ଯାତ୍ରା ସମ୍ପର୍କରେ
ଶ୍ରଦ୍ଧାଙ୍କର ପୁଅ ଦାସିଆ ଓ ତା’ର ସାଙ୍ଗ ସାଲବେଗ ଦିନେ ଶ୍ରଦ୍ଧାଙ୍କୁ ପଚାରିଲେ ଏତେ ପ୍ରକାରର ଯାତ୍ରା କ’ଣ? ହିନ୍ଦୁ ଧର୍ମରେ ବାର ମାସରେ ତେର ଯାତ୍ରା ହେଉଛି। ଯଥା ରଥଯାତ୍ରା, ପାଦୁକାଯାତ୍ରା, ଚଭାଡ଼ି ଯାତ୍ରା, ଧନୁଯାତ୍ରା, ରୁକୁଣା ରଥ ଯାତ୍ରା,…
ପୁଣି ଚାଷକ୍ଷେତକୁ ଫେରିବା
ସାଧାରଣତଃ ଆମେ ଯେବେ କୃଷିର କଥା କହୁ, ସେବେ ଗୋଟେ ରାଷ୍ଟ୍ର ବା ରାଜ୍ୟର ଅର୍ଥନୀତି କଥା ଆଗକୁ ଆସେ। ଆମେ ସବୁବେଳେ ଗୋଟେ କଥା ପଢ଼ିଆସିଛେ ଯେ, କୃଷି ହେଉଛି ରାଜ୍ୟ ଅର୍ଥନୀତିର ମେରୁଦଣ୍ଡ। ଆମକୁ ବୁଝିବାକୁ ହେବ ଯେ…
ପିତୃତ୍ୱ: ଏକ ଆହ୍ବାନ
ମନୁ ସଂହିତାରେ ଉଲ୍ଲେଖ ଅଛି ‘ଉପାଧ୍ୟାୟାତ୍ ଦଶାଚାର୍ଯ୍ୟଃ ଆଚାର୍ଯ୍ୟାଣାଂ ଶତଂ ପିତା’ ଅର୍ଥାତ୍ ଉପାଧ୍ୟାୟଠାରୁ ଆଚାର୍ଯ୍ୟ ଦଶଗୁଣ ଓ ଆଚାର୍ଯ୍ୟଠାରୁ ପିତା ଶହେ ଗୁଣ ବଡ଼। ପଦ୍ମପୁରାଣରେ ପୁଣି କୁହାଯାଇଛି ‘ପିତା ଧର୍ମଃ ପିତା ସ୍ବର୍ଗଃ ପିତା ହିଁ ପରମଂ ତପଃ/…
୨୦୦ ଆପରାଧିକ ମାମଲା, ୧୬୦ ସରକାରୀ ବାବୁ ଗିରଫ
ଭୁବନେଶ୍ୱର,୧ା୧(ସତ୍ୟଜିତ୍ ରାଉତ):ସରକାରୀ ଅର୍ଥ ଆତ୍ମସାତ୍ ହେଉ କିମ୍ବା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ଲାଞ୍ଚ ମାମଲା। ଦୁର୍ନୀତିଗ୍ରସ୍ତ ସରକାରୀ ବାବୁମାନେ ଭିଜିଲାନ୍ସ ଜାଲରେ ଫସିବା ପରେ ସେମାନଙ୍କ କଳାକାରନାମା ପଦାକୁ ଆସୁଛି। ୨୦୨୪ରେ ରାଜ୍ୟ ଭିଜିଲାନ୍ସ ନିର୍ଦ୍ଦେଶାଳୟ ୨୦୦ ଆପରାଧିକ…
ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହେଉଛି ରାଜଧାନୀ
ଭୁବନେଶ୍ୱର,୧।୧(ସୁଚିସ୍ମିତା ସାହୁ):ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ସ୍ଥାନରେ କାନ୍ଥଗୁଡ଼ିକ ପାରମ୍ପରିକ ଚିତ୍ରକଳାରେ ଝଲସୁଛି। ଏଥିରେ ଓଡ଼ିଶାର ଲୋକକଳା, ପରମ୍ପରା, ନୃତ୍ୟ ଭଳି ବିଭିନ୍ନ ପ୍ରକାର ଚିତ୍ରକଳା ଦେଖିବାକୁ ମିଳୁଛି। ଏହି ଚିତ୍ରକଳାଗୁଡ଼ିକରେ ଓଡ଼ିଆ ଅସ୍ମିତା…
ବଢ଼ିଲା ଆଇଟିଆର୍ ଦାଖଲ ସମୟସୀମା
ଭୁବନେଶ୍ୱର,୧ା୧(ଅନୁରାଧା ମହାରଣା): ଇନକମ୍ ଟ୍ୟାକ୍ସ ରିଟର୍ନ (ଆଇଟିଆର) ଦାଖଲ କରିବାର ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଡିସେମ୍ବର ୩୧ ଶେଷ ତାରିଖ ବୋଲି ଘୋଷଣା କରାଯାଇଥିଲା। ତେବେ ବିଭିନ୍ନ ବର୍ଗର କରଦାତାଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ସମୟସୀମାକୁ ଜାନୁୟାରୀ ୧୫ ପର୍ଯ୍ୟନ୍ତ…
ହେମରାଜଙ୍କ ଚମତ୍କାର କଳା ପ୍ରଦର୍ଶନ
ଭୁବନେଶ୍ୱର,୧।୧(ଅଭୟ ଦାଶ): ବର୍ତ୍ତମାନର ଅତ୍ୟାଧୁନିକ ସୁବିଧା ସୁଯୋଗ ଓ ସୋସିଆଲ ମିଡିଆ ଯୁଗରେ ମଧ୍ୟ ଯାଦୁକଳାର ଚାହିଦା ପୂର୍ବ ପରି ରହିଛି ବୋଲି ଡାଇମଣ୍ଡ ଷ୍ଟାର ଯାଦୁଗର ହେମରାଜ ମତପ୍ରକାଶ କରିଛନ୍ତି। ଏପରିକି ଭୁବନେଶ୍ୱରର ରବି ଟକିଜରେ ଜାରି ରହିଥିବା ‘ହେମରାଜ…
ଆଜିଠୁ ଅଚଳ ହେବ ୩ ବର୍ଗର ବ୍ୟାଙ୍କ ଆକାଉଣ୍ଟ: ଆର୍ବିଆଇ
ଭୁବନେଶ୍ୱର,୧ା୧(ଅନୁରାଧା ମହାରଣା): ୨୦୨୫ର ପ୍ରଥମ ଦିନରୁ ବ୍ୟାଙ୍କ କାରବାର ସମ୍ପର୍କିତ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ତେବେ ଜାନୁଆରୀ ପହିଲାରୁ ୩ ପ୍ରକାରର ବ୍ୟାଙ୍କ ଆକାଉଣ୍ଟ ଅଚଳ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବ୍ୟାଙ୍କିଙ୍ଗ…
ଫୋକସ୍ରେ ବିମାନବନ୍ଦର ଏମ୍ବାଙ୍କମେଣ୍ଟ
ସିଓଲ,୧ା୧: ଦକ୍ଷିଣ କୋରିଆ ଜେଜୁ ଏୟାରର ବୋଇଂ ୭୩୭-୮୦୦ ବିମାନ ଦୁର୍ଘଟଣାରେ ସମସ୍ତ ୧୭୫ ଯାତ୍ରୀ ଏବଂ ୪ ଜଣ କ୍ରିଉ ସଦସ୍ୟଙ୍କ ମୃତ୍ୟୁ ଘଟିଥିଲା। ମୃତକମାନଙ୍କ ଚିହ୍ନଟ କାର୍ଯ୍ୟରେ ପୋଲିସ ବ୍ୟସ୍ତ ଥିବାବେଳେ କେଉଁ କାରଣରୁ ଏଭଳି ଭୟାବହ ଦୁର୍ଘଟଣା…
ପାରାଗ୍ଲାଇଡିଂ, ପାରା ଲ୍ୟାଣ୍ଡିଂର ମଜା ନେଉଛନ୍ତି ପର୍ଯ୍ୟଟକ
କୋରାପୁଟ,୧ା୧(ଅମିତାଭ ବେହେରା):କୋରାପୁଟ ଜିଲା ସେମିଳିଗୁଡ଼ାର କୁନ୍ଦୁଲିରୁ କୋଟିଆ ଆଡ଼କୁ ଦେଓମାଳି ପର୍ବତ ରହିଛି। ସମୁଦ୍ର ପତ୍ତନଠାରୁ ୧୬୭୨ ମିଟର ଉଚ୍ଚତାରେ ଥିବା ଏହା ଓଡ଼ିଶାର ଉଚ୍ଚତମ ପର୍ବତ ଶୃଙ୍ଗ। ଏହାର ଜଳବାୟୁ ପରିବେଶପ୍ରେମୀ ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ପର୍ବତ ଉପରେ…
ପାକିସ୍ତାନରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭଗତ ସିଂ ଗ୍ୟାଲେରି
ଲାହୋର, ୧।୧: ପାକିସ୍ତାନର ରାଓ୍ବଲପିଣ୍ଡିସ୍ଥିତ ଐତିହାସିକ ପୁଞ୍ଛ୍ ହାଉସରେ ଥିବା ଭଗତ ସିଂହ ଗ୍ୟାଲେରିକୁ ପର୍ଯ୍ୟଟକଙ୍କ ପାଇଁ ଖୋଲି ଦିଆଯାଇଛି। ଏଥିପାଇଁ ପାକିସ୍ତାନର ପଞ୍ଜାବ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏହି ଗ୍ୟାଲେରିରେ ଭାରତର ସ୍ବାଧୀନତା ସଂଗ୍ରାମୀ ଭଗତ ସିଂଙ୍କର ବିଭିନ୍ନ…
ୟେମେନ୍ରେ କେରଳ ନର୍ସଙ୍କୁ ମୃତ୍ୟୁଦଣ୍ଡ
ନୂଆଦିଲ୍ଲୀ,୧ା୧: ହତ୍ୟା ଅଭିଯୋଗରେ ୟେମେନ୍ରେ ମୃତ୍ୟୁ ଦଣ୍ଡାଦେଶର ସମ୍ମୁଖୀନ ହୋଇଥିବା ଜଣେ ଭାରତୀୟ ନର୍ସଙ୍କୁ ଏହି ଦଣ୍ଡରୁ ମୁକୁଳାଇବା ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି କେନ୍ଦ୍ର ସରକାର ମଙ୍ଗଳବାର କହିଛନ୍ତି। ୟେମେନ୍ ନାଗରିକ ତଲାଲ ଅବ୍ଡୋ ମେହଦିଙ୍କୁ…
Archives


