Home Left

ଓଡ଼ିଶାରେ ପହଞ୍ଚିଲା ଡବଲ ଡେକର ବସ୍‌, ଏଥିରେ ରହିଛି ଏସବୁ ସୁବିଧା

ବ୍ରହ୍ମପୁର,୨ା୧: ଡବଲ ଡେକର ଇଲେକ୍ଟ୍ରିକ୍‌ ବସ୍‌ ମହାରାଷ୍ଟ୍ରରୁ ଆସି ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି ରହିଛି। ଏହାଦ୍ୱାରା ଟ୍ବିନ୍‌ ସିଟି ଏବଂ ପୁରୀରେ ଅଧିକ ଆରାମଦାୟକ ଯାତ୍ରା କରିବାକୁ ସକ୍ଷମ ହେବେ…

ରାଜଧାନୀରେ ମର୍ଡର: ଯୁବକଙ୍କୁ ହତ୍ୟା କରି ରେଳଧାରଣାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଭୁବନେଶ୍ୱରୀ,୨ା୧: ରାଜଧାନୀ ଭୁବନେଶ୍ବରରେ ଥମୁନି ମର୍ଡର। ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇ ଚାଲିଛନ୍ତି ଦୁର୍ବୃତ୍ତ। ଗୁରୁବାର ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ…

ଶୀତରେ ଥରୁଛି ଜି.ଉଦୟଗିରି ସହର, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ପ୍ରବଳ ଶୀତରେ ଥରୁଛି ସହର। ଗୁରୁବାର ଜି.ଉଦୟଗିରି ସହରର ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ବୋଲି ଜି.ଉଦୟଗିରି କୃଷି ଗବେଷଣା କେନ୍ଦ୍ର…

ଭାରତ ବିପକ୍ଷ ଶେଷ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ବାଦ୍‌ ପଡ଼ିଲେ ମିଚେଲ ମାର୍ଶ

ସିଡନୀ,୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ଅଛି। ସିରିଜର ଚାରୋଟି ଟେଷ୍ଟ ମ୍ୟାଚ ଖେଳାଯାଇଛି। ବର୍ତ୍ତମାନ ପଞ୍ଚମ ତଥା ଶେଷ ଟେଷ୍ଟ ମ୍ୟାଚ ଜାନୁଆରୀ ୩ ତାରିଖରୁ ଖେଳାଯିବ। ଏହି ଟେଷ୍ଟ ପାଇଁ…

ଟ୍ରମ୍ପଙ୍କ ହୋଟେଲ ବାହାରେ ଜଳିଗଲା ମସ୍କଙ୍କ ସାଇବର ଟ୍ରକ୍‌, ଜଣେ ମୃତ ଦେଖନ୍ତୁ ଭିଡିଓ

ଓ୍ବାଶିଂଟନ,୨।୧: ଆମେରିକାରେ ପୁଣି ଥରେ ଏକ ଦୁର୍ଘଟଣା ଘଟିଛି। ପ୍ରଥମେ ନ୍ୟୁ ଆର୍ଲିନ୍ସରେ ଏକ ଟ୍ରକ ଅନେକ ଲୋକଙ୍କ ଉପର ମାଡି ଯାଇଥିବା ବେଳେ ଏବେ ଲସ ଭେଗାସରେ ଏକ ବିସ୍ଫୋରଣ ଘଟିଛି । ଟ୍ରମ୍ପ ଟାୱାର ବାହାରେ ଏହି ବିସ୍ଫୋରଣ…

ଟ୍ୟାଙ୍କର ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ବାନେର ଛକ ନିକଟରେ ଗତ ୨୯ ତାରିଖରେ ଜଣେ ବାଇକ୍‌ଆରୋହୀଙ୍କୁ ଟ୍ୟାଙ୍କର ଧକ୍କା ଦେଇଥିଲା। ଏଥିରେ ବାଇକ୍‌ଆରୋହୀ ଜଣକ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ରାୟପୁରର ଏକ ଘରୋଇ…

ଟିମ୍‌ ଇଣ୍ଡିଆରେ ଫାଟ! ମୁହଁ ଖୋଲିଲେ ଗୌତମ ଗମ୍ଭୀର

ସିଡନୀ,୨।୧: ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଟେଷ୍ଟରେ ପରାଜୟ ଭାରତୀୟ କ୍ରିକେଟ ଦଳରେ ମତଭେଦ ସୃଷ୍ଟି କରିଛି। ଏହି ପରାଜୟ ପରେ ଡ୍ରେସିଂ ରୁମରେ ମତଭେଦର ଖବର ସାମ୍ନାକୁ ଆସିଛି। ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ…

ଏହି ଅଭିନେତ୍ରଙ୍କୁ ବୋହୂ କରିବେ ଶାହାରୁଖ? ବଲିଉଡରେ ଆସିଛନ୍ତି ନଜର

ମୁମ୍ବାଇ: ନୂଆ ବର୍ଷ ଆରମ୍ଭ ହୋଇଛି। ବଲିଉଡରେ ଏହାକୁ ଖୁବ ଧୁମଧାମରେ ପାଳନ କରାଯାଇଛି। ଏହି ସମୟରେ ଶାହାରୁଖ ଖାନଙ୍କ ବଡ ପୁଅ ଆର୍ଯ୍ୟନ ଖାନ ମଧ୍ୟ ତାଙ୍କ ର୍ୟୁମର୍ଡ ଗର୍ଲଫ୍ରେଣ୍ଡ ତଥା ବ୍ରାଜିଲର ମଡେଲ ଲାରିସା ବୋନସିଙ୍କ ସହ ନଜର…

ସମ୍ବଲପୁରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା, ପ୍ରବଳ ଉତ୍ତେଜନା

ସମ୍ବଲପୁର,୨ା୧(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସହରରେ ପୁନର୍ବାର ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ଗୁରୁବାର ସକାଳ ୬ଟାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୂତାପଡ଼ା ଛକରୁ ଧନକଉଡ଼ା ପର୍ଯ୍ୟନ୍ତ ଚାଲିଥିବା ଜବରଦଖଲ ଭୟରେ ମୋତିଝରଣ ଛକରେ ଉଚ୍ଛେଦକାରୀ…

ସିଡନୀ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା: ଦଳରୁ ବାଦ୍‌ ପଡ଼ିଲେ…

ସିଡନୀ,୨।୧: ବର୍ତ୍ତମାନ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ କଙ୍ଗାରୁ ଦଳ ୨-୧ରେ ଆଗୁଆ ରହିଛି। ବର୍ତ୍ତମାନ ସିରିଜର ପଞ୍ଚମ ତଥା ଶେଷ ଟେଷ୍ଟ ଜାନୁଆରୀ ୩ରୁ ସିଡନୀରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଭାରତୀୟ ଦଳରେ ମତଭେଦ…

ଜ୍ୟାକ୍‌ଲିନ୍‌ଙ୍କ ଡିନର ପାର୍ଟି

ଶ୍ରୀଲଙ୍କା ସୁନ୍ଦରୀ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌ ଯାହା କହିଥିଲେ ତାହା ପୂରଣ କରିଛନ୍ତି। ‘ଫତେ’ ଫିଲ୍ମର ଶୁଟିଂ ଶେଷହେବା ସମୟରେ ସେ ୟୁନିଟ୍‌ ସଦସ୍ୟଙ୍କୁ ଏକ ଡିନର ପାର୍ଟି ଦେବାକୁ ସୂଚନା ଦେଇଥିଲେ। ଏବେ ତ ଏହାର ଶୁଟିଂ ପୂରା ଦମ୍‌ରେ ଚାଲୁ…

୩ରେ ରିଲିଜ ହେବ ଓ୍ବାଇଫ୍‌

ଓଲିଉଡ୍‌ର ଅନ୍ୟତମ ନାମୀ ପ୍ରଯୋଜକ ବିଜୟ କାନ୍ଦୋଇ ଭିନ୍ନ ଧରଣର କାହାଣୀକୁ ନେଇ ଏବେ ଏକ ନୂଆ ସିନେମା ନିର୍ମାଣ କରିଛନ୍ତି। ଏହି ଫିଲ୍ମଟିର ଟାଇଟଲ ରହିଛି ‘ଓ୍ବାଇଫ୍‌’। ଏହି ଚିତ୍ରଟି ଚଳିତ ମାସ ୩ ତାରିଖରେ ଏବର୍ଷର ପ୍ରଥମ ସିନେମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri