Home Left

ଦୃଷ୍ଟିବାଧିତଙ୍କ ସୃଜନଶୀଳତା ପାଇଁ ବ୍ରେଲି

ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ ପାଇଁ ସଭିଙ୍କ ମନରେ ଥାଏ ବହୁ ଉତ୍କଣ୍ଠା। ମାତ୍ର ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା, ପଢ଼ିବା ଏବଂ ଏହାର ପରିପ୍ରକାଶ ନିଜସ୍ବ ଢଙ୍ଗରେ କରିବା ସମ୍ଭବ ହୋଇ ପାରି ନ ଥାଏ।…

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୪/୧(ଅନିଲ ଦାସ):ରାଜ୍ୟ ସରକାର ଗତ ଡିସେମ୍ବରରେ ହୋଇଥିବା ‘ଅଦିନିଆ ବର୍ଷା’କୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି…

୨୦ ହଜାର ଡଲାରର ହୀରା ଉପହାର

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୪ା୧: ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତବେଳେ ସେଠାକାର ରାଷ୍ଟ୍ରପତିଙ୍କ ସ୍ତ୍ରୀ ଜିଲ୍‌ ବାଇଡେନ୍‌ଙ୍କୁ ୨୦,୦୦୦ ଡଲାର (ପ୍ରାୟ ୧୭.୧୫ ଲକ୍ଷ ଟଙ୍କା) ମୂଲ୍ୟର ଏକ ହୀରା ଉପହାର ଦେଇଥିଲେ। ଲାବ୍‌ରେ ପ୍ରସ୍ତୁତ ତଥା ସୁରଟ୍‌ରେ ପଲିଶ୍‌ କରାଯାଇଥିବା ୭.୫…

ଦିଲ୍ଲୀରେ କୁହୁଡ଼ି: ୪୭୦ ବିମାନ ବିଳମ୍ବିତ

ନୂଆଦିଲ୍ଲୀ,୪।୧: ଉତ୍ତର ଭାରତ ସମେତ ଜାତୀୟ ରାଜଧାନୀରେ ପ୍ରବଳ ଶୀତ ଲହର ଜାରି ରହିଛି। ଏହା ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଶୁକ୍ରବାର ସକାଳେ ଦିଲ୍ଲୀ ବିମାନବନ୍ଦରରେ ୪୭୦ ବିମାନ ବିଳମ୍ବିତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ ଦୂର ସ୍ଥାନ ଦୃଶ୍ୟ…

ପିଥମ୍‌ପୁରରେ ୨ ଜଣଙ୍କ ଆତ୍ମାହୁତି ଉଦ୍ୟମ

ଧର୍‌,୪ା୧: ମଧ୍ୟପ୍ରଦେଶର ଭୋପାଳସ୍ଥିତ ୟୁନିୟନ କାର୍ବାଇଡ୍‌ ଇଣ୍ଡିଆ ଲିଃ (ୟୁସିଆଇଆଇ) କୀଟନାଶକ ପ୍ଲାଣ୍ଟରୁ ବର୍ଜ୍ୟକୁ ୧୨ଟି କଣ୍ଟେନର ଟ୍ରକ୍‌ରେ ସିଲ୍‌ କରି ୨୫୦ କି.ମି. ଦୂର ଧର୍‌ ଜିଲା ପିଥମ୍‌ପୁର ଶିଳ୍ପଞ୍ଚଳକୁ ନିଆଯିବାକୁ ସ୍ଥାନୀୟ ଲୋକେ ତୀବ୍ର ବିରୋଧ କରିଛନ୍ତି। ୩୩୭…

ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ

ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍‌ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି ଅଭିଯୋଗ ଆଣିଛି। ଶଙ୍ଖଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟି ଅଧ୍ୟକ୍ଷ…

EPFO କଲା ବଡ଼ ପରିବର୍ତ୍ତନ,ଏବେ ପେନସନଭୋଗୀ ପାଇବେ ଏହି ଲାଭ…

ନୂଆଦିଲ୍ଲୀ,୩।୧: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍‌ଓ)ର ପେନ୍‌ସନଭୋଗୀମାନେ ବର୍ତ୍ତମାନ ଯେକୌଣସି ବ୍ୟାଙ୍କରୁ ପେନ୍‌ସନ ବାହାର କରିବାକୁ ସକ୍ଷମ ହେବେ। ଇପିଏଫଓ ଏହାର ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପେନ୍‌ସନ ପେମେଣ୍ଟ ସିଷ୍ଟମ (ସିପିପିଏସ୍‌) ର ଲାଗୁ କରିବାର କାର୍ଯ୍ୟ ସମାପ୍ତ…

ଚାଇନାର ନୂଆ କାଉଣ୍ଟି ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ,୩।୧: ଚାଇନା ସୀମାନ୍ତ ଅଞ୍ଚଳରେ ୨ଟି କାଉଣ୍ଟି ସ୍ଥାପନ କରିଛି, ଯାହାର କେତେକ ଅଂଶ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଆସୁଛି। ଭାରତ ଏହାର ଦୃଢ଼ ବିରୋଧ କରିବା ସହ କୂଟନୈତିକ ଚ୍ୟାନେଲ ଜରିଆରେ ବେଜିଂ ନିକଟରେ ପ୍ରତିବାଦ ଜଣାଇଥିବା ବହିର୍ବ୍ୟାପାର…

CM ଆତିଶୀଙ୍କ ବିପକ୍ଷରେ ଅଳକା ଲାମ୍ବାଙ୍କୁ ଟିକେଟ ଦେଲା କଂଗ୍ରେସ, ଲଢ଼େଇ ହେବ ରୋଚକ

ନୂଆଦିଲ୍ଲୀ,୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ କାଲକାଜୀ ଆସନରୁ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ଅଳକା ଲାମ୍ବାଙ୍କୁ ଟିକେଟ ଦେଇଛି। କଲକାଜୀ ଆସନରେ ମୁଖ୍ୟମନ୍ତ୍ରୀ ଆତିଶି ସହ ତାଙ୍କ ମୁକାବିଲା ହେବ।  ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ପୋଷ୍ଟରେ …

ହତ୍ୟା ଉଦ୍ୟମ ଘଟଣା: ବାପ,ପୁଅ ସମେତ ୩ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଶ୍ରୀ ଗୋପୀନାଥ ପାଣି ପଞ୍ଚାୟତ କମିଟି ସଭାପତି ଏସ୍‌. ସହଦେବ ରେଡ୍ଡୀଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଗୁରୁବାର ଅପରାହ୍ନ ପ୍ରାୟ ସାଢେ ୨ ଟାରେ ହତ୍ୟା ଉଦ୍ୟମ କରାଯାଇଥିଲା। ସହଦେବ ଏନେଇ…

୧୮ବର୍ଷର କମ୍‌ ପିଲାମାନେ ସୋସିଆଲ ମିଡିଆରେ ଖୋଲିପାରିବେନି ଆକାଉଣ୍ଟ! କେନ୍ଦ୍ର ସରକାର ନେଲେ କଡ଼ା ପଦକ୍ଷେପ

ନୂଆଦିଲ୍ଲୀ,୩।୧:ଆଜିର ସମୟରେ ସମସ୍ତଙ୍କ ହାତରେ ସ୍ମାର୍ଟଫୋନ ଅଛି। ଛୋଟରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି। କିନ୍ତୁ ଏବେ ଆକାଉଣ୍ଟ ଖୋଲିବା ଉପରେ ଲଗାମ ଲଗାଇଛନ୍ତି କେନ୍ଦ୍ର ସରକାର। ୧୮ବର୍ଷରୁ କମ୍‌ ବୟସର ପିଲାମାନେ ସୋସିଆଲ ମିଡିଆରେ ଆକାଉଣ୍ଟ…

ପ୍ରୋଟକଲ୍‌ ଭାଙ୍ଗିଲେ ମୁଖମନ୍ତ୍ରୀ: ନାନୋ ଚଲାଇଲେ କେଭି ସିଂହଦେ, ପାଖରେ ମୋହନ

ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଶୁକ୍ରବାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାନୋ କାରରେ ବସି ବରମୁଣ୍ଡା ପଡିଆରୁ ଲୋକସେବା ଭବନକୁ ଯାଇଛନ୍ତି । ତେବେ ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri