ଆମ୍ବୁଲାନ୍ସରେ ମୃତଦେହ ନେଇ ଫେରିବା ବେଳେ ଖାଲରେ ପଶିଲା ଆମ୍ବୁଲାନ୍ସ, ଗୋଟିଏ ଝଟ୍କାରେ ଉଠି ବସିଲେ ବୃଦ୍ଧ; ତା’ ପରେ…
କୋହ୍ଲାପୁର,୩।୧: ମହାରାଷ୍ଟ୍ରର କୋହ୍ଲାପୁରରେ ଏକ ଚମତ୍କାର କଲା ଭଳି ଘଟଣା ଘଟିଛି। ଏଠାରେ ଜଣେ ବୃଦ୍ଧ ଖାଲ ଯୋଗୁ ପୁନର୍ଜନ୍ମ ପାଇଛନ୍ତି। ଡାକ୍ତରଖାନାରେ ହୃଦ୍ଘାତରେ ତାଙ୍କ ମୃତ୍ୟୁ ହୋଇଥିବା କହି ଡାକ୍ତର ଫେରାଇ ଦେଇଥିଳେ। ହେଲେ ବାଟରେ କିଛି ଏଭଳି ଘଟିଥିଲା…
ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଖୁସିଖବର ଦେବେ ସରକାର, ବଢ଼ିବ DA !
ନୂଆଦିଲ୍ଲୀ,୩।୧: ନୂଆବର୍ଷରେ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସିଖବର ଦେବେ କେନ୍ଦ୍ର ସରକାର। ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଉତ୍ସାହର ସହିତ ଅପେକ୍ଷା କରିଥିବା ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ସରକାର ବିଚାର କରୁଛନ୍ତି। ଅକ୍ଟୋବର ୨୦୨୪ ପର୍ଯ୍ୟନ୍ତ ପ୍ରକାଶିତ ତଥ୍ୟ ଅନୁଯାୟୀ,…
ବାଜିଲା କ୍ୟାବିନେଟ୍ ମୋହର: ଏଣିକି ୩୫୦୦ ଟଙ୍କା ଭତ୍ତା ପାଇବେ…
ଭୁବନେଶ୍ୱର,୩।୧:ବାଜିଲା ମୋହର। ବଢ଼ିଲା ଭତ୍ତା। ଏଣିକି ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ୮୦%ରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମାସିକ ୩,୫୦୦ ଟଙ୍କା ଭତ୍ତା ମିଳିବ। ପୂର୍ବରୁ ଏହି ଭତ୍ତା ୧୨୦୦ ଟଙ୍କା ଥିବା ବେଳେ ଏବେ ଏହାକୁ ବୃଦ୍ଧି କରାଯାଇଛି।…
ଐଶ୍ୱାନେଶ୍ୱର ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି, ଠାକୁରଙ୍କ ଉତ୍ସବ ପାଳନ ପାଇଁ ଆର୍ଥିକ ସଙ୍କଟ ଆଶଙ୍କା
ନିରାକାରପୁର, ୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଭୂଷଣ୍ଡପୁର ଅଞ୍ଚଳର ଇଷ୍ଟଦେବ ଶ୍ରୀ ଐଶ୍ୱାନେଶ୍ୱର ଦେବଙ୍କ ମନ୍ଦିର ହୁଣ୍ଡି ଭାଙ୍ଗି କେହି ଦୁର୍ବୁତ୍ତ ଚୋରି କରିଥିବା ଜଣାପଡିଛି। ଏନେଇ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ଥାନୀୟ ଭୂଷଣ୍ଡପୁର ଫାଣ୍ଡିରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା…
ନିଜଠାରୁ ୩୪ ବର୍ଷ ବଡ଼ ଅଭିନେତାଙ୍କ ସହ ବୋଲ୍ଡ ହେଲେ ଉର୍ବଶୀ, ମୁହଁ ଲୁଚାଇଲେ…
ହାଇଦ୍ରାବାଦ: ପୁଣି ଖବରରେ ଅଭିନେତ୍ରୀ ଉର୍ବଶୀ ରୌତେଲା । ନିଜଠାରୁ ୩୪ ବର୍ଷ ବଡ଼ ଅଭିନେତାଙ୍କ ସହ ତାଙ୍କ ବୋଲ୍ଡ ନୃତ୍ୟକୁ ହଜମ କରିପାରୁ ନାହାନ୍ତି ପ୍ରଶଂସକ। ଅନେକ ଏହାକୁ ନେଇ ତାଙ୍କୁ ଟ୍ରୋଲ କରୁଛନ୍ତି। ଦକ୍ଷିଣ ଭାରତୀୟ ଷ୍ଟାର ନନ୍ଦମୁରୀ…
ଫସଲ କ୍ଷତି ହୋଇଥିଲେ ଏହି ଚାଷୀଙ୍କୁ ମିଳିବନି ଟଙ୍କା, ଏହି ଦିନ ଆସିବ ବାକି ଅନ୍ୟଙ୍କ ଖାତାକୁ
ଭୁବନେଶ୍ୱର,୩।୧: ଅଦିନିଆ ବର୍ଷା ଦେଇଛି ଚାଷୀଙ୍କ ଆଖିଲେ ଲୁହ । ଅମଳ ବେଳେ ଦାଉ ସାଝିଛି ବର୍ଷା। ହେଲେ ବର୍ତ୍ତମାନ ଏହି କ୍ଷତିର ଭରଣ କରିବେ ସରକାର । ଚାଷୀଙ୍କ ପାଇଁ ସହାୟତାର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ଅଦିନିଆ ବର୍ଷାଜନିତ…
କ୍ୟାଚ୍ ଧରିବାକୁ ଦୌଡୁଥିବା ବେଳେ ପରସ୍ପର ସହ ପିଟି ହୋଇଗଲେ ୨ ଅଷ୍ଟ୍ରେଲିୟ ଖେଳାଳି, ଚେତା ହରାଇଲେ…
କାନ୍ବେରା,୩।୧: କ୍ୟାଚ୍ ନେବାକୁ ଚେଷ୍ଟା କରୁଥିବା ବେଳେ ପରସ୍ପର ସହ ଧକ୍କା ହୋଇଗଲେ ଦୁଇ କ୍ରିକେଟର। ଏହା ଏତେ ଜୋର୍ ଥିଲା ଯେ ଉଭୟ ଖେଳାଳି ଚେତା ହରାଇବା ସ୍ଥିତି ଉପୁଜିଥିଲା। ଶେଷରେ ତାଙ୍କୁ ଡାକ୍ତରଖାନା ନିଆଯାଇଛି। ବିଗ ବ୍ୟାସ୍ ଲିଗ୍ର…
ଆଳୁ ଉପରେ ତାଙ୍କର ଅଧିକାର ଅଛି: ଜିନ୍ନତ କ’ଣ ପଶ୍ଚିମବଙ୍ଗ ଆଳୁ? କାହିଁକି ଏମିତି କହିଲେ ମନ୍ତ୍ରୀ
ଭୁବନେଶ୍ୱର,୩।୧: ବାଘୁଣୀ ଜିନ୍ନତ୍ ପ୍ରସଙ୍ଗରେ ପଶ୍ଚିମବଙ୍ଗ ସରକାରଙ୍କୁ କଟାକ୍ଷ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ ଜିନ୍ନତ୍କୁ ଫେରାଇବା ପାଇଁ NTCA ଓ ରାଜ୍ୟର ଚିଠିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ଜିନ୍ନତ୍ କ’ଣ ଆଳୁ…
ରୋହିତଙ୍କ ପାଇଁ ପନ୍ତଙ୍କ ଆଖିରେ ଲୁହ, କହିଲେ-ଆମେ ତାଙ୍କୁ ଲିଡ୍ର ଭାବେ…
ସିଡନୀ,୩।୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ମ ଟେଷ୍ଟ ସିଡନୀରେ ଆରମ୍ଭ ହୋଇଛି। ଏହି ଟେଷ୍ଟରୁ ରୋହିତ ଶର୍ମା ବାଦ ପଡ଼ିଥିବା ବେଳେ ଜସପ୍ରିତ ବୁମ୍ରାଙ୍କ ନେତୃତ୍ୱରେ ଖେଳୁଛି ଦଳ। ଏବେ ରୋହିତଙ୍କୁ ଦଳରୁ ବାଦ୍ ପଡ଼ିବାକୁ ନେଇ ଋଷଭ ପନ୍ତଙ୍କ ବୟାନ ସାମ୍ନାକୁ…
ସିଡନୀ ଟେଷ୍ଟ ପରେ ସନ୍ନ୍ୟାସ ନେବେ ଏହି ଖେଳାଳି…
ସିଡନୀ,୩।୧: ଟିମ୍ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା କ୍ରମାଗତ ଭାବେ ଖରାପ ଫର୍ମ ଏବଂ ଅଧିନାୟକତ୍ୱକୁ ନେଇ ସଂଘର୍ଷ କରୁଛନ୍ତି। ଏହି କାରଣରୁ ସେ ନିଜକୁ ସିଡନୀ ଟେଷ୍ଟରୁ ଡ୍ରପ୍ କରିଛନ୍ତି। ଏହି ଟେଷ୍ଟ ପରେ ରୋହିତ ଟେଷ୍ଟ କ୍ରିକେଟରୁ ଅବସର…
ମଣ୍ଡିରେ ଚାଷୀ ଠକେଇର ଶିକାର ହେଲେ ହେବ କାର୍ଯ୍ୟାନୁଷ୍ଠାନ
ଭଞ୍ଜନଗର,୩ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଦୁଲିପଲ୍ଲୀ ମଣ୍ଡିରେ ଶୁକ୍ରବାର ଧାନକିଣା ଶୁଭାରମ୍ଭ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ କହିଥିଲେ ଯେ, ଆମ…
Archives


