Home Left

ଆଜିଠାରୁ ଆରମ୍ଭ ହେବ ‘ଏକାମ୍ର ଉତ୍ସବ’

ଭୁବନେଶ୍ୱର, ୫।୧ (ବନ୍ଦନା ସେଠୀ)- ପ୍ରବାସୀ ଭାରତୀୟ ଦିବସରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟକୁ ଉଜ୍ଜୀବିତ କରିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ‘ଏକାମ୍ର ଉତ୍ସବ’ ଅନୁଷ୍ଠିତ ହେବ। ଜାନୁଆରୀ ୫ରୁ ୧୬ ପର୍ଯ୍ୟନ୍ତ ଏହି…

ଦୁର୍ଘଟଣା ରୋକିବ ସ୍ମାର୍ଟ ଡିଭାଇସ୍‌

ଭୁବନେଶ୍ୱର,୫ା୧(ଅନିଲ ଦାସ): ଗତ ୧୦ ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୪୭ ହଜାରରୁ ଅଧିକ ଜୀବନ ଯାଇଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ସମସ୍ତ ବସ୍‌ରେ ସ୍ମାର୍ଟ ଡିଭାଇସ୍‌ ଲଗାଯିବ। ଅତ୍ୟାଧୁନିକ ଟେକ୍ନୋଲୋଜିଯୁକ୍ତ ଏହି ଉପକରଣ ଡ୍ରାଇଭରଙ୍କ ଅବହେଳା ଓ ଯାନ୍ତ୍ରିକ…

ରାଜଗୋପାଳ ଚିଦାମ୍ବରମ୍‌ଙ୍କ ପରଲୋକ

ମୁମ୍ବାଇ,୫।୧(ପି.ଟି.): ୧୯୭୪ ଏବଂ ୧୯୯୮ରେ ଭାରତର ଆଣବିକ ପରୀକ୍ଷାରେ ପ୍ରମୁଖ ଭୂମିକା ନେଇଥିବା ଖ୍ୟାତନାମା ପଦାର୍ଥ ବିଜ୍ଞାନୀ ରାଜଗୋପାଳ ଚିଦାମ୍ବରମ୍‌ଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୮ ବର୍ଷ ହୋଇଥିଲା। ଅଣୁଅସ୍ତ୍ର କାର୍ଯ୍ୟକ୍ରମରେ ସମ୍ପୃକ୍ତ ଥିବା ଚିଦାମ୍ବରମ୍‌ ମୁମ୍ବାଇର ଯଶଲୋକ ହସ୍ପିଟାଲରେ…

‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି, କ୍ରୀଡ଼ା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ଗ୍ରାମ୍ୟ ଉନ୍ନୟନ, ପାନୀୟଜଳ, ପଞ୍ଚାୟତିରାଜ ମନ୍ତ୍ରୀ ରବି…

ଜୋତାରେ କ’ଣ ‘ସ୍ୟାଣ୍ଡପେପର୍‌’ ଲୁଚାଇଥିଲେ ବୁମ୍‌ରା? ଭାଇରାଲ ହେଉଥିବା ଭିଡିଓ ପଛର ସତ କ’ଣ…

ସିଡନୀ,୪।୧: ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆ ଉପରେ ଚାପ ବଢ଼ୁଥିବା ଦେଖି ଅଷ୍ଟ୍ରେଲୀୟ ପ୍ରଶଂସକ ଏବେ ଜସପ୍ରିତ ବୁମ୍‌ରାଙ୍କୁ ଟାର୍ଗେଟ କରାଯାଉଛି। ଏହି କ୍ରମରେ ବୁମ୍‌ରାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ସେ ନିଜର ଜୋତା ଖୋଲି ତାକୁ ଠିକ୍‌ କରି…

ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ

ଉମରକୋଟ/ରାଇଘର, ୪।୧(ସନ୍ତୋଷ ଶତପଥୀ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବନାଞ୍ଚଳରେ ଚାରାରୋପଣରେ ଦୁର୍ନୀତି ଅଭିଯୋଗରେ ଗୋନା ସେକ୍ସନ୍‌ ଫରେଷ୍ଟର କାମାକ୍ଷାପ୍ରସାଦ ସ୍ବାଇଁ, ଫରେଷ୍ଟଗାର୍ଡ ହରେକୃଷ୍ଣ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଏ ନେଇ ଏସିଏଫ୍‌ଓ ସୁବାସ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ…

ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ

ନୂଆପଡ଼ା,୪ା୧ (ମକାରୁ ବେମାଲ): ନୂଆପଡ଼ା-ଛତିଶଗଡ଼ ସୀମାନ୍ତରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶା ଓ ଛତିଶଗଡ ଯବାନଙ୍କ ମିଳିତ ଅପରେଶନ ସମୟରେ ମାଓବାଦୀ ସହ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ଜଣେ ମାଓବାଦୀ ନିହତ ହୋଇଥିଲେ। ଶନିବାର କୋମ୍ବିଂ ଅପରେଶନ ସମୟରେ…

ସାଥୀଙ୍କୁ ନିଶାବଟିକା ଖୁଆଇଦେଲେ ଦୁଇ ଛାତ୍ର: ଆଉ ତା’ପରେ…

ଦେଓଗାଁ,୪।୧(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅଧୀନ ଦେଓଗାଁ ମୁଖ୍ୟାଳୟସ୍ଥିତ ନୋଡାଲ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ଦେଇ ଗତିକରୁଥିବା ଅଭିଯୋଗ ହୋଇଛି। ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ଅବହେଳା ଯୋଗୁ ଛାତ୍ରମାନେ ଅପରାଧିକ କାର୍ଯ୍ୟକଳାପ କରୁଥିବା ଏବେ ଅଞ୍ଚଳରେ ଚର୍ଚ୍ଚାର…

ଅବିନାଶଙ୍କ ପାଇଁ ଚାହତଙ୍କୁ ଫସାଇଦେଲେ ବିଗ୍‌ବସ୍‌, ଖୋଲିଲା ସିକ୍ରେଟ୍‌ ଡେଟିଂ ଲାଇଫ୍‌

ମୁମ୍ବାଇ: ରିଆଲିଟି ଶୋ’ରେ ବର୍ଷିଲେ ସଲମାନ ଖାନ୍‌। ପ୍ରତିଯୋଗୀ ଚାହତ ପାଣ୍ଡେଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସୃଷ୍ଟି ହେଲା ଝଡ଼। କିଛି ଏଭଳି ଘଟଣାକୁ ନେଇ ଚର୍ଚ୍ଚାରେ ‘ବିଗ୍‌ ବସ୍‌ ୧୮’। ଶନିବାର ଓ୍ବିକେଣ୍ଡ ଓ୍ବାର୍‌ ଏପିସୋଡ ପୂର୍ବରୁ ଏଭଳି ଟ୍ରେଲର…

ଚାଇନାରେ ବଢୁଛି hMPV ଭୂତାଣୁର ପ୍ରଭାବ! ଭାରତ ରଖିଛି କଡା ନଜର, ଜାରି ହେଲା ଗାଇଡଲାଇନ

ନୂଆଦିଲ୍ଲୀ,୪।୧: ଚାଇନାରେ ହ୍ୟୁମାନ ମେଟାନିମୋଭାଇରସ (hMPV) ର ଦ୍ରୁତ ବିସ୍ତାର ଭୟକୁ ଆହୁରି ବଢାଇ ଦେଇଛି ଯେ ଏହା କରୋନା ଜୀବାଣୁ ପରି ମହାମାରୀ ରୂପ ନେଇପାରେ। ଭାରତରେ ମଧ୍ୟ ଏହା ଉପରେ କଡା ନଜର ରଖାଯାଉଛି। ଅତ୍ୟାଧୁନିକ ବିକାଶରେ ତେଲଙ୍ଗାନା…

ବରଗଡ଼ ଧନୁଯାତ୍ରା: ଉଦ୍‌ଘାଟିତ ହେଲା ରଙ୍ଗମହଲ

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶନିବାର ଦ୍ୱିତୀୟ ଦିବସରେ ମଥୁରାନଗରୀସ୍ଥିତ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦ୍‌ଘାଟିତ ହୋଇଯାଇଛି। କଂସ ମହାରାଜା ମଥୁରା ଭ୍ରମଣ ସାରି ସେଠାରେ ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ…

ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ ବଳାତ୍କାର କଲେ ପୋଲିସ ଅଧିକାରୀ!

ବେଙ୍ଗାଲୁରୁ,୪।୧: କର୍ନାଟକର ତୁମକୁରୁ ଜିଲାର ମଧୁଗୁରି ସବ ଡିଭିଜନର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ବି ରାମଚନ୍ଦ୍ରପ୍ପା ଜଣେ ମହିଳାଙ୍କ ସହ ଆପତ୍ତିଜନକ ବ୍ୟବହାର କରିଥିବାରୁ ତାଙ୍କୁ ନିଲମ୍ବିତ କରାଯାଇଛି। ଏକ ଭିଡିଓ ଭାଇରାଲ ହେବା ପରେ ଶୁକ୍ରବାର (ଜାନୁଆରୀ ୩, ୨୦୨୫)ରେ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri