ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…
ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ ଛେଳି ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ଚୋରଙ୍କର ପୋଲିସ…
୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ
ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ ଗୋଚର ପୂର୍ବରୁ ବୁଧଙ୍କ ଉଦୟ ଏକ ଗୁରୁତ୍ୱପୂର୍ଣ୍ଣ ଜ୍ୟୋତିଷୀୟ ଘଟଣା। ଦ୍ରିକ ପଞ୍ଚାଙ୍ଗ…
ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା
ଭୁବନେଶ୍ୱର,୧୮ା୯(ସୁନିତ୍ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର ଥିଲା। କିଛି ଜରୁରୀ ବିଷୟ ଉପରେ ଶୁଣାଣି ରହିବାରୁ ଡିଜିପି ଚୟନ ବାବଦ…
ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ
ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ ସ୍ତର (ମ୍ୟାଣ୍ଟଲ)ର ଧୀର ଗତିଶୀଳତା, ପଥରଗୁଡ଼ିକର ପୁନଃଚକ୍ରଣ ଏବଂ ପୃଥିବୀର ଜଳବାୟୁ ନିୟନ୍ତ୍ରଣରେ…
ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ ସମୂହ ଦୀପଦାନ ଉତ୍ସବରେ ବିଧାୟକ ଡ଼. ଦୁର୍ଗା ପ୍ରସନ ନାୟକ ଯୋଗଦେଇ ମୋଦିଜୀଙ୍କ…
ବିଦ୍ୟୁତ୍ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…
ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର ଡାକୁଆ କର୍ତ୍ତା ଭାବେ ପୂଜାର୍ଚ୍ଚନା କରିଥିଲେ। ଆଇଟିଆଇର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକମାନେ ଉପସ୍ଥିତ ରହି…
ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…
ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ ଅଫିସର ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଭାରତ ସରକାର…
ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍ ବାହାରେ ଲମ୍ବା ଲାଇନ୍
ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା ପାଇଁ ଦିଲ୍ଲୀ, ମୁମ୍ବାଇ ଓ ବେଙ୍ଗାଲୁରୁ ସମେତ ବିଭିନ୍ନ ସହରରେ ଆପଲ୍ ଷ୍ଟୋର୍…
ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା
ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି ଦନ୍ତାହାତୀ ଗତ କିଛିଦିନ ହେଲା ଆତଙ୍କ ସୃଷ୍ଟି କରିଛି। ସନ୍ଧ୍ୟା ହେଲେ ହାତୀ…
F-16 ଫାଇଟର ଜେଟ୍ ଦୁର୍ଘଟଣା, ହୁତୁହୁତୁ ହୋଇ…
ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ କାଉଣ୍ଟି ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ପାଇଲଟ୍ ବିମାନରୁ ସୁରକ୍ଷିତ ଭାବେ ବାହାରି…
ଏଇ ଭାରତରେ
ତାମିଲନାଡୁର ସତ୍ୟମଙ୍ଗଳମ୍ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ କରିଛି। ଆଦିବାସୀଙ୍କ ଦ୍ୱାରା ପରିଚାଳିତ ଟାମ୍ସ କମ୍ପାନୀ ଏହି ଘାସରୁ ଏକ ପ୍ରକାର…
ବିକାଶ ବେଦିରେ ବଳି
ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ ଚାଲିଯାଉଛି। ନିଜ ଭିଟାମାଟି, ପାହାଡ଼, ଝରଣା ବଞ୍ଚେଇବା ପାଇଁ ଲଢ଼େଇ କଲେ, ସେମାନଙ୍କୁ…

