ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର
ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ ପକ୍ଷରୁ ୧୬ ଜଣିଆ ଦଳ ଘୋଷଣା କରାଯାଇଛି। ତେବେ ଆହତ କାରଣରୁ ଷ୍ଟାର୍…
ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି
କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ୧୬୯ ଜଣ ଛାତ୍ରୀଛାତ୍ର ବିଦ୍ୟାଳୟ ବାରଣ୍ଡା, ସଭାମଣ୍ଡପ…
ଜଣେ ‘ହିଟ୍’, ଜଣେ ‘ଫ୍ଲପ୍’: ଜାଣନ୍ତୁ ଟିମ୍ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ
ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ ଅଣ୍ଡର-୧୯ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଅନଅଫିସିଆଲ ଦିନିକିଆ ମ୍ୟାଚ୍ରେ ମଧ୍ୟ ଏଭଳି ଦୃଶ୍ୟ…
ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍ଜିଏରେ ଧମକ ଦେଲେ ଟ୍ରମ୍ପ୍
ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଙ୍ଗଳବାର ଜାତିସଂଘ ସାଧାରଣ ସଭାର ୮୧ତମ ଅଧିବେଶନରେ ଉଦ୍ବୋଧନ ଦେବା ଅବସରରେ ଧମକ ଦେଇଛନ୍ତି। ଇରାନ…
ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି
ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍ ପରିବାରଗୁଡ଼ିକୁ ଆକର୍ଷିତ କରୁଛି, ଯେଉଁମାନେ ସେମାନଙ୍କ ପିଲା ଆମେରିକାରେ ଜନ୍ମ ହୁଅନ୍ତୁ ଓ ସେଠାକାର ନାଗରିକତ୍ୱ ହାସଲ…
କାର୍କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍
ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଥିବାବେଳେ ନୟାପଲ୍ଲୀ ପୋଲିସ ତାଙ୍କୁ ଉଦ୍ଧାର କରିଛି। ସୂଚନା ଅନୁଯାୟୀ, କଦଳୀ…
କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ
ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ ନିଯୁକ୍ତ କରାଯାଇଛି। ଗତ ଶନିବାର ରାଜ୍ୟ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରୁ ଏନେଇ…
ମାତ୍ର ୩୨ ରନ୍ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ
ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍ରେ ଜାପାନକୁ ୨ ରନ୍ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ ପ୍ରଥମେ ବ୍ୟାଟିଂ କରି ୫ ଓଭରରେ ୩୨ ରନ କରିଥିବା ବେଳେ ଜାପାନ…
ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ
ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ଇଞ୍ଜେକ୍ସନ ଯୋଗୁ ନଗେନ ବାଘ (୨୭)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି କିନ୍ନର…
ମାତ୍ର ୧୬ ରନ୍ କରି ପ୍ଲେୟର ଅଫ ଦି ମ୍ୟାଚ୍ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍କୁ ୫-୫ ଓଭରକୁ କମାଇ ଦିଆଯିବା ପରେ ରୋମାଞ୍ଚ ଅପେକ୍ଷା ଆଣ୍ଟି-କ୍ଲାଇମାକ୍ସ ଭଳି ପରିସ୍ଥିତି…
ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍ବେଗ
ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ ଶିକାରୀମାନେ ବିଭିନ୍ନ ଫନ୍ଦିଫିକର କରି ହାତୀଙ୍କୁ ମାରୁଛନ୍ତି। ଏହାବାଦ୍ ହାତୀଙ୍କ ଲାଗି ସୁରକ୍ଷିତ…
୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ
ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଅତାବିରା ମିନାର ବନ୍ଧ ପଡ଼ାର ବସନ୍ତ ଚୌଧୁରୀ (୩୫)।…

