ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା
କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ ମନ୍ତବ୍ୟ ଦେଇଛନ୍ତି, ‘ଗୋଟିଏ ସରକାର ମୋତେ ଦେଶ ଛାଡିବାକୁ ବାଧ୍ୟ କରିଥିଲା, ଆଉ…
Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ
ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ ମୋଟ ୩୪.୩୦ ପ୍ରତିଶତ ମତଦାନ ହୋଇଛି। ସମସ୍ତ ପ୍ରମୁଖ ରାଜନୈତିକ ଦଳ ବିଜୟ…
କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ
କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ ହୋଇଥିବା ଜଣାପଡିଛି। ଆଇଏମ୍ଡି ପକ୍ଷରୁ ରବିବାର କୋଲମ ଏବଂ ଥିରୁଭନନ୍ଥପୁରମ ବ୍ୟତୀତ ରାଜ୍ୟର…
ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…
ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ, ଶନିବାର ବିରାଟ ଗାଧୋଇବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ…
ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ
ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମର ସିମାଞ୍ଚଳ ନାୟକ (୧୯)ବୋଲି ଜଣାପଡିଛି । ଗାଁରେ କୌଣସି କାମଧନ୍ଦା ନମିଳିବାରୁ…
CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ
କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ ଶର୍ମା କହିଛନ୍ତି ଯେ, ପୂର୍ବ ବର୍ଦ୍ଧମାନରୁ ଗିରଫ ହୋଇଥିବା ହମିମ ମଣ୍ଡଳ ପାକିସ୍ତାନସ୍ଥିତ…
ଚିପ୍ସ ପ୍ୟାକେଟ୍ରେ ଥିବା ଖେଳନା ବଲ୍ ଗିଳି ଦେଲେ ଶିଶୁ, ଆଉ ତା’ପରେ…
ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍କୁରେ ପ୍ୟାକେଟ୍ରେ ଥିବା ଛୋଟ ଖେଳନା ବଲ୍କୁ ଗିଳିଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୁକୁନ୍ଦ ମୟୁର ନାମକ ଉକ୍ତ ବାଳକ ଗାଁର ପୂର୍ବତନ…
ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା
ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଥିବାରୁ ସୋମବାର ଜଳାଭିଷେକକୁ ବାରଣ କରାଯାଇଛି । ପବିତ୍ର ଶ୍ରାବଣ ସୋମବାର ପାଇଁ…
ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼
ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ ମାସର ପ୍ରଥମ ପାଳିରେ ଜଳଲାଗି କରିବା ପାଇଁ ହଜାର ହଜାର ସଂଖ୍ୟାରେ କାଉଡ଼ିଆମାନେ…
ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ
ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ ମହିଳାଜଣକ ମାନସିକ ଭାବେ ଭାଙ୍ଗିପଡିଥିଲେ । ଏହାପରେ ୧୫ ବର୍ଷୀୟ ନାବାଳିକା ଜୀବନ…
ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ସେମାନଙ୍କୁ ଶତାଧିକ ପ୍ରଶଂସକଙ୍କ ଉପସ୍ଥିତିରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ୪୯…
ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….
ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା ପୋଲିସ । ଜଣେ ବିଧବା ମହିଳାଙ୍କଠାରୁ ୬୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ…

