୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର
ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ ବୈଜ୍ଞାନିକମାନେ ଟିକା ତିଆରି କରନ୍ତି ଯାହା ଦ୍ୱାରା ଏହାର ମୁକାବିଲା କରାଯାଇପାରିବ। ତଥାପି, ସେଠାରେ…
ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା
ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ।…
ସାରା ବିଶ୍ୱରେ ଖେଳିଗଲା ଆତଙ୍କ: ଆଉ ୨ ଦେଶକୁ ବ୍ୟାପିଲା ଚାଇନାର ଏଚ୍ଏମ୍ପିଭି ଭାଇରସ୍
ବେଜିଂ,୬।୧: କୋଭିଡ-୧୯ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାଏକ ନୂତନ ସ୍ବାସ୍ଥ୍ୟ ସଙ୍କଟ ଦେଇ ଗତି କରୁଛି। ଏଥର ଚାଇନାରେ ହ୍ୟୁମାନ ମେଟାପ୍ନୁମୋଭାଇରସ (ଏଚ୍ଏମ୍ପିଭି) ଭାଇରସ୍ ଦ୍ରୁତ ଗତିରେ ବ୍ୟାପିବା ଆରମ୍ଭ କରିଛି। କେବଳ ଚାଇନାରେ ନୁହେଁ ପଡୋଶୀ ଦେଶରେ…
ଚମକାଇ ଦେବ ଖବରଦାତା ମୁକେଶଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଲିଭର ହୋଇଥିଲା ୪ ଖଣ୍ଡ…
ରାୟପୁର,୬।୧: ଛତିଶଗଡ଼ର ବିଜାପୁର ଜିଲାରେ ସାମ୍ବାଦିକ ମୁକେଶ ଚନ୍ଦ୍ରକରଙ୍କ ପୋଷ୍ଟ ମର୍ଟମ ରିପୋର୍ଟ ଜାରି କରାଯାଇଛି, ଯାହା ହୃଦୟ ବିଦାରକ। କଣ୍ଟ୍ରାକ୍ଟର ସୁରେଶ ଚନ୍ଦ୍ରକରଙ୍କ ଦ୍ୱାରା ମୁକେଶ ଚନ୍ଦ୍ରକରଙ୍କୁ ହତ୍ୟା କରାଯାଇ ଏକ ସେପ୍ଟିକ ଟାଙ୍କିରେ କବର ଦିଆଯାଇଥିଲା। ମୁକେଶଙ୍କ ପୋଷ୍ଟ…
ବର୍ଷାଙ୍କୁ ଚ୍ୟାଲେଞ୍ଜ ଦେଲେ ଅନୁଭବ, କହିଲେ ଆସ ଚ୍ୟାନେଲରେ ବସି ମୁହାଁମୁହିଁ ଆଲୋଚନା କରିବା
ଭୁବନେଶ୍ୱର,୬।୧: ଓଲିଉଡର ଚର୍ଚ୍ଚିତ ଯୋଡ଼ି ବର୍ଷା ପ୍ରିୟଦର୍ଶନୀ-ଅନୁଭବ ମହାନ୍ତି କୌଣସି ନା କୌଣସି କାରଣରୁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ପ୍ରଥମେ ଅନୁଭବ ତାଙ୍କ ଅଟୋବାୟୋଗ୍ରାଫି ପାଇଁ ଚର୍ଚ୍ଚାରେ ଥିବାବେଳେ ପରେ ବର୍ଷା ନିଜର ଫିଲ୍ମ ୱାଇଫକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି।…
ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ
ମହାକାଳପଡ଼ା, ୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପୂର୍ବତନ ଟ୍ରଷ୍ଟିଙ୍କ ଫଲ୍ସ ରସିଦ ହିସାବ ତଦନ୍ତ ବେଳେ ଧରାପଡ଼ିଛି। ୨୦୧୪ ମସିହାରୁ ମା’ଙ୍କ ମନ୍ଦିର ଟ୍ରଷ୍ଟି ଭାବେ ଜଣେ ବ୍ୟକ୍ତିଙ୍କୁ ଦାୟିତ୍ୱ ଦିଆଯାଇଥିଲା। ହେଲେ ପ୍ରତିବର୍ଷ…
କ୍ରିକେଟ୍ରେ ଇତିହାସ ରଚିଲେ ପାକିସ୍ତାନ ଯୋଡ଼ି: ଭାଙ୍ଗିଲା ୨୨ ବର୍ଷର ରେକର୍ଡ
କେପଟାଉନ,୬।୧: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପଟାଉନରେ ଖେଳାଯାଉଛି। ଏହି ମ୍ୟାଚ୍ରେ ପାକିସ୍ତାନ ଅଧିନାୟକ ଶାନ ମାସୁଦ ଏବଂ ପୂର୍ବତନ ଅଧିନାୟକ ବାବର ଆଜାମ ଚମତ୍କାର ପ୍ରଦର୍ଶନ…
ବରଗଡ଼ରେ ହେବ ବାଲ୍ ଧନୁଯାତ୍ରା
ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଚାଲିଥିବା ବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଉ ଏକ ୩ଦିନିଆ ବାଲ୍…
ଭତ୍ରାଡ୍ୟାମ୍ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ
ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡିର ଜୁନାଗଡ଼ ବ୍ଲକ ଭତ୍ରାଡ୍ୟାମ୍। ଏବେ ଉକ୍ତ ଡ୍ୟାମ୍ ପ୍ରାୟ…
ଭାରତରେ ପ୍ରବେଶ କଲା ଚାଇନାର ଏଚ୍ଏମ୍ପିଭି ଭାଇରସ୍: ୮ ମାସର ଝିଅ ସଂକ୍ରମିତ
ବେଙ୍ଗାଲୁରୁ,୬।୧: ଚାଇନାର ହ୍ୟୁମାନ୍ ମେଟାନ୍ୟୁମୋଭାଇରସ (ଏଚ୍ଏମ୍ପିଭି) ଭାଇରସ୍ ଭାରତରେ ପହଞ୍ଚିଛି। ଏହାର ପ୍ରଥମ ମାମଲା ବେଙ୍ଗାଲୁରୁରୁ ଆସିଛି। ସୂଚନାନୁସାରେ, ଜଣେ ୮ ମାସର ଝିଅ ଏହା ଦ୍ୱାରା ସଂକ୍ରମିତ ହୋଇଛି। ଏହି ମାମଲା ସହରର ବାପ୍ଟିଷ୍ଟ ହସ୍ପିଟାଲରେ ଜଣାପଡିଥିଲା। ରାଜ୍ୟ ସ୍ବାସ୍ଥ୍ୟ…
ବର୍ଡର-ଗାଭାସ୍କର ଟ୍ରଫି ଶେଷ ହେବାମାତ୍ରେ ହଠାତ୍ ଅନ୍ତର୍ଜାତୀୟ କ୍ରିକେଟ୍ଙ୍କୁ ଅଲବିଦା କହିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୬।୧୨: ସିଡନୀରେ ଖେଳାଯାଇଥିବା ୨୦୨୫ର ପ୍ରଥମ ଟେଷ୍ଟରେ ପରାଜୟ ସହିତ ଭାରତୀୟ ଦଳ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ହରାଇଲା। ବର୍ତ୍ତମାନ ଏହି ସିରିଜରେ ପରାଜୟ ପରେ ଟିମ ଇଣ୍ଡିଆର ଅଲରାଉଣ୍ଡର ଋଷି ଧାୱନ ଅବସର ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆ…
ଧରାପଡିଲା ପାକିସ୍ତାନର ମିଛ, BLA ଜାରି କଲା ଆତ୍ମଘାତୀ ବମ୍ବରଙ୍କ ଫଟୋ
ଇସଲାମାବାଦ,୬।୧: ପାକିସ୍ତାନର ମିଥ୍ୟା ପୁଣି ଥରେ ପ୍ରକାଶ ପାଇଛି। ଶନିବାର (ଜାନୁୟାରୀ ୪, ୨୦୨୫) ପାକିସ୍ତାନର ବାଲୁଚିସ୍ତାନର ତୁର୍ବତ ଅଞ୍ଚଳରେ ଏକ ସେନା କନଭେନରେ ଆତ୍ମଘାତୀ ଆକ୍ରମଣ କରାଯାଇଥିଲା। ଏହି ଆତ୍ମଘାତୀ ଆକ୍ରମଣ ପରେ ପାକିସ୍ତାନର ପ୍ରାରମ୍ଭିକ ରିପୋର୍ଟରେ କୁହାଯାଇଛି ଯେ…
Archives


