Home Left

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି ‘ଗାଏବ’ ପୋଷ୍ଟ: ବିବାଦ ପରେ ଡିଲିଟ କଲା କଂଗ୍ରେସ

ନୂଆଦିଲ୍ଲୀ, ୨୯।୪: କଂଗ୍ରେସ ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି ସୋସିଆଲ ମିଡିଆରେ ଏକ ବିବାଦୀୟ ପୋଷ୍ଟ କରିଥିଲା, ଯେଉଁଥିରେ ମୋଦିଙ୍କ ମୁଣ୍ଡବିହୀନ ଫଟୋ ସହ ‘ଗାଏବ’ ଶବ୍ଦ ବ୍ୟବହାର କରାଯାଇଥିଲା। ଏହି ପୋଷ୍ଟକୁ ନେଇ ତୀବ୍ର ବିବାଦ ଓ…

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧ ଦିନ ବ୍ୟାପୀ ଚନ୍ଦନ ମଣ୍ଡପରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି ରହିବ। ଚନ୍ଦନ…

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ…

ପାକିସ୍ତାନୀ କଳାକାରଙ୍କୁ ରୋକଠୋକ୍‌ ଶୁଣାଇଦେଲେ ଜାଭେଦ ଅଖତର, ସମସ୍ତେ କାବା

ନୂଆଦିଲ୍ଲୀ,୨୯।୪: ପହଲଗାମରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିରୀହ ବ୍ୟକ୍ତିଙ୍କ ଜୀବନ ହାନି ଘଟିଥିଲା। ଏହି ଘଟଣା ପରେ ଭାରତରେ ପାକିସ୍ତାନୀ କଳାକାରଙ୍କୁ ନିଷେଧ କରିବା ପାଇଁ ଦାବି ଜୋର ଧରିଛି। ଏହି ପ୍ରସଙ୍ଗରେ ବରିଷ୍ଠ ଗୀତିକାର ତଥା…

ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୨୯।୪: ପାକିସ୍ତାନ ସହିତ ଚାଲିଥିବା ରାଜନୈତିକ ଏବଂ ସୀମା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ନୂଆଦିଲ୍ଲୀସ୍ଥିତ ୭ ଲୋକ କଲ୍ୟାଣ ମାର୍ଗ ବାସଭବନରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ (ଆରଏସଏସ)ର ସରସଙ୍ଘଚାଳକ ମୋହନ ଭାଗବତଙ୍କୁ ଭେଟିଛନ୍ତି। ସୂତ୍ରରୁ…

ଚଳନ୍ତା ବସ୍‌ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ

ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଝର ଗ୍ରାମର ପାର୍ବତୀ ମେହେର ବସରେ ଯାତ୍ରା କରୁଥିବା ସମୟରେ ତାଙ୍କ ବେକରୁ…

ଲାଇଭ୍‌ କ୍ରିକେଟ ମ୍ୟାଚ ସମୟରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେବାରୁ, ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ମାରିଦେଲେ ଲୋକ

ମାଙ୍ଗାଲୁରୁୁ,୨୯।୪: କର୍ଣ୍ଣାଟକର ମାଙ୍ଗାଲୁରୁ ସହରରେ ଏକ ସ୍ଥାନୀୟ କ୍ରିକେଟ ମ୍ୟାଚ ସମୟରେ ଜଣେ ବ୍ୟକ୍ତିଙ୍କୁ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକ ପିଟି ପିଟି ମାରି ଦେଇଛନ୍ତି। ଏହି ଘଟଣା ରବିବାର ଅପରାହ୍ନ ପ୍ରାୟ ୩ଟା ସମୟରେ କୁଡୁପୁ…

ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ

ନୂଆଦିଲ୍ଲୀ,୨୯।୪: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି (CJI) ଭାବେ ନିଯୁକ୍ତି ପାଇଁ ଅନୁମୋଦନ କରିଛନ୍ତି। ଜଷ୍ଟିସ ଗଭାଇ ଆସନ୍ତା ମେ ୧୪, ୨୦୨୫ରେ ଶପଥ ଗ୍ରହଣ…

କାଳବୈଶାଖୀ ପ୍ରଭାବ: ବରଗଡ଼ରେ ଝଡବତାସ ସହିତ ପ୍ରବଳ ବର୍ଷା

ବରଗଡ଼,୨୯।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ମଙ୍ଗଳବାର ରାତି ୮ଟାରୁ କାଳବୈଶାଖୀ ପ୍ରଭାବରେ ଝଡବତାସ ସହିତ ପ୍ରବଳ ବର୍ଷା ହୋଇଛି। ସେହିପରି ବଜ୍ରପାତ ମଧ୍ୟ ହୋଇଛି। ଏହାଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିଛି। ଗାଁଠୁ ସହର ସବୁଆଡେ ଅନ୍ଧାର ହୋଇ ପଡିଛି। ତେବେ…

ଭାରତ ନା ପାକିସ୍ତାନ; କାହାର ସେନା ପାଆନ୍ତି ଅଧିକ ଦରମା?

ନୂଆଦିଲ୍ଲୀ,୨୯।୪: ପହଲଗାମ ଆକ୍ରମଣକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ରହିଛି। ବର୍ଡରରେ ଦୁଇସେନା ମୁହାଁମୁହିଁ ଅବସ୍ଥାରେ ଅଛନ୍ତି। ତେବେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଏକ ବଡ଼ ମିଟିଂ କରିଛନ୍ତି। ଯେଉଁଥିରେ ୩ସେନାକୁ ଟାଇମ୍‌ ଓ ଟାର୍ଗେଟ ଫିକ୍ସ କରିବାକୁ…

ବୈଠକ ପରେ ମୋଦିଙ୍କ ବଡ଼ ନିଷ୍ପତ୍ତି: ଇଣ୍ଡିଆନ ଆର୍ମିରେ ବଡ଼ ହଲଚଲ

ଶ୍ରୀନଗର/ନୂଆଦିଲ୍ଲୀ,୨୯।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏପ୍ରିଲ ୨୨ରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସେନାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଛି। ଲେଫ୍ଟନାଣ୍ଟ ଜେନେରାଲ ପ୍ରତୀକ ଶର୍ମାଙ୍କୁ ଉଧମପୁରସ୍ଥିତ ଉତ୍ତର କମାଣ୍ଡର ଭାବେ ନିଯୁକ୍ତ କରାଯାଇଛି। ଏହି ଆକ୍ରମଣରେ…

ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ମେ ୨୯ ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନକୁ ଯିବେ

ନୂଆଦିଲ୍ଲୀ, ୨୯।୪: ଭାରତର ମହାକାଶ ଇତିହାସରେ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆସନ୍ତା ମେ ୨୯, ୨୦୨୫ରେ ସେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ଅଭିମୁଖେ ଉଡ଼ାଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?