ଦକ୍ଷିଣ କୋରିଆ ପହଞ୍ଚିଲେ ଆମେରିକା ବୈଦେଶିକ ମନ୍ତ୍ରୀ, ଏପଟେ ମିଶାଇଲ ପରୀକ୍ଷା କଲେ ଏକଛତ୍ରବାଦୀ ଶାସକ
ସିଓଲ,୬।୧: ସୋମବାର ଉତ୍ତର କୋରିଆ ଏକ ମଧ୍ୟବର୍ତ୍ତୀ ରେଞ୍ଜ ବାଲିଷ୍ଟିକ କ୍ଷେପଣାସ୍ତ୍ରକୁ ସମୁଦ୍ରରେ ଫିଙ୍ଗି ଦେଇଥିଲା। ଦକ୍ଷିଣ କୋରିଆରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ସିଓଲ ଗସ୍ତରେ ଆସିଥିବା ବେଳେ ଏହି ମିଶାଇଲ ପରୀକ୍ଷଣ…
ଆୟର୍ଲାଣ୍ଡ ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଳୀ,୬।୧: ଜାନୁଆରୀ ୧୦ରୁ ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ଖେଳିବ। ଭାରତରେ କ୍ରିକେଟ ବୋର୍ଡ ଅଫ କ୍ରିକେଟ ଏହି ସିରିଜ ପାଇଁ ଦଳ ଘୋଷଣା କରିଛି। ହରମାନପ୍ରୀତ କୌର ଏବଂ ରେଣୁକା ସିଂ ଟିମ ଇଣ୍ଡିଆରୁ ବାଦ୍…
ଅନ୍ତର୍ଜାତୀୟ ଟେନିସ୍ ବଲ୍ କ୍ରିକେଟ୍ ଚାମ୍ପିଅନଶିପ୍: ପ୍ରତିନିଧିତ୍ୱ କରି ଫେରିଲେ କନ୍ଧମାଳର ପ୍ରୀତମ ପ୍ରଧାନ
ରାଇକିଆ,୬ା୧(ପ୍ରଦୀପ ବେହେରା): ନେପାଳରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଟେନିସ୍ ବଲ୍ କ୍ରିକେଟ୍ ଚାମ୍ପିଅନଶିପ୍ରେ ଭାରତ ତରଫରୁ ପ୍ରତିନିଧିତ୍ୱ କରି ଫେରିଛନ୍ତି କନ୍ଧମାଳ ଜିଲା ରାଇକିଆର ପ୍ରୀତମ ପ୍ରଧାନ। ସୋମବାର ଭବ୍ୟ ସମ୍ବର୍ଦ୍ଧନା ଓ ଶୋଭାଯାତ୍ରା ମଧ୍ୟମରେ ପ୍ରୀତମଙ୍କୁ ସ୍ବାଗତ କରାଯାଇଛି। ନେପାଳରେ ଡିସେମ୍ବର…
ଟ୍ରମ୍ପ୍ଙ୍କ ଶପଥ ସମାରୋହରେ ଅର୍ଦ୍ଧନମିତ ରହିବ ଆମେରିକା ପତାକା: ଜାଣନ୍ତୁ ଏହାର କାରଣ
ଓ୍ବାଶିଂଟନ, ୫।୧: ଆସନ୍ତା ୨୦ ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍ ଶପଥ ନେବାକୁ ଯାଉଛନ୍ତି। କିନ୍ତୁ ଏହି ସମୟରେ ପୂରା ଦେଶରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ଗତ ମାସ ୨୯ରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି…
ସମୁଦ୍ର ତଳେ ଜୀବନର ରହସ୍ୟ ଖୋଜୁଛି ନାସା
ଆମ ପୃଥିବୀର ମାତ୍ର ଏକ-ଚତୁର୍ଥାଂଶ ସ୍ଥଳଭାଗ ଏବଂ ବାକି ତିନି-ଚତୁର୍ଥାଂଶ ଭାଗ ଜଳ, ଯାହା ସମୁଦ୍ର ମହାସମୁଦ୍ରରେ ପରିପୂର୍ଣ୍ଣ। ଏହି ବିଶାଳ ଜଳଭାଗର ମହାସାଗର ତଳ ବାସ୍ତବରେ ଅତ୍ୟନ୍ତ ବୈଚିତ୍ର୍ୟମୟ ଏବଂ ଅନେକ ଭୌଗୋଳିକ ତଥା ଜୈବ-ବିବିଧତାରେ ପରିପୂର୍ଣ୍ଣ। ଏହା ଅନେକ…
ବିଶ୍ୱରେକର୍ଡ କଲେ ଅଷ୍ଟ୍ରେଲିଆ ଅଧିନାୟକ: ବିଶ୍ୱର ପ୍ରଥମ କ୍ରିକେଟର୍ ଭାବେ କଲେ ଏମିତି କାରନାମା
ସିଡନୀ,୬।୧: ପ୍ୟାଟ କମିନ୍ସଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ୨୦୨୪-୨୫ରେ ବର୍ଡର-ଗାଭାସ୍କର ଟ୍ରଫି ଜିତିଥିଲା। ଏହି ବିଜୟ ସହିତ, ପ୍ୟାଟ କମିନ୍ସ ଇତିହାସ ସୃଷ୍ଟି କରିଛନ୍ତି ଏବଂ ତାଙ୍କ ନାମରେ ଏକ ବଡ଼ ବିଶ୍ୱ ରେକର୍ଡ ସୃଷ୍ଟି ହୋଇଛି। ସିରିଜର ଶେଷ ମ୍ୟାଚ ସିଡନୀରେ…
HMPV ନୁହେଁ ଚାଇନାରେ ମାଡିଗଲାଣି ଆଉ ଏକ ଭାଇରସ, ଫୁସଫୁସରେ ହେଉଛି…ଭାରତରେ ହାଇ ଆଲର୍ଟ!
ନୂଆଦିଲ୍ଲୀ,୬।୧: ଚାଇନାରେ ହ୍ୟୁମାନ ମେଟାପ୍ନୁମୋଭାଇରସ ମାମଲା ରିପୋର୍ଟ ହୋଇଛି। ଏହି ଭାଇରସ ଶ୍ୱାସକ୍ରିୟା ଦ୍ୱାରା ସଂକ୍ରମିତ ହୋଇ ବ୍ୟାପିବାରେ ଲାଗିଛି। ଏଯାଏ ୨ଟି ଶିଶୁ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି। କହିରଖୁଛୁ କି, ବିଶେଷତଃ ୩ମାସ ଓ ୮ମାସର ପିଲାମାନଙ୍କଠାରେ ଏହି…
ଛାଡପତ୍ର ଚର୍ଚ୍ଚା ମଧ୍ୟରେ ମଦ ନିଶାରେ ଟଳୁଛନ୍ତି ଚହଲ: ଭାଇରାଲ ହେଉଛି ଭିଡ
ନୂଆଦିଲ୍ଲୀ,୬।୧: ଟିମ ଇଣ୍ଡିଆର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଖୁବ୍ଶୀଘ୍ର ଛାଡପତ୍ର ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। କିନ୍ତୁ ଦୁହେଁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଥିବା ଚହଲଙ୍କ ଏକ…
ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ
ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ତହସିଲଦାର ନମିତା ପ୍ରଧାନ, ଏମ୍ଭିଆଇ ପ୍ରଶାନ୍ତ କୁମାର ଦାସଙ୍କ…
ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା
ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ ଖସୁଛି ପାରଦ ବଢୁଛି ଶୀତ। ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ…
ଡରାଇଲାଣି HMPV ଭାଇରସ, ୨ଜଣ ସଂକ୍ରମିତ
ନୂଆଦିଲ୍ଲୀ,୬।୧: ଚାଇନାରେ ଏଚଏମପିଭି ଭାଇରସ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ସେହି ଭାଇରସ ଚାଇଡ଼ାରୁ ବ୍ୟାପୀ ୩ଟି ଦେଶରେ ପ୍ରଭାବ ବିସ୍ତାର ବରିଛି। ଚାଇନାରୁ ଆସିଥିବା ଏଚଏମପିଭ ଜୀବାଣୁ ବର୍ତ୍ତମାନ ଭାରତରେ ଏଣ୍ଟ୍ରି କରିଛି। ଭାରତରେ ଏକକାଳୀନ ଏଚଏମପିଭିର ଦୁଇଟି…
ରାଗିଗଲେ ରାଜ୍ୟପାଳ: ଗୃହ ଛାଡି ପଳାଇଲେ
ଚେନ୍ନାଇ,୬।୧:ବିଧାନସଭା ଅଧିବେଶନରେ ଜାତୀୟ ସଂଗୀତକୁ ଅପମାନିତ ହେବା ଦେଖି ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି କ୍ରୋଧିତ ହୋଇ ବିଧାନସଭା ଅଧିବେଶନକୁ ସମ୍ବୋଧନ ନ କରି ଗୃହରୁ ବାହାରିଥିଲେ। ତାମିଲନାଡୁ ବିଧାନସଭାର ୨୦୨୫ ବର୍ଷର ପ୍ରଥମ ବିଧାନସଭା ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି।…
Archives


