ଘର ଭାଙ୍ଗୁଥିବାବେଳେ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ, ଚାପି ହୋଇଗଲେ
ବାଲିଗୁଡ଼ା,୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ତୁମୁଡ଼ିବନ୍ଧର ରାମପୁର ଛକରେ ଘର କାନ୍ଥ ପଡ଼ି କିରିକୁଟି ଗ୍ରାମର ଶ୍ରମିକ ମାନେଶ୍ୱର ପ୍ରଧାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…
ଦାଉଦଙ୍କ ସହ ଭାଜପାକୁ ତୁଳନା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨।୧: ମୁଖ୍ୟମନ୍ତ୍ରୀ ଅତିଶୀ ଶିବରାଜ ସିଂଙ୍କ ଚିଠର ଉତ୍ତର ଦେଇଛନ୍ତି। ଅତିଶି କହିଛନ୍ତି ଯେ ଭାଜପା କୃଷକମାନଙ୍କ ବିଷୟରେ କଥାହେବା ଅର୍ଥ ହେଉଛି ଦାଉଦ ଅହିଂସା ଉପରେ ଉପଦେଶ ଦେବା ଭଳି । ଭାଜପା ସମୟରେ କୃଷକଙ୍କ ଅବସ୍ଥା କେବେ ବି…
ରାଜ୍ୟ ଭିଜିଲାନ୍ସରେ ୮ ଏଏସ୍ପି, ୨୪ ଡିଏସ୍ପି,୧୬ ଏସ୍ଆଇ ପଦବୀ ହେବ ସୃଷ୍ଟି
ଭୁବନେଶ୍ୱର,୨ା୧(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଆସିଛନ୍ତି। ବିଶେଷକରି ଉଚ୍ଚସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧିର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହାର…
୮ଜଣ ପାକିସ୍ତାନୀଙ୍କୁ ୨୦ ବର୍ଷର ଜେଲଦଣ୍ଡ ଶୁଣାଇଲେ ମୁମ୍ବାଇ କୋର୍ଟ
ମୁମ୍ବାଇ,୨।୧: ୨୦୧୫ରେ ଗୁଜୁରାଟ ଉପକୂଳରେ ଅଟକି ରହିଥିବା ଏକ ଡଙ୍ଗାରେ ୨୩୨କିଲୋଗ୍ରାମ ହେରୋଇନ ରଖିବା ଏବଂ ପରିବହନ ଅଭିଯୋଗରେ ଏକ ସ୍ବତନ୍ତ୍ର ଏନଡିପିଏସ କୋର୍ଟ ୮ ଜଣ ପାକିସ୍ତାନୀ ନାଗରିକଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ମାମଲା ଅତ୍ୟନ୍ତ…
ଟିମ୍ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ: ରୋହିତ-ପନ୍ତ ହେବେ ବିଦା!
ନୂଆଦିଲ୍ଲୀ,୨।୧: ବର୍ଡର-ଗାଭାସ୍କର ଟ୍ରଫିର ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଜାନୁଆରୀ ୩ରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି ସିରିଜରେ ଟିମ ଇଣ୍ଡିଆ ୨-୧ ପଛରେ ରହିଛି। ଏଭଳି ପରିସ୍ଥିତିରେ ଭାରତୀୟ ଦଳ ଏହି ମ୍ୟାଚ ଜିତିବାକୁ ଏବଂ…
ଶୁବମାନ ଗିଲ୍ଙ୍କ ସମେତ ଏହି ୪ ଭାରତୀୟ କ୍ରିକେଟର ହୋଇପାରନ୍ତି ଗିରଫ, ଜାଣନ୍ତୁ ପୂରା ମାମଲା
ନୂଆଦିଲ୍ଲୀ,୨।୧: ଭାରତର ୪ ନାମିଦାମୀ କ୍ରିକେଟରଙ୍କୁ ଗୁଜରାଟର ସିଆଇଡି ଶାଖା ସମନ ଜାରି କରିଛି। ଏହି ଚାରି କ୍ରିକେଟରଙ୍କ ନାମ ହେଉଛି ଶୁବମାନ ଗିଲ, ରାହୁଲ ତେୱାତିଆ, ମୋହିତ ଶର୍ମା ଏବଂ ସାଇ ସୁଦର୍ଶନ। ଯେଉଁମାନଙ୍କୁ ୪୫୦ କୋଟି ଟଙ୍କା ଚିଟଫଣ୍ଡ…
ଓଡ଼ିଶାରେ ପହଞ୍ଚିଲା ଡବଲ ଡେକର ବସ୍, ଏଥିରେ ରହିଛି ଏସବୁ ସୁବିଧା
ବ୍ରହ୍ମପୁର,୨ା୧: ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମହାରାଷ୍ଟ୍ରରୁ ଆସି ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି ରହିଛି। ଏହାଦ୍ୱାରା ଟ୍ବିନ୍ ସିଟି ଏବଂ ପୁରୀରେ ଅଧିକ ଆରାମଦାୟକ ଯାତ୍ରା କରିବାକୁ ସକ୍ଷମ ହେବେ…
ରାଜଧାନୀରେ ମର୍ଡର: ଯୁବକଙ୍କୁ ହତ୍ୟା କରି ରେଳଧାରଣାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ଭୁବନେଶ୍ୱରୀ,୨ା୧: ରାଜଧାନୀ ଭୁବନେଶ୍ବରରେ ଥମୁନି ମର୍ଡର। ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇ ଚାଲିଛନ୍ତି ଦୁର୍ବୃତ୍ତ। ଗୁରୁବାର ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ…
ଶୀତରେ ଥରୁଛି ଜି.ଉଦୟଗିରି ସହର, ସର୍ବନିମ୍ନ ତାପମାତ୍ରା ରହିଛି…
ଜି.ଉଦୟଗିରି,୨ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ପ୍ରବଳ ଶୀତରେ ଥରୁଛି ସହର। ଗୁରୁବାର ଜି.ଉଦୟଗିରି ସହରର ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ବୋଲି ଜି.ଉଦୟଗିରି କୃଷି ଗବେଷଣା କେନ୍ଦ୍ର…
ଭାରତ ବିପକ୍ଷ ଶେଷ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ବାଦ୍ ପଡ଼ିଲେ ମିଚେଲ ମାର୍ଶ
ସିଡନୀ,୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ଅଛି। ସିରିଜର ଚାରୋଟି ଟେଷ୍ଟ ମ୍ୟାଚ ଖେଳାଯାଇଛି। ବର୍ତ୍ତମାନ ପଞ୍ଚମ ତଥା ଶେଷ ଟେଷ୍ଟ ମ୍ୟାଚ ଜାନୁଆରୀ ୩ ତାରିଖରୁ ଖେଳାଯିବ। ଏହି ଟେଷ୍ଟ ପାଇଁ…
ଟ୍ରମ୍ପଙ୍କ ହୋଟେଲ ବାହାରେ ଜଳିଗଲା ମସ୍କଙ୍କ ସାଇବର ଟ୍ରକ୍, ଜଣେ ମୃତ ଦେଖନ୍ତୁ ଭିଡିଓ
ଓ୍ବାଶିଂଟନ,୨।୧: ଆମେରିକାରେ ପୁଣି ଥରେ ଏକ ଦୁର୍ଘଟଣା ଘଟିଛି। ପ୍ରଥମେ ନ୍ୟୁ ଆର୍ଲିନ୍ସରେ ଏକ ଟ୍ରକ ଅନେକ ଲୋକଙ୍କ ଉପର ମାଡି ଯାଇଥିବା ବେଳେ ଏବେ ଲସ ଭେଗାସରେ ଏକ ବିସ୍ଫୋରଣ ଘଟିଛି । ଟ୍ରମ୍ପ ଟାୱାର ବାହାରେ ଏହି ବିସ୍ଫୋରଣ…
ଟ୍ୟାଙ୍କର ଧକ୍କାରେ ବାଇକ୍ଆରୋହୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ବାନେର ଛକ ନିକଟରେ ଗତ ୨୯ ତାରିଖରେ ଜଣେ ବାଇକ୍ଆରୋହୀଙ୍କୁ ଟ୍ୟାଙ୍କର ଧକ୍କା ଦେଇଥିଲା। ଏଥିରେ ବାଇକ୍ଆରୋହୀ ଜଣକ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ରାୟପୁରର ଏକ ଘରୋଇ…
Archives


