Home Left

ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ: ପ୍ରବଳ ଜନସମାଗମ

ଦେଓଗାଁ, ୭।୧(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗିର ଜିଲା ଦେଓଗାଁ ବ୍ଲକ କୁଳୁତାପଡା ପଞ୍ଚାୟତ ଅନ୍ତର୍ଗତ ଖଇରଗୁଡ଼ା ଓ କୁମୁରିଆ ବଡ ଖଳା ଓ ସାନଖଳାରେ ଜିଲାର ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ ହୋଇଛି। ରୀତିନୀତି ଅନୁସାରେ ଶୁଳିଆ ଦେବତାଙ୍କୁ ପୂଜାର୍ଚନା କରିବା…

ବଢ଼ୁଛି HMPV ସଂକ୍ରମଣ ସଂଖ୍ୟା: ଏପଟେ ପ୍ରବାସୀ  ଭାରତୀୟ  ସମ୍ମିଳନୀକୁ ନେଇ ଚିନ୍ତା…

ଭୁବନେଶ୍ୱର,୭।୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ  ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ  ବିଭାଗୀୟ  ଅଧିକାରୀ ସାମିଲ ହୋଇଛନ୍ତି। HMPVକୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଭୟଭୀତ ନ…

ବିଦେଶରେ ଲୁଚି ରହିଥିବା ପଳାତକ ଏବେ ଚିନ୍ତାରେ, ଶାହା ଲଞ୍ଚ କଲେ Bharatpol ପୋର୍ଟାଲ

ନୂଆଦିଲ୍ଲୀ,୭।୧: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ସିବିଆଇ ଦ୍ୱାରା ପ୍ରସ୍ତୁତ ‘ଭାରତପୋଲ’ ପୋର୍ଟାଲ ଉନ୍ମୋଚନ କରିଛନ୍ତି। ସିବିଆଇ ଦ୍ୱାରା ବିକଶିତ ହୋଇଥିବା ‘ଭାରତପୋଲ’ ପୋର୍ଟାଲ ଅପରାଧୀଙ୍କୁ ଖୋଜିବା ଏବଂ ବିଦେଶକୁ ଆଣିବା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମସ୍ତ ରାଜ୍ୟ…

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ରାୟପୁର,୭।୧: ଛତିିଶଗଡ଼ ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଆଇଇଡି ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍‌ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଏନେଇ ସେନା ଶିବିରରେ…

ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ପାପଡାହାଣ୍ଡି,୭।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ବରୱାଡା ଗ୍ରାମରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ମଇଦଲପୁର ଥାନା କେନ୍ଦୁଗୁଡା ଗ୍ରାମର ଉମାକାନ୍ତ ହରିଜନ ବୋଲି ସୂଚନା ମିଳିଛି। ସେ ଧାନ…

ଛଟପଟ ହେଉଛି ପାକିସ୍ତାନ, ହେଲେ ଏହି ମୁସଲିମ ଦେଶକୁ ମିଳିଲା BRICSରେ ଏଣ୍ଟ୍ରି

ଇସଲାମାବାଦ,୭।୧: ୨୦୦୯ରେ ଆରମ୍ଭ ହୋଇଥିବା ବ୍ରିକ୍ସ ସଦସ୍ୟ ଦେଶଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱର ବୃହତ୍ତମ ମୁସଲମାନ ଦେଶ ଇଣ୍ଡୋନେସିଆ ଏଥିରେ ପ୍ରବେଶ କରିଛି। ବ୍ରାଜିଲ ସୋମବାର ଏହା ଘୋଷଣା କରିଛି। କିନ୍ତୁ ଇଣ୍ଡୋନେସିଆର ପ୍ରବେଶ ଯୋଗୁଁ…

୪ ମାସ ଧରି ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବଳାତ୍କାର କରୁଥିଲେ ବାପା: କୋର୍ଟ ଦେଲେ ଏମିତି ଦଣ୍ଡ

ଭୁବନେଶ୍ୱର,୭ା୧(ସୂର୍ଯ୍ୟକାନ୍ତ ବେହେରା):ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧) ସୋମବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସକିଲା ଟୁଡୁଙ୍କ ଘର ମୟୂରଭଞ୍ଜ ଜିଲାରେ ହୋଇଥିବାବେଳେ…

ବିରୋଧୀ ଜାଣି ନାହାନ୍ତି, ବିରୋଧ କାହାକୁ? ଦ୍ୱନ୍ଦ୍ୱରେ କର୍ମୀ

ଭୁବନେଶ୍ୱର, ୭ା୧(ଅନିଲ ଦାସ):ନିଜକୁ ମୁଖ୍ୟ ବିରୋଧୀ ଦଳ ବୋଲାଉଥିବା ବିଜୁ ଜନତା ଦଳ (ବିଜେଡି) ତରଫରୁ ରାଜଧାନୀରେ ଏକ ଜନସମାବେଶର ଆୟୋଜନ କରାଯାଇଥିଲା। ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌ ବୃଦ୍ଧି ବିରୋଧରେ ସ୍ବର ଉତ୍ତୋଳନ କରି ରାଜ୍ୟ…

ବଲେବଲେ ଢାବାକୁ ନେଇ ପୁଣି ରାଜନୀତି:ବିଜେଡି-ଭାଜପା ମୁହାଁମୁହିଁ

କାଏମା,୭ା୧(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ବିଧାନସଭା ନିର୍ବାଚନମଣ୍ଡଳୀର ଧର୍ମଶାଳା ଭବନ ପରିସରରେ ଥିବା ବହୁ ଚର୍ଚ୍ଚିତ ବଲେବଲେ ଢାବାକୁ ନେଇ ପୁଣି ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧର୍ମଶାଳା ଗସ୍ତରେ ଆସିଥିବା ବେଳେ…

ପ୍ରେମ ପ୍ରତାରଣାରୁ ୩୦ଫୁଟ ତଳକୁ ଡେଇଁଲେ ଯୁବକ:ଆଉ ତା’ପରେ…

ପାଟଣା,୭ା୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀ ପୋଲ ଉପରୁ ୩୦ଫୁଟ ତଳକୁ ଡେଇଁ ଜଣେ କଲେଜ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପାଣିରେ ପଡ଼ିବାରୁ ଆସନ୍ନ ବିପତ୍ତିରୁ ବର୍ତ୍ତି ଯାଇଛନ୍ତି। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।…

SBIର ଏହି ସ୍କିମରେ ୩ ବର୍ଷ ପାଇଁ କରନ୍ତୁ ନିବେଶ ମିଳିବ ୬.୯୦ ଲକ୍ଷ ଟଙ୍କାରୁ ଅଧିକ, ଆଜି ନିଅନ୍ତୁ ଫାଇଦା

ନୂଆଦିଲ୍ଲୀ, ୭।୧: ଏସବିଆଇ ଅର୍ଥାତ୍‌ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ହେଉଛି ଦେଶର ସବୁଠାରୁ ବଡ ବ୍ୟାଙ୍କ । ଏସବିଆଇ ନିବେଶକମାନଙ୍କୁ ଆକର୍ଷଣୀୟ ସୁଧ ହାର ସହିତ ନିରାପଦ ଏବଂ ଲାଭଜନକ ବିନିଯୋଗ ସୁଯୋଗ ପ୍ରଦାନ କରେ । ଯଦି ଆପଣ…

ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼: ପ୍ରାକୃତିକ ସୌନ୍ଦର୍ଯ୍ୟର ନେଉଛନ୍ତି ମଜା

ଭୁବନେଶ୍ୱର,୭।୧: କାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼ । ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଏପରିକି ବିଦେଶରୁ ଆସିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri