ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି
ଭୁବନେଶ୍ୱର,୧।୧: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ…
ବଜାରରେ ଜଳିଗଲା ଚଳନ୍ତା ଗାଡ଼ି
ଲୋଇସିଂହା ୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତା କନ୍ଦାଜୁରୀ ସାପ୍ତାହିକ ବଜାର ନିକଟରେ ବୁଧବାର ମଧ୍ୟାହ୍ନରେ ଏକ ଚଳନ୍ତା ଗାଡ଼ିରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଛି । ଯାନ୍ତ୍ରିକ ତ୍ରୁଟି ଯୋଗୁ ଗାଡ଼ିରେ ନିଆଁ…
ଗମ୍ଭୀର, ରୋହିତ ଶର୍ମାଙ୍କୁ ଟ୍ୟୁସନ୍ କରିବ ବିସିସିଆଇ; ଅଶ୍ବିନୀଙ୍କ ଅବସର ପାଲଟିବ ହଟ୍ ଟପିକ୍
ନୂଆଦିଲ୍ଳୀ,୧।୧: ୨୦୨୪ ବର୍ଷ ଭାରତୀୟ କ୍ରିକେଟ୍ ଦଳ ପାଇଁ ନୈରାଶ୍ୟଜନକ ଫଳାଫଳ ସହିତ ଶେଷ ହୋଇଛି। ଯାହା ଫଳରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ ଯୋଗ୍ୟତା ହରାଇପାରେ। ପ୍ରଥମେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ମାଟିରେ ମୂଳପୋଛ ଏବଂ ପରେ ଆଡିଲେଡ ଏବଂ…
ବିଧାୟକଙ୍କ ନବବର୍ଷ ଶୁଭେଚ୍ଛା ପୋଷ୍ଟର ଚିରିଦେଲେ ଦୁର୍ବୁତ୍ତ
ପାଟଣା,୧।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନବବର୍ଷ ଶୁଭେଚ୍ଛା ବାର୍ତ୍ତା ସମ୍ବଳିତ ପୋଷ୍ଟର ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଲାଗିଥିଲା। ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ଚିରି ଦେଇଛନ୍ତି। ଯାହାକୁ ନେଇ ସ୍ଥାନୀୟ…
ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ…
ନୂଆଦିଲ୍ଲୀ,୧ା୧: ଇଂରାଜୀ ନବବର୍ଷ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା! ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣୁ। ଏହି…
ନୂଆବର୍ଷରେ ବଡ଼ ଅଘଟଣ: ଜଳିପୋଡ଼ି ଛାରଖାର ହେଲା…
କଟକ,୧।୧: କଟକ ଜିଲା ନିଆଳି ମାଧବ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟଇଛି। ନିଆଁରେ ୧୨ ବଖରା ଘର ଜଳି ଯାଇଛି। ନିଆଳି ଥାନା ଅନ୍ତଗର୍ତ ମାଧବ ପଞ୍ଚାୟତ ପ୍ରଧାନ ସାହିରେ ୧୨ଟି ପରିବାରର ଘର ପୋଡି ପାଉଁଶ ହୋଇଯାଇଛି । ଶଟସର୍କିଟ…
ଲକ୍ଷ୍ନୌରେ ଚାଞ୍ଚଲ୍ୟ: ମା’ଙ୍କ ସହ ନିଜ ୪ ଭଉଣୀଙ୍କୁ ବ୍ଲେଡ୍ରେ କାଟି ହତ୍ୟା କଲେ ଭାଇ
ଲକ୍ଷ୍ନୌ,୧।୧: ରାଜଧାନୀ ଲକ୍ଷ୍ନୌର ନାକାସ୍ଥିତ ହୋଟେଲ ଶରଣଜିତରେ ଗୋଟିଏ ପରିବାରର ପାଞ୍ଚଜଣ ମହିଳାଙ୍କ ହତ୍ୟା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ଆଗ୍ରାରେ ରହୁଥିବା ପରିବାର ଏକ ହୋଟେଲରେ ରହୁଥିଲେ। ପୋଲିସର ସୂଚନାନୁସାରେ, ଅର୍ଶଦ ନାମକ ଜଣେ ଯୁବକ ତାଙ୍କ ମା’…
ପୁରୀରେ ଅସମ୍ଭାଳ ଭିଡ଼: ଠେଲାପେଲାର ଭାଙ୍ଗିଲେ ବ୍ୟାରିକେଡ୍
ଭୁବନେଶ୍ୱର,୧।୧(ଅଜିତ୍ କୁମାର ମହାନ୍ତି): ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି । ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ…
୨୦୨୫ରେ ବିନାଶ ହୋଇଯିବ ମଣିଷ! ନୂଆ ବର୍ଷ ଆରମ୍ଭରୁ ଚମକାଇଲା ଭେଙ୍ଗା ବାବାଙ୍କ ଭବିଷ୍ୟବାଣୀ, ଘଟିବ ଏମିତି…
ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗା ୨୦୨୫ରେ ମନୁଷ୍ୟର ବିଲୁପ୍ତ ହେବାର ପୂର୍ବାନୁମାନ କରିଛନ୍ତି, ଯାହା ବର୍ତ୍ତମାନ ଚର୍ଚ୍ଚାରେ ଅଛି। ଅତୀତରେ ତାଙ୍କ ଦ୍ୱାରା କରାଯାଇଥିବା ଅନେକ ଭବିଷ୍ୟବାଣୀ ସତ୍ୟ ହୋଇଛି। ନୂଆ ବର୍ଷ ଆରମ୍ଭ ହୋଇଛି। ଜ୍ୟୋତିଷ ଏବଂ ବିଶେଷଜ୍ଞଙ୍କ…
ଥ୍ୟାଙ୍କ୍ ୟୁ….ପରାଜୟ ପରେ ରୋହିତ ଶର୍ମାଙ୍କ ପୋଷ୍ଟ ହେଉଛି ଭାଇରାଲ୍
ନୂଆଦିଲ୍ଳୀ,୧।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ଖେଳୁଥିବା ଟିମ ଇଣ୍ଡିଆକୁ ମେଲବୋର୍ନରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ପ୍ରଶ୍ନ ଉଠିଥିଲା। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଭାବେ…
ନୂଆବର୍ଷରେ ଅଘଟଣ: ଦୁନିଆକୁ ଜାଣିବା ପୂର୍ବରୁ ଲିଭିଗଲା ଜୀବନ ଦୀପ
କଟକ,୧।୧: କୁନି ଝିଅ ଉପରେ ମାଡ଼ିଗଲା ହାଇୱା। ଏଭଳି ଅଭାବନୀୟ ଘଟଣା ଘଟିଛି ଯୋବ୍ରା ବ୍ୟାରେଜ ନିକଟରେ। ବାଇକ୍କୁ ହାଇୱା ଧକ୍କା ଦେବା ଫଳରେ ଏଭଳି ଘଟଣା ଘଟିଛି। କୁନି ଝିଅଟି ମଉସା ସହ ବାଇକେ୍ର ଯିବା ବେଳେ ହାଇୱା ଧକ୍କା…
ନୂଆବର୍ଷକୁ ଜୋରଦାର୍ ସ୍ବାଗତ: ମନ୍ଦିର-ଚର୍ଚ୍ଚରେ ପ୍ରବଳ ଭିଡ଼
ଦାରିଙ୍ଗବାଡି, ୧।୧ (ଅରୁଣ ସାହୁ): ଇଂରାଜୀ ନୂତନ ବର୍ଷ ବୁଧବାର ବଡ଼ ଧୁମଧାମରେ ପାଳନ କରାଯାଉଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡି, ସିମନବାଡି, ବ୍ରାହ୍ମଣୀଗାଁ, ତାଜୁଙ୍ଗିଆ କାଟିଙ୍ଗିଆ, ସରାମୁଳି, ଦାସିଙ୍ଗବାଡି, ଭ୍ରମରବାଡି, ଶିକରମାହା, ପର୍ତ୍ତମାହା ଆଦି ୨୫ ପଞ୍ଚାୟତ ଅଞ୍ଚଳରେ…
Archives


