କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର
କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ ଏହି କ୍ରମରେ ଶୁକ୍ରବାର କୋରାପୁଟ ଜିଲାସ୍ତରୀୟ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା…
ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ
ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩ ଆବେଦନକାରୀଙ୍କ ନିର୍ବାଚନୀ ମାମଲା ଖାରଜ ହୋଇଛି। ବିନା ଶୁଣାଣିରେ ମାମଲା ଖାରଜ ପାଇଁ…
କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ
ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ କରାଯାଇଛି। ବିଶ୍ୱକପ ଟ୍ରଫିଟି ବହୁତ ଚମତ୍କାର। ଏଠାରେ, ଆମେ ଆପଣଙ୍କୁ କହିବୁ ଯେ…
ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ
ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ ଘଟିଛି, ଯେଉଁଥିରେ ଅତି କମରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୮୦ରୁ…
୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…
ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ପୁରୋହିତ ଜ୍ୟୋତିରାଜ ଦାସ ରବି କୁମାର…
ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ
ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୪ ମାଓବାଦୀ KKBN ଡିଭିଜନର ବୋଲି ସୂଚନା…
Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ, ଯେତେବେଳେ ଚତୁର୍ଥ ଓଭରରେ ଆରନ ଜର୍ଜ…
Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…
ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା ପରେ ଏହାକୁ ପ୍ରାୟତଃ ଅପରାଧୀକ ରଙ୍ଗ ଦିଆଯାଇଥାଏ। ବଳାତ୍କାରର ଅଭିଯୁକ୍ତ ଜଣେ ପୁରୁଷଙ୍କ…
ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…
ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା…
ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…
ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି। ଏହା ଜଣାପଡିବା ବିଭାଗୀୟ ବିଚାରପତି, କର୍ମଚାରୀ ଏବଂ ଓକିଲମାନେ କୋର୍ଟ ବାହାରକୁ ଆସିଥିବାବେଳେ…
କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ
ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା ତାଙ୍କର ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଛି। ସେହି ଟଙ୍କା ଉଠାଇବା ପାଇଁ…
ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ
ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛି। ଅନ୍ୟପଟେ ନିଜର ଦେବାଳିଆ ଅର୍ଥନୀତିକୁ…
Archives


