ,୮ା୧(ବିଭୁତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ବ୍ଲକର ନୂଆଜଗନ୍ନାଥ ସଡ଼କ ବାଦୁରାବର ଠାରୁ ବଡ଼ାଲ, ଗୋପୀନାଥପୁର ଦେଇ କରମଳାକୁ ସଂଯୋଗ କରୁଥିବା ରାସ୍ତାର ଶିଳାନ୍ୟାସ ଜାନୁଆରୀ ୪ ତାରିଖରେ ପୁରୀ ଏମ୍‌ପି ସମ୍ବିତ ପାତ୍ର ଓ ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ…

ଭାଜପାର ମିଶ୍ରଣ ପର୍ବ:ଶତାଧିକ ବିଜେଡି ନେତା, କର୍ମୀ ଭାଜପାରେ ସାମିଲ

ବରୀ, ୮ା୧(ମହେନ୍ଦ୍ର ସ୍ବାଇଁ):ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀର ଏରବାଙ୍କ ପଞ୍ଚାୟତ ରଘୁନାଥପୁର ପଡ଼ିଆରେ ମଙ୍ଗଳବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନମଣ୍ଡଳୀର ଭାଜପା ନେତା ଉମେଶ ଜେନାଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ଜିଲା ଭାଜପା କାର୍ଯ୍ୟକାରୀ…

ଖସିପାରେ ଦେଶର ଅଭିବୃଦ୍ଧି: ଜିଡିପି ୪ ବର୍ଷର ସର୍ବନିମ୍ନ ସ୍ତର ୬.୪% ଛୁଇଁବା ଅନୁମାନ

ନୂଆଦିଲ୍ଲୀ, ୮ା୧:ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥିକବର୍ଷରେ ଭାରତର ଅଭିବୃଦ୍ଧି ୬.୪ ପ୍ରତିଶତକୁ ଖସିପାରେ, ଯାହାକି କୋଭିଡ୍‌-୧୯ ପରେ ସର୍ବନିମ୍ନ ସ୍ତର। ବିନିର୍ମାଣ (ମାନୁଫାକ୍ଚରିଂ) ଓ ନିବେଶ (ଇନ୍‌ଭେଷ୍ଟମେଣ୍ଟ) ହ୍ରାସ ଯୋଗୁ ମୋଟ ଘରୋଇ ଉତ୍ପାଦ (ଜିଡିପି)…

ଡିଜିଟାଲ ଆର୍ଟରେ ଶୀତ ମହୋତ୍ସବ ପୋଷ୍ଟର କରି ପ୍ରଂଶସା ସାଉଁଟିଲେ ନିହାର

ଦାରିଙ୍ଗବାଡି,୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରେ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତା ୧୧ ରୁ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାକୁ ରହିଥିବା ବେଳେ ଏହାର ପ୍ରସ୍ତୁତି ଜୋରଦାର ଚାଲିଛି । ଏହି ମହୋତ୍ସବକୁ ଭଲ ପାଉଥିବା ଦାରିଙ୍ଗବାଡି…

୧୧ରେ ଡ୍ରିମ୍‌ସର ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୮।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକ ନିକଟସ୍ଥ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ ୨୦୨୫ ଜାନୁୟାରୀ ୧୧ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ…

ଓପିଜି ମୋବିଲିଟିର ଅନାବରଣ

ନୂଆଦିଲ୍ଲୀ,୮।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଇଲେକ୍‌ଟ୍ରିକ ଭେଇକିଲ (ଇଭି) ବ୍ରାଣ୍ଡ ‘ଓକାୟା ଇଭି’ର ନୂତନ ବ୍ରାଣ୍ଡ ପରିଚୟ (ରିବ୍ରାଣ୍ଡିଙ୍ଗ) ‘ଓଟିଜି ମୋବିଲିଟି’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ରିବ୍ରାଣ୍ଡିଙ୍ଗ୍‌ ଭାରତର ଗତିଶୀଳ ଉପଭୋକ୍ତାଙ୍କ ବିକଶିତ ଆବଶ୍ୟକତାକୁ…

ରଣନୈତିକ ନିବେଶ ପୋର୍ଟଫୋଲିଓକୁ ଉନ୍ନତ କରିବ

ନୂଆଦିଲ୍ଲୀ,୮।୧ (ଅଭୟ ଦାଶ): ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିମିଟେଡ(ଏନ୍‌ଭିସିଏଲ)କୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି କମ୍ପାନୀ ଭଦ୍‌ରାଜ ସିମେଣ୍ଟ ଲିମିଟେଡ (ଭିସିଏଲ୍‌)ର ଏସ୍‌ଆର୍‌ଏ ଭାବେ ଉଭା ହୋଇଛି। ଯାହା ବର୍ତ୍ତମାନ କର୍ପୋରେଟ ଇନ୍‌ସଲ୍‌ଭେନ୍ସି ରିଜୋଲ୍ୟୁଶନ ପ୍ରୋସେସର ସମ୍ମୁଖୀନ ହେଉଛି।…

ୱେଟ୍‌ଲସ୍‌ ପାଇଁ ସଲମାନଙ୍କୁ ଶ୍ରେୟ ଦେଲେ ରାମ

ମୁମ୍ବାଇ: ନିକଟରେ ଅଭିନେତା ରାମ କପୁରଙ୍କର ଲୁକ୍‌ ତାଙ୍କ ପ୍ରଶଂସକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ତଥା ଟିଭି ଇଣ୍ଡଷ୍ଟ୍ରିର ଅନେକ ତାରକାଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ସେ ନିଜର ପ୍ରାୟ ୫୫ କେ.ଜି. ଓଜନ ହ୍ରାସ କରିଥିଲେ। ମଙ୍ଗଳବାର ଏକ ୟୁଟ୍ୟୁବ୍‌ ଚ୍ୟାନେଲକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri