Home Left

ଅସୁବିଧାରେ ପଡ଼ିଲେ ମଣିଷ ବାଧ୍ୟ ହୁଏ କରଜ କରିବାକୁ କରଜରୁ ମୁକ୍ତି ଚାହୁଁଥିଲେ

ଅସୁବିଧାରେ ପଡ଼ିଲେ ମଣିଷ ବାଧ୍ୟ ହୁଏ କରଜ କରିବାକୁ। ଆଉ ଠିକ୍‌ ସମୟରେ ଶୁଝିଦେଲେ ମନକୁ ଶାନ୍ତି ମିଳେ। କିନ୍ତୁ ବେଳେବେଳେ ଦେଖାଯାଏ, ଯେତେ ଚାହିଁଲେ ବି କିଛି ନା କିଛି ସମସ୍ୟା ଆସି ସୁଝି ହୁଏନା। ଏଥିପାଇଁ ବାସ୍ତୁରେ ରହିଛି…

ବର୍ଷକରେ ୧,୩୧,୮୭୧ ୟୁନିଟ୍‌ ଯାନ ପଞ୍ଜୀକରଣ

ନୂଆଦିଲ୍ଲୀ,୫।୧: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ମାସିକ ଯାନ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ୨୦୨୪ ବର୍ଷ (ଜାନୁଆରୀରୁ ଡିସେମ୍ବର) ମଧ୍ୟରେ ଏଚ୍‌ସିଆଇଏଲ୍‌ ମୋଟ ୧,୩୧,୮୭୧ ୟୁନିଟ୍‌ ଯାନ ବିକ୍ରି ହୋଇଛି। ସେହିଭଳି ୨୦୨୪ ବର୍ଷରେ କମ୍ପାନୀ ଘରୋଇ…

ଓୟୁଟିଆର୍‌ର ‘ଏନ୍‌ଭିରୁନ୍‌’ ମିନି ମାରାଥନ୍‌

ଭୁବନେଶ୍ୱର,୫।୧: ରାଜ୍ୟର ପ୍ରମୁଖ ସରକାରୀ ଶିକ୍ଷାନୁଷ୍ଠାନ ତଥା ଓଡ଼ିଶା ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ (ଓୟୁଟିଆର୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ମେଗା ମିନି ମାରାଥନ୍‌ ‘ଏନଭିରୁନ୍‌’ ଶନିବାର ଆୟୋଜିତ ହୋଇଯାଇଛି। ଏହି ଅବସରରେ ୬୦୦ରୁ ଅଧିକ ଛାତ୍ରୀଛାତ୍ର ଏବଂ…

ଭାରତର ଦାରିଦ୍ର୍ୟ ହାରରେ ଉଲ୍ଲେଖନୀୟ ହ୍ରାସ

ନୂଆଦିଲ୍ଲୀ,୫।୧: ଚଳିତ ଆର୍ଥିକ ବର୍ଷରେ ଗ୍ରାମୀଣ ଦାରିଦ୍ର୍ୟ ହାର ଉଲ୍ଲେଖନୀୟ ଭାବେ ହ୍ରାସ ପାଇ ୪.୮୬% ରେ ପହଞ୍ଚିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ର ସଦ୍ୟତମ ଗବେଷଣା ରିପୋର୍ଟରେ ବିସ୍ତୃତ ଉଲ୍ଲେଖ କରାଯାଇଛି। ଏପରିକି ଏହି ହାର ଗତ ଆର୍ଥିକ…

ଦୁର୍ନୀତି ପଦାରେ ପକାଇବାରୁ ମାରିଦେଲେ : ସନ୍ଦେହରେ ଖବରଦାତାଙ୍କ ସମ୍ପର୍କୀୟ ଭାଇ

ନୂଆଦିଲ୍ଲୀ,୫।୧: ଛତିଶଗଡ଼ର ୨୮ ବର୍ଷୀୟ ଖବରଦାତା ମୁକେଶ ଚନ୍ଦ୍ରାକରଙ୍କ ମୃତଦେହ ଏକ ପାଇଖାନା ଟାଙ୍କିରୁ ମିଳିବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ହତ୍ୟା ମାମଲାରେ ଗିରଫ ହୋଇଥିବା ୩ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଅଭିଯୁକ୍ତ ମୁକେଶଙ୍କ ସମ୍ପର୍କୀୟ ଭାଇ…

ମହାକାଶରେ ଝୁଡ଼ଙ୍ଗ ଗଜାହେଲା

ନୂଆଦିଲ୍ଲୀ,୫।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମହାକାଶର ମାଇକ୍ରୋଗ୍ରାଭିଟି ସ୍ଥିତିରେ ମାତ୍ର ୪ ଦିନ ମଧ୍ୟରେ ଝୁଡ଼ଙ୍ଗ ମଞ୍ଜିକୁ ଗଜା କରିବାରେ ସଫଳ ହୋଇଛି। ଇସ୍ରୋର ପିଏସ୍‌ଏଲ୍‌ଭି-ସି୬୦ ପିଓଇଏମ୍‌-୪ ମିଶନ ବେଳେ ଏହି ଉଲ୍ଲେଖନୀୟ ସଫଳତା ମିଳିଛି। ଏଥିପାଇଁ କମ୍ପାକ୍ଟ…

୭ରୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ଫର୍ମ ପୂରଣ

କଟକ,୫ା୧(କାର୍ତ୍ତିକ ସାହୁ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ନିମନ୍ତେ ଫର୍ମ ପୂରଣ ଆସନ୍ତା ୭ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ ଜରିଆରେ ହେବ। ସରକାରୀ ସ୍ବୀକୃତିପ୍ରାପ୍ତ ସମସ୍ତ ଓଡ଼ିଆ ମାଧ୍ୟମ ପ୍ରାଥମିକ, ଉଚ୍ଚ…

ଦିଲ୍ଲୀରେ ପ୍ରଜ୍ଞାପନ ମେଢ଼କୁ ନେଇ ବଢ଼ିଲା ରାଜନୀତି: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ଭୁବନେଶ୍ୱର,୫।୧(ଅନିଲଦାସ): ଚଳିତବର୍ଷ ଦିଲ୍ଲୀର କର୍ତ୍ତବ୍ୟ ପଥରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ନ ଗଡ଼ିବା ଏକ କ୍ଷୋଭର ବିଷୟ ବୋଲି ବିଜୁ ଜନତା ଦଳର ସମନ୍ବୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଛନ୍ତି ।…

୨୦୫୦ ସୁଦ୍ଧା ଖାଉଟି ସାମଗ୍ରୀ ଦର ୩ ଗୁଣା ବଢ଼ିବ

ନୂଆଦିଲ୍ଲୀ,୫।୧(ପି.ଟି.): ଜଳବାୟୁ ପରିବର୍ତ୍ତନର ବହୁଳ ପ୍ରଭାବ ଖାଉଟି ବଜାର ଉପରେ ପଡ଼ିବାକୁ ଯାଉଛି। ମହତ୍ତ୍ୱାକାଂକ୍ଷୀ ଜଳବାୟୁ ନୀତି ସତ୍ତ୍ୱେ ନିମ୍ନ ଆୟକାରୀ ଦେଶଗୁଡ଼ିକରେ ୨୦୫୦ ସୁଦ୍ଧା ଖାଉଟି ଖାଦ୍ୟସାମଗ୍ରୀ ମୂଲ୍ୟ ୨.୪୫ ଗୁଣ ବଢ଼ିବାକୁ ଥିବାବେଳେ ଉତ୍ପାଦନ ଖର୍ଚ୍ଚ ୩.୩ ଗୁଣା…

ଡେଟିଂ ଆପ୍‌ରେ ୭୦୦ ମହିଳାଙ୍କୁ ଠକେଇ

ନୂଆଦିଲ୍ଲୀ, ୫।୧: ଜାତୀୟ ରାଜଧାନୀ ଦିଲ୍ଲୀର ଶାକାରପୁର ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଠକେଇ ଘଟଣା ସାମ୍‌ନାକୁ ଆସିଛି। ନଏଡ଼ାର ଏକ ଘରୋଇ କମ୍ପାନୀରେ ଆଶାୟୀମାନଙ୍କୁ ନିଯୁକ୍ତି ଦେଉଥିବା ତୁଷାର ସିଂ ବିଷ୍ଟ ବିଭିନ୍ନ ଡେଟିଂ ଏବଂ ମେସେଜିଂ ଆପ୍‌ ମାଧ୍ୟମରେ ୭୦୦ରୁ…

ପ୍ରବାସୀ ଭାରତୀୟ: ବିକଶିତ ଭାରତର ନବସୃଜନର ପରିଭାଷା

ଆପଣମାନଙ୍କ ସହଯୋଗ ଏବଂ ପ୍ରବାସୀ ଭାରତୀୟଙ୍କ ଅଂଶଗ୍ରହଣ ବିନା ‘ବିକଶିତ ଭାରତ’ର ଯାତ୍ରା ଅସମ୍ପୂର୍ଣ୍ଣ ରହିବ। ବିକଶିତ ଭାରତ ସଂକଳ୍ପରେ ଯୋଗ ଦେବାପାଇଁ ମୁଁ ଆପଣମାନଙ୍କୁ ଆମନ୍ତ୍ରଣ କରୁଛି। ନୂତନ ବର୍ଷର ପ୍ରଥମ ମାସ, ଅର୍ଥାତ୍‌ ୨୦୨୫ ମସିହା ଜାନୁଆରୀ ମାସରେ…

ଆଜିଠୁ ଆଦିବାସୀ ମେଳା

ଭୁବନେଶ୍ୱର,୫।୧(ସୁଚିସ୍ମିତା ସାହୁ)ରାଜଧାନୀରେ ସୃଷ୍ଟି ହେବ ଆଦିବାସୀ ଗ୍ରାମର ଭ୍ରମ। ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉପଲକ୍ଷେ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା ଅରମ୍ଭ ହେବାକୁ ଯାଉଛି। ଏହା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri