Home Left

୫୬ ଲକ୍ଷରେ ନିଲାମ ହେଲା ଭାରତର ଐତିହାସିକ ‘ହଜ୍‌ ନୋଟ୍‌’

ଲଣ୍ଡନ: ନିକଟରେ ଲଣ୍ଡନରେ ଆୟୋଜିତ ଏକ ନିଲାମ ସମାରୋହରେ ଭାରତର ଐତିହାସିକ ‘ହଜ୍‌ ନୋଟ’ ୫୬,୪୯,୬୫୦ ଟଙ୍କାରେ ବିକ୍ରି ହୋଇଛି। ୧୯୫୦ ଦଶକରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏକ ୧୦୦ ଟଙ୍କିଆ ଭାରତୀୟ ନୋଟକୁ ‘ହଜ୍‌ ନୋଟ’ ଭାବେ ଜାରି କରିଥିଲା।…

ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍‌ଫୋର୍ସମେଣ୍ଟ କମିଟିର ଚଢ଼ାଉ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍‌ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅତର୍କିତ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଥିବା ବିଡ଼ିଓ ବି. ଡୁଙ୍ଗଡୁଙ୍ଗଙ୍କ ଉପସ୍ଥିତି…

କୋଇଲା ଖଣିରେ ବନ୍ୟାପାଣି: ୩ ମୃତ

ଗୁଆହାଟୀ,୮।୧: ଆସାମର ଦିମା ହସାଓ ଜିଲା ଉମ୍ରାଙ୍ଗସା ଅଞ୍ଚଳରେ ଥିବା କୋଇଲା ଖଣିରେ ସୋମବାର ଅଚାନକ ବନ୍ୟାପାଣି ପଶିଯିବାରୁ ଏହା ଭିତରେ ଥିତ୍ବା ଶ୍ରମିକମାନେ ବାହାରି ନ ପାରି ଫସି ରହିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ମୃତଦେହ ମଙ୍ଗଳବାର ମିଳିଥିବାବେଳେ…

କଂସ ଅଭିନୟରୁ ବିରତି ନେବେ ଭୁବନେଶ୍ୱର

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚଳିତଥର ବରଗଡ଼ ବ୍ଲକ ଅନ୍ତର୍ଗତ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ କଂସ ଅଭିନୟ କରୁଛନ୍ତି। ଏହାପୂର୍ବରୁ ମଧ୍ୟ ସେ ବରଗଡ଼ ସମେତ ଅନେକ ସ୍ଥାନରେ କଂସ ଭୂମିକାରେ ଚିତ୍ତାକର୍ଷକ ଅଭିନୟ କରି ନିଜ ଦକ୍ଷତା ପ୍ରତିପାଦନ…

ଟ୍ରୁଡୋଙ୍କ ଇସ୍ତଫା ପରେ ଆମେରିକା ସହ କାନାଡାର ମିଶ୍ରଣ ପାଇଁ ଟ୍ରମ୍ପ୍‌ଙ୍କ ଆହ୍ବାନ

ଓ୍ବାଶିଂଟନ,୮।୧: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ସୋମବାର ଇସ୍ତଫା ଦେଇଥିଲେ। ଏହାର କିଛି ଘଣ୍ଟା ପରେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କାନାଡକୁ ୫୧ତମ ରାଜ୍ୟ ଭାବେ ଆମେରିକାରେ ମିଶ୍ରଣ ପାଇଁ ଆହ୍ବାନ ଦେଇଛନ୍ତି। ନୂଆ ନେତା ନିର୍ବାଚିତ ହେବା…

ଆଶାରାମଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ, ୮।୧: ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ଜଷ୍ଟିସ୍‌ ଏମ୍‌. ଏମ୍‌. ସୁନ୍ଦ୍ରେଶ ଏବଂ ଜଷ୍ଟିସ୍‌ ରାଜେଶ ବିନ୍ଦଲଙ୍କୁ ନେଇ…

ବିନା ଟେଣ୍ଡରରେ ଜାଗା ଆବଣ୍ଟନ:ବଡ଼ ଡିଲ୍‌ ଅଭିଯୋଗ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବିଶ୍ୱପ୍ରସିଦ୍ଧ ଭାବେ ପରିଗଣିତ। ଏହି ମହୋତ୍ସବକୁ ମିଳୁଥିବା ସରକାରୀ ଅନୁଦାନକୁ ଏଥର ନୂଆ ଭାଜପା ସରକାର ୧୦ଲକ୍ଷ ଟଙ୍କାରୁ ୧କୋଟିକୁ ବୃଦ୍ଧି କରିଛନ୍ତି। କେବଳ ସେତିକି ନୁହେଁ, ଅନ୍ୟ ବର୍ଷ ଅପେକ୍ଷା…

ରାକ୍ଷସୀ, ରାକ୍ଷସ ନିଧନରେ କଂସ ମର୍ମାହତ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ପଞ୍ଚମ ଦିବସରେ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଏବଂ ମଥୁରାନଗରୀରେ ମଥୁରାଧିପତି କଂସଙ୍କ ଦୃଶ୍ୟାଭିନୟ ବେଶ୍‌ ଚିତ୍ତାକର୍ଷକ ଥିଲା। ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ବାହାରି ମଥୁରା ପରିଭ୍ରମଣ କରିଥିଲେ।…

ଜିଡିପି ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନ

ନୂଆଦିଲ୍ଲୀ,୮।୧: ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥତ୍କ ବର୍ଷରେ ଭାରତର ଆର୍ଥତ୍କ ଅଭିବୃଦ୍ଧି ହାର ୬.୪ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି, ଯାହାକି ୪ ବର୍ଷ ମଧ୍ୟରେ ସର୍ବନିମ୍ନ। ମୁଖ୍ୟତଃ ବିନିର୍ମାଣ ଏବଂ ସେବା କ୍ଷେତ୍ରରେ…

ମିଳିଗଲେ ଚାହତଙ୍କ ପ୍ରେମିକ?କ’ଣ ୨୧ ଲକ୍ଷ ପାଇବେ ଏହି ବଲିଉଡ୍‌ ଅଭିନେତା…

ବମ୍ବେ: ଆଜିକାଲି ବିବାଦୀୟ ରିଆଲିଟି ଶୋ’ ‘ବିଗ୍‌ବସ’ ଖୁବ୍‌ ଚର୍ଚ୍ଚାରେ। ଫିନାଲେକୁ ଆଉ କିଛି ଦିନ ବାକି ଥିବା ବେଳେ ପ୍ରତିଯୋଗୀମାନେ ନିଜ ନିଜର ଗେମ୍‌ ଖେଳୁଛନ୍ତି। ଏମିତିରେ ପ୍ରତିଯୋଗୀ ଚାହତ ପାଣ୍ଡେଙ୍କ ମା’ ବିଗ୍‌ବସ୍‌ ଟିମ୍‌କୁ ଏକ ଚ୍ୟାଲେଞ୍ଜ ଦେଇଥିଲେ।…

ଚାରିବର୍ଷ ସର୍ବନିମ୍ନ ସ୍ତରକୁ ଖସିପାରେ ଅଭିବୃଦ୍ଧି ହାର, ଚିନ୍ତା ବଢ଼ାଇଲା ସରକାରଙ୍କ ତଥ୍ୟ

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ସରକାର ଜିଡିପି ତଥ୍ୟ ପ୍ରକାଶ କରିଛନ୍ତି। ଏହାକୁ ଧ୍ୟାନରେ ରଖି ଅନୁମାନ କରାଯାଉଛି ଯେ, ଆଗାମୀ ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୬.୪% ହାରରେ ବଢିବାର ଅନୁମାନ କରାଯାଉଛି। ଯାହା ଚାରି ବର୍ଷର ସର୍ବନିମ୍ନ…

ପୁଣି ଆରଜି କର ମେଡିକାଲ ଭଳି ଘଟଣା! ଜୁନିୟର ଡାକ୍ତରଙ୍କୁ ହସ୍ପିଟାଲରେ ବଳାତ୍କାର

ଗଓ୍ବାଲିଅର,୭।୧: ମଧ୍ୟପ୍ରଦେଶ ଗୱାଲିଅରରେ ଏକ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। କୋଲକାତା ଆରଜି ମେଡିକାଲ ଘଟଣା ପରେ ଗଓ୍ବାଲିଅରର ଏହି ଘଟଣା ସମସ୍ତଙ୍କର ଛାତି ଥରେଇ ଦେଇଛି। କୋଲକାତାରେ ଜଣେ ମହିଳା ଡାକ୍ତରଙ୍କୁ ଜଣେ ନିଶାସକ୍ତ ପାଗଳ ବ୍ୟକ୍ତି ବଳାତ୍କାର ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri