ପ୍ରଧାନମନ୍ତ୍ରୀଙ୍କ ପାଇଁ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିବା ନାବାଳିକାଙ୍କ ବିରୁଦ୍ଧରେ ନିଆଯିବ ନାହିଁ କୌଣସି କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୩।୮: ଗତ ମାସରେ ଜନ୍ତର ମନ୍ତରରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଆୟୋଜିତ ଛାତ୍ର ପ୍ରତିବାଦ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଏକ ଭାଇରାଲ ଭିଡିଓରେ ଦେଖାଯାଇଥିବା ନାବାଳିକା ଝିଅ ବିରୁଦ୍ଧରେ ରୁଜୁ ହୋଇଥିବା…
ଏଇ ଭାରତରେ
ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩ ବର୍ଷୀୟ ଆକାଶ ଯାଦବ ଓ ତାଙ୍କ ସାଙ୍ଗମାନେ ଗଙ୍ଗାନଦୀର ଘାଟଗୁଡ଼ିକୁ ସଫା କରିବାରେ…
ଶବ୍ଦ ପଛର ସତ୍ୟ
ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ ଫାଙ୍କ ରହିଥାଏ। ଏହି ଫାଙ୍କ ହିଁ ଭୁଲ ବୁଝାମଣା, ଅବିଶ୍ୱାସ ଓ ସମ୍ପର୍କର…
ନକଲ ପାଇଁ ଅକଲ ଦରକାର
ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି ଚାଲିବା, କହିବା ଓ ଅନ୍ୟାନ୍ୟ କାର୍ଯ୍ୟ ଶିଖିଥାଏ। ଏହି ଅନୁକରଣ ବା ନକଲ…
ନିଷ୍ପ୍ରୟୋଜନ ପ୍ରୟାସ
ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ ତାହାକୁ ଜବରଦସ୍ତି ଆଦୃତ କରିବାକୁ ଗତ କିଛି ବର୍ଷ ହେଲା ପ୍ରୟାସ ଜାରି…
ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ BCCI ଗ୍ରହଣ କଲା ବଡ଼ କାର୍ଯ୍ୟାନୁଷ୍ଠାନ!
ନୂଆଦିଲ୍ଲୀ,୩।୮: ଆସାମ ଏବଂ ରେଳବାଇର ପୂର୍ବତନ କ୍ରିକେଟର ଶୁଭଦୀପ ଘୋଷଙ୍କୁ ଭାରତୀୟ ପୁରୁଷ କ୍ରିକେଟ ଦଳର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯିବାକୁ ସ୍ଥିର ହୋଇଛି। ଜିମ୍ବାୱେ ବିପକ୍ଷରେ ଭାରତର ଟି-୨୦ ସିରିଜ ପରେ ଟି. ଦିଲୀପଙ୍କ ଚୁକ୍ତି ନବୀକରଣ ନହେବାରୁ,…
ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ
ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ସ୍ଥାନୀୟ ପାରମ୍ପରିକ ମତ୍ସ୍ୟଜୀବୀମାନେ ହାତ ବାନ୍ଧି ବସିଛନ୍ତି। ମହାନଦୀରୁ ମାଛ ଧରି ପରିବାର…
ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ
ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ ଠାରେ ଆୟୋଜିତ ହୋଇଯାଇଛି । ଉକ୍ତ ସମାରୋହରେ ଓଡ଼ିଶାର ବିଭିନ୍ନ ଜିଲାରୁ କବି…
କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା
କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା ପ୍ରଭାବିତ ହେଉଛି । ଟାଟା ପାୱାର ରାତିସାରା ବିଦ୍ୟୁତ କାଟ କଲେ ଜିଓ…
ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା
ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି। ରବିବାର ସ୍ଥାନୀୟ ସଟ୍ଟା ଗ୍ରାମରୁ ଗର୍ଭବତୀଙ୍କୁ ଆଣିବା ସମୟରେ ରାସ୍ତାରେ ଯିବା ବେଳେ…
ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…
କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର ଟାଣି ନେଇଥିବା ସନ୍ଦେହ କରାଯାଉଛି। ଦୀର୍ଘ ସମୟ ଧରି ମହିଳା ନିଖୋଜ ରହିଥିବାରୁ…
ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…
ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ ବର୍ଷା ପରିମାଣ ବଢିବା ସହ ୮ ତାରିଖ ଯାଏ ଲାଗି ରହିବ। ସୋମବାର…

