Home Left

ବୈଦ୍ୟୁତିକ ଯାନର ବ୍ୟବହାରକୁ ସରକାରଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ,୬।୧: ବର୍ତ୍ତମାନ ସମୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବୈଦ୍ୟୁତିକ ଯାନ ( ଇଲେକଟ୍ରିକ ଭେହିକିଲ ବା ଇଭି) ର ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। ଏପରିକି ଇଭି ଯାନ କ୍ରୟ କରୁଥିବା କ୍ରେତାଙ୍କୁ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି।…

‘ସ୍କାଏ ଫୋର୍ସ’ରେ ବାୟୁସେନା ଅଧିକାରୀଙ୍କ ଭୂମିକାରେ ଅକ୍ଷୟ

ମୁମ୍ବାଇ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଖୁବ୍‌ଶୀଘ୍ର ୨୦୨୫ରେ ତାଙ୍କ ପ୍ରଥମ ଚଳଚ୍ଚିତ୍ର ସହ ପରଦାକୁ ଆସୁଛନ୍ତି। ଆସନ୍ତା ଜାନୁୟାରୀ ୨୪ରେ ଅକ୍ଷୟଙ୍କର ଆକ୍ସନ୍‌-ପ୍ୟାକ୍‌ ଫିଲ୍ମ ‘ସ୍କାଏ ଫୋର୍ସ’ ରିଲିଜ୍‌ ହେବାକୁ ଯାଉଛି। ରବିବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଏହାର ଟ୍ରେଲରକୁ…

କୃଷ୍ଣସାର ମୃଗକୁ ମାରିଲା କଲରାପତରିଆ

ଗାନ୍ଧୀନଗର,୬।୧: ଗୁଜରାଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟି ନିକଟରେ ଥିବା ଜଙ୍ଗଲ ସଫାରିରେ ଏକ କଲରାପତରିଆ ବାଘ ପ୍ରବେଶ କରି ଗୋଟିଏ କୃଷ୍ଣସାର ମୃଗକୁ ମାରିବା ପରେ ଭୟରେ ଆଉ ୭ଟି ମୃଗଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୧ ତାରିଖ ଭୋର ସମୟରେ ଏହି…

ମହାକୁମ୍ଭରେ ଗଣଧର୍ମାନ୍ତରୀକରଣ ଆଶଙ୍କା

ଲକ୍ଷ୍ନୌ,୫।୧: ଆସନ୍ତା ୧୩ରୁ ଆରମ୍ଭ ହେବାକୁ ଯାଉଥିବା ମହାକୁମ୍ଭରେ ବହୁସଂଖ୍ୟାରେ ମୁସଲମାନ ଗଣ ଧର୍ମାନ୍ତରୀକରଣର ଶିକାର ହୋଇପାରନ୍ତି ବୋଲି ଆଶଙ୍କା କରି ଜଣେ ବରିଷ୍ଠ ଧର୍ମୀୟ ନେତା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପତ୍ର ଲେଖିଛନ୍ତି। ଏହି ମେଗା ସମାବେଶରୁ ମୁସଲମାନମାନଙ୍କୁ…

ଡାୟାଲିସିସ୍‌ ସେବାର ଉଦ୍‌ଘାଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଛତ୍ରପୁର,୫ା୧(ଦିଲୀପ ସାମଲ): ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୪ଟି ଶଯ୍ୟା ବିଶିଷ୍ଟ ନିଃଶୁଳ୍କ ଡାୟାଲିସିସ ସେବାର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହାକୁ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗୀୟ ମନ୍ତ୍ରୀ ଡା.ମୁକେଶ…

କୃଷି ଓଡ଼ିଶା ଉତ୍ସବରେ ବରଗଡ ଜିଲା ପ୍ରଥମ, ସମ୍ମାନିତ କଲେ ଉପ ମୁଖ୍ୟମନ୍ତ୍ରୀ

ବରଗଡ଼, ୫ା୧(ପ୍ରେମାନନ୍ଦ ଖମାରୀ): କୃଷି ଓଡ଼ିଶା-୨୦୨୫ ଉତ୍ସବ ରବିବାର ଉଦଯାପିତ ହୋଇଛି। ଭୁବନେଶ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲା ପ୍ରଥମ ସ୍ଥାନ ଅଧିକାର କରିଛି। ସର୍ବୋକୃଷ୍ଟ ଆତ୍ମା ଭାବେ ବରଗଡ଼ ସାରା ରାଜ୍ୟରେ ସମ୍ମାନିତ ହୋଇଛି। କୃଷି ଓଡ଼ିଶା-୨୦୨୫ରେ ବରଗଡ଼…

ଜେଜେ ମା’, ନାତୁଣୀଙ୍କୁ ଅପହରଣ କରି ସୁନା, ରୁପା ଲୁଟି ନେଲେ ଅଟୋ ଚାଳକ

ପୁରୁଷୋତ୍ତମପୁର,୫।୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରୁ ରବିବାର ଏକ ଅଭାବନୀୟ ଘଟଣା ଶନିବାର ସାମ୍‌ନାକୁ ଆସିଛି। ଏକ ଅଟୋ ଯୋଗେ ଘରକୁ ଫେରୁଥିବା ବେଳେ ଅଟୋ ଚାଳକ ଜଣେ ବୃଦ୍ଧାଙ୍କ ସହ ୬ ବର୍ଷର ଶିଶୁ କନ୍ୟାଙ୍କୁ ଅପହରଣ କରି…

କରିଥିଲେ ପ୍ରେମ ବିବାହ: ୧୫ ବର୍ଷ ପରେ ପଥରରେ ଛେଚି ହତ୍ୟା କଲେ ସ୍ବାମୀ

ମୋହନା,୫।୧(ମନ୍ମଥ ମିଶ୍ର): ପରକ୍ରିୟା ପ୍ରୀତିରୁ ଘଟିଛି ଏକ ଅଭାବନୀୟ କାଣ୍ଡ। କାଲେମା ଗାଁ ପାଖ ଏକ ଜଙ୍ଗଲ ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିଛି ସ୍ବାମୀ। ଫଳରେ ଅନାଥ ହୋଇଛନ୍ତି ଚାରି ସନ୍ତାନ। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି…

ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୫।୧(ଜୟ ନାରାୟଣ ମେଣ୍ଡୁଳି): ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରବିବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନୀ ସମାରୋହରେ ଦକ୍ଷଅଧିକାରୀ ଭାବେ ସୁନ୍ଦରଗଡ କ୍ଷୁଦ୍ର ଜଳ ସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଧିରେନ୍ଦ୍ର କୁମାର ନାଏକ ସମ୍ବର୍ଦ୍ଧିତ ହୋଇଛନ୍ତି। ସର୍ବଶ୍ରେଷ୍ଠ ଜଳ ସେଚନ…

ଦାରିଙ୍ଗବାଡ଼ି ବୁଲିଲେ ଇଟାଲୀ ପର୍ଯ୍ୟଟକ

ଦାରିଙ୍ଗବାଡି,୫ା୧ (ଅରୁଣ ସାହୁ): କନ୍ଧମାଳ ଜିଲାକୁ ବିଦେଶୀ ପର୍ଯ୍ୟଟକମାନେ ବୁଲିବା ଆଗ୍ରହ ରହୁଥିବା ବେଳେ ଦାରିଙ୍ଗବାଡ଼ି, ବାଲିଗୁଡ଼ା, ତୁମୁଡ଼ିବନ୍ଧ, କୋଟଗଡ଼ ଆଦି ଅଞ୍ଚଳରେ ବୁଲି ଅନୁସୂଚିତ ଜନଜାତିଙ୍କ ସମ୍ପର୍କରେ ଅଧିକା ଜାଣିବା ପାରମ୍ପରିକ ଖାଦ୍ୟ ସମେତ ସେମାନଙ୍କ ଚଳଣିକୁ ପସନ୍ଦ କରୁଥିବା…

ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ

କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା ସ୍ତରୀୟ ଅଷ୍ଟମ ସାମାଜିକ ମହୋତ୍ସବ ଜିଲା ସଭାପତି ନୀଳମଣି ସାହୁଙ୍କ ସଭାପତିତ୍ୱରେ ରବିବାର…

ଭାଜପା କ୍ଷମତାକୁ ଆସିଲେ ଦିଲ୍ଲୀରେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ର ସହ ଲଢ଼େଇ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri