ପୁଣି ପ୍ରେମରେ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ସ୍ତ୍ରୀ, ଜାଣନ୍ତୁ ତାଙ୍କ ବୟଫ୍ରେଣ୍ଡ୍ କିଏ
ମୁମ୍ବାଇ,୩୦/୧୦:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ୍ ଆଜିକାଲି ଖୁବ୍ ଚର୍ଚ୍ଚାରେ ଅଛନ୍ତି। କେତେବେଳେ ତାଙ୍କ ମ୍ୟୁଜିକ୍ ଭିଡିଓ ପାଇଁ ତ କେତେବେଳେ ଲୁକ୍ କାରଣରୁ ସେ ଆଲୋଚନାରେ ରହୁଛନ୍ତି। ନିକଟରେ ପ୍ରଯୋଜକ ନିଖିଲ ଦ୍ୱିବେଦୀ ଏକ ଦୀପାବଳି ପାର୍ଟିର ଆୟୋଜନ…
ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….
ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ ୬ ବର୍ଷ ମଧ୍ୟରେ ଏହି ସଂଖ୍ୟା ହଜାରେ ଟପିପାରେ । ରିପୋର୍ଟରେ କୁହାଯାଇଛି ଯେ,…
୮୪୩ ଜିଓ ଟ୍ୟାଗ୍ଡ ଅଧିକାରୀଙ୍କ ଦରମା ବନ୍ଦ
ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୮୪୩ ଜିଓ ଟ୍ୟାଗ୍ଡ ଅଫିସରଙ୍କ ଦରମା ବନ୍ଦ କରାଯାଇଛି ା ଏ ନେଇ ଜିଲାପାଳ ହେମକାନ୍ତ ସୟ ବିଭାଗୀୟ ଚିଠି ନଂ. ୮୪୫୯/୨୮ ଅକ୍ଟୋବର ୨୦୨୪…
୨ ଲକ୍ଷ ଟଙ୍କାର ଲେଦର ବ୍ୟାଗ୍ ବ୍ୟବହାରକୁ ନେଇ ମୁହଁ ଖୋଲିଲେ ଜୟା କିଶୋରୀ
କୋଲକାତା,୩୦ା୧୦:ଆଧ୍ୟାତ୍ମିକ ବକ୍ତା ଜୟା କିଶୋରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କୁ ‘ଡିଓର’ ବ୍ରାଣ୍ଡର ଏକ ଦାମୀ ଡିଜାଇନର ଲେଦର ବ୍ୟାଗ୍ ସହ ଦେଖିବାକୁ ମିଳିଥିଲା। ଉକ୍ତ ବ୍ୟାଗ୍ଟି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ହୋଇଥିବା ସହ…
ରୋଗୀଙ୍କୁ ଅଚେତ୍ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…
କୋଲକାତା,୩୦ା୧୦:କୋଲକାତାର ଆର୍.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏହି ଘଟଣାରେ ମୃତା ଡାକ୍ତରଙ୍କ ପରିବାରକୁ ନ୍ୟାୟ ଦାବିରେ ୨ ମାସରୁ ଊର୍ଦ୍ଧ୍ୱ ସମୟ…
ଭବିଷ୍ୟତକୁ ସହଜ କରିବାକୁ ଚାହୁଁଥିଲେ କରନ୍ତୁ ଏହି କାମ
ଆଜି ସାରା ବିଶ୍ୱରେ ବିଶ୍ୱ ସଞ୍ଚୟ ଦିବସ ପାଳନ କରାଯାଉଛି। ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ସଞ୍ଚୟ ବିଷୟରେ ଅବଗତ କରାଇବା। ଆଜିକାଲି ଲୋକଙ୍କ ଖର୍ଚ୍ଚ ବୃଦ୍ଧି ପାଇଛି। ଆଧୁନିକତା ହେତୁ ଲୋକମାନେ ଇଚ୍ଛା ନ ଥାଇ ମଧ୍ୟ…
‘୫ ମାସ ହେଲା ଦଳରେ ଅଣଦେଖା ହେଉଥିଲି’, ବିଜେଡି ଛାଡିଲେ ଶ୍ରେଷ୍ଠ ବିଧାୟିକା ସୁନନ୍ଦା ଦାସ
ବରୀ,୨୯।୧୦: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା…
କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ
ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର ଓ…
ସରକାରଙ୍କ ବଡ଼ ଘୋଷଣା, କମିବ ପେଟ୍ରୋଲ ଦର, ଓଡ଼ିଶାର ଏହିସବୁ ଅଞ୍ଚଳକୁ ମିଳିବ ଲାଭ…
ନୂଆଦିଲ୍ଲୀ,୨୯।୧୦: କମିବ ପେଟ୍ରୋଲ ଓ ଡିଜେଲ ଦର। ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ…
ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ
ପୁରୀ,୨୯ା୧୦(ଅଜିତ୍ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ…
ଦୀପାବଳି ପାଇଁ ଗାଇଡ୍ଲାଇନ୍ ଜାରି କଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ସନ୍ଧ୍ୟା ୭ରୁ…
ଭୁବନେଶ୍ୱର, ୨୯।୧୦ (ବନ୍ଦନା ସେଠୀ)- ଆଲୋକର ପର୍ବ ଦୀପାବଳିକୁ ସୁରକ୍ଷିତ ଭାବେ ପାଳନ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମଙ୍ଗଳବାର ଗାଇଡଲାଇନ ଜାରି କରାଯାଇଛି। ଦୀପାବଳୀରେ ସଂଧ୍ୟା ୭ଟାରୁ ରାତି ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି…
Archives


