Home Left

୧୦ରୁ ହକି ପ୍ରତିଯୋଗିତା

ଝାରସୁଗୁଡ଼ା,୨ା୫(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲା ହକି ସଂଘ ପକ୍ଷରୁ ଆସନ୍ତା ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଆନ୍ତଃ କ୍ଲବ୍‌ ଓ ବିଦ୍ୟାଳୟସ୍ତରୀୟ ଜୁନିଅର ବାଳକ ବିଭାଗ ହକି ପ୍ରତିଯୋଗିତା ଏଚ୍‌. କଟାପାଲିସ୍ଥିତ ଝାରସୁଗୁଡା ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବ। ମ୍ୟାଚ୍‌…

Caste Census: ମୋଦିଙ୍କୁ ଚିଠି ଲେଖିଲେ ତେଜସ୍ବୀ ଯାଦବ, ଜାତି ଜନଗଣନାକୁ ନେଇ କଲେ ଏମିତି ଦାବି

ପାଟନା,୩।୫: କେନ୍ଦ୍ର ସରକାରଙ୍କ ଦ୍ୱାରା ସାରା ଦେଶରେ ଜାତିଗତ ଜନଗଣନା କରିବା ନିଷ୍ପତ୍ତି ପରେ, ବିହାରର ରାଜନୀତି ଶୀର୍ଷରେ ପହଞ୍ଚିଛି। ବିରୋଧୀ ଏବଂ ଶାସକ ଦଳର ସମସ୍ତ ଆକ୍ରମଣ ଏବଂ ପ୍ରତିଆକ୍ରମଣ ପରେ, ଏବେ ବିହାର ବିଧାନସଭାର ବିରୋଧୀ ଦଳ ନେତା…

ଭୟରେ ଥରୁଛି ପାକିସ୍ତାନ! ଭାରତକୁ ଆଖି ଆଗରେ ରଖି କରୁଛି ଏମିତି କାମ ସମସ୍ତେ ଚକିତ

ଇସଲାମାବାଦ,୩।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହିତ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ପାକିସ୍ତାନ ଶନିବାର ଘୋଷଣା କରିଛି ଯେ ଏହା ୪୫୦ କିଲୋମିଟର ଦୂରତା ବିଶିଷ୍ଟ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରିପାରୁଥିବା କ୍ଷେପଣାସ୍ତ୍ର, ଅବଦାଲି ଅସ୍ତ୍ର ପ୍ରଣାଳୀର ସଫଳ…

IPL 2025: ରୋଚକ ସ୍ଥିତିରେ ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌, ପଛରେ ପଡ଼ିଲେ ସୂର୍ଯ୍ୟ କୁମାର

=ନୂଆଦିଲ୍ଳୀ,୩।୫: IPL 2025ରେ ପ୍ରତ୍ୟେକ ମ୍ୟାଚ ସହିତ ଅରେଞ୍ଜ କ୍ୟାପ ଏବଂ ପର୍ପଲ କ୍ୟାପ ପାଇଁ ଦୌଡ଼ ରୋମାଞ୍ଚକର ହେବାରେ ଲାଗିଛି। ଏହି ଲିଗର ୫୧ତମ ମ୍ୟାଚ ଶେଷ ହେବା ପରେ, ଅରେଞ୍ଜ ଏବଂ ପର୍ପଲ କ୍ୟାପ ତାଲିକାରେ ପୁଣି ଥରେ…

ଅବସରପ୍ରାପ୍ତ କ୍ଷେତ୍ର ନିରୀକ୍ଷକ ନିଧି ମହାନନ୍ଦଙ୍କ ପରଲୋକ

ବଲାଙ୍ଗୀର,୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପରିସଂଖ୍ୟାନ କାର୍ଯ୍ୟାଳୟର ଅବସରପ୍ରାପ୍ତ ବରିଷ୍ଠ କ୍ଷେତ୍ର ନିରୀକ୍ଷକ ନିଧି ମହାନନ୍ଦ(୭୦)ଙ୍କ ପରଲୋକ ହୋଇଯାଇଛି। ସେ କିଛିଦିନ ହେଲା ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ସେ ଜଣେ ମିଷ୍ଟଭାଷୀ, ମେଳାପୀ, ବନ୍ଧୁବତ୍ସଳ ଓ କର୍ତ୍ତବ୍ୟନିଷ୍ଠ ବ୍ୟକ୍ତି ଭାବେ…

‘ନିଷ୍ଠାପର ଚେଷ୍ଟା କେବେ ବିଫଳ ହୁଏ ନାହିଁ’

ଆର୍‌.ଉଦୟଗିରି,୩ା୫(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଅନ୍ତର୍ଗତ କେ. ଏମ. ଭାଲିଆସାହି ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅପୂର୍ବ ସଫଳତା ହାସଲ କରିଛି। ନିଷ୍ଠାପର ଚେଷ୍ଟା କେବେ…

ବକେୟା ପଡ଼ିଛି ଶ୍ରମିକଙ୍କ ପାଉଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଅଧିନସ୍ଥ ଗନ୍ଧମାର୍ଦ୍ଦନ ସ୍ପଞ୍ଜ୍‌ ଇଣ୍ଡଷ୍ଟ୍ରି ଲିଃ କମ୍ପାନୀର ପୁତୁଳିପାଣି ଲୌହଖଣି ଆଜିକୁ ୮ ବର୍ଷ ହେଲା ବନ୍ଦ ହେଲାଣି। ତେବେ ଏହି ଖଣି ଖୋଲୁ ନ ଥିବା ଏବଂ ଶ୍ରମିକଙ୍କ ବକେୟା ମଜୁରୀ ମିଳୁନାହିଁ।…

ମାଟ୍ରିକ ପରୀକ୍ଷା ଫଳ: ପ୍ରଜ୍ଞାରାଣୀ ବ୍ଲକ ଟପ୍ପର

ଦିଗପହଣ୍ଡି,୩।୫(ଅଶେଷ ନାଥ ମିଶ୍ର): ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷ ୧୦ମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପାଇଛି। ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପାସହାର ଶତ ପ୍ରତିଶତ ରହିଥିବା ବେଳେ ଛାତ୍ରୀ ପ୍ରଜ୍ଞାରାଣୀ ପଣ୍ଡା ୬୦୦ ମାର୍କରୁ…

କିନ୍ନର ସମାଜ ପାଇଁ ଗୌରବର ବିଷୟ : ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ୯ କିନ୍ନର

ଭଦ୍ରକ, ୩।୫(ସନାତନ ରାଉତ): କିନ୍ନର ସମାଜ ପାଇଁ ଗୌରବଆଣିଲେ ଭଦ୍ରକର ୯ କିନ୍ନର । ସଦ୍ୟ ପ୍ରକାଶ ପାଇଥିବା ମ୍ୟାଟ୍ରିକ ପରୀକ୍ଷାଫଳ ଅନୁସାରେ ଭଦ୍ରକ ଚରମ୍ପା ଅଂଚଳର ୯ ଜଣ କିନ୍ନର ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହା କିନ୍ନର ସମାଜ ପାଇଁ…

ୟୁଟ୍ୟୁବ ଦେଖି ସ୍କୁଟର ତିଆରି କଲେ ମ୍ୟାଟ୍ରିକ ଛାତ୍ର: କହିଲେ ପୁରା ପ୍ରସ୍ତୁତିର କାହାଣୀ

ଭଦ୍ରକ,୩।୫(ସନାତନ ରାଉତ): ୟଟ୍ୟୁବ୍‌ ଦେଖି ଜଣେ ମ୍ୟାଟ୍ରିକ ପରୀକ୍ଷାର୍ଥୀ ସ୍କୁଟର ନିର୍ମାଣ କରି ବେଶ ଚର୍ଚ୍ଚାରେ । ସେହି ଛାତ୍ର ଜଣକ ହେଉଛନ୍ତି ଭଦ୍ରକ ଜିଲା ଚରମ୍ପା ପଥରଆଡି ଗ୍ରାମର କାର୍ତ୍ତିକ ମହାରଣାଙ୍କ ପୁଅ ବିନୋଦ (୧୬ ବର୍ଷ)। ସେ ଚଳିତ…

ସଅଁରାପଡ଼ା ଗଣହତ୍ୟା ଘଟଣା: ମାଷ୍ଟରମାଇଣ୍ଡ ବାପପୁଅ ଗିରଫ

ପାଟଣାଗଡ଼,୩ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ବ୍ରହ୍ମପୁରା ନିକଟସ୍ଥ ସଅଁରାପଡ଼ା କୁସୁମକାନୀ ଗଣହତ୍ୟାର ମାଷ୍ଟରମାଇଣ୍ଡ ଓ ତାଙ୍କ ପୁଅକୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି । କୋର୍ଟଚାଲାଣ ହୋଇଥିବା ଅଭିଯୁକ୍ତ ବାପପୁଅ ହେଲେ ଗଙ୍ଗଓ୍ବା ମାଝୀ (୪୪)…

ଖେଳରତ୍ନ ପାଇବା ପରେ ସାତ୍ତ୍ୱିକ, ଚିରାଗଙ୍କ ଆସିଲା ପ୍ରତିକ୍ରିୟା

ନୂଆଦିଲ୍ଲୀ,୩।୫: ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ଚିରାଗ ଶେଟ୍ଟି ଓ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଶେଷରେ ବହୁଦିନ ପରେ ମେଜର ଧ୍ୟାନଚାନ୍ଦ ଖେଳରନତ୍ ପୁରସ୍କାର ପାଇଛନ୍ତି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏଠାରେ ଗୁରୁବାର ଖେଳାଳି ଦ୍ୱୟଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?