Home Left

ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ସଂଘ ସଭାପତି ହୃଦୟ ରଞ୍ଜନ ମେକାପଙ୍କ ସଂଯୋଜନାରେ ଆୟୋଜିତ ସଭାରେ…

ମନଇଚ୍ଛା ଲାଗିପାରିବନି ଜାତୀୟ ଚିହ୍ନ

ଭୁବନେଶ୍ୱର,୨୮ା୪ (ରବିନାରାୟଣ ଜେନା): ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନ(ଅଶୋକସ୍ତମ୍ଭ)କୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ। ଯଦି କୌଣସିଠାରେ ଏହାର ଅପବ୍ୟବହାର କରାଯାଉଥିବ ତେବେ ସେଠାରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭାରତର…

୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି

କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ୭ ନଦୀରୁ ଜଳ…

ଭାରତ ସହ ଯୁଦ୍ଧ ନ କରିବା ଭଲ: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି ଉପଦେଶ ଦେଲ ବଡ଼ ଭାଇ

ଇସଲାମାବାଦ୍‌,୨୮।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ସଭାପତି ନୱାଜ ସରିଫଙ୍କୁ ଜାତୀୟ ସୁରକ୍ଷା କମିଟି (ଏନଏସସି) ବୈଠକରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ଭାରତ ସିନ୍ଧୁ ଜଳ ଚୁକ୍ତି (IWT)କୁ ସ୍ଥଗିତ କରିବା ପରେ…

ପାକିସ୍ତାନ ସାହାଯ୍ୟ ମାଗିବା ପରେ Pahalgam Attackକୁ ନେଇ ପ୍ରଥମ ରିଆକ୍ସନ ଦେଲା ଚାଇନା

ବେଜିଂ,୨୮।୪: ପହଲଗାମ ଆକ୍ରମଣ ପରେ ଭାରତ ସିନ୍ଧୁ ନଦୀ ଚୁକ୍ତିନାମାକୁ ସ୍ଥଗିତ ରଖିବା ନେଇ ପାକିସ୍ତାନ ଚିନ୍ତିତ। ଭାରତ ପକ୍ଷରୁ କୌଣସି ପ୍ରକାରର ସାମରିକ କାର୍ଯ୍ୟାନୁଷ୍ଠାନର ସମ୍ଭାବନା ମଧ୍ୟରେ, ପାକିସ୍ତାନ ଅନ୍ୟ ଦେଶଠାରୁ ସାହାଯ୍ୟ ଲୋଡୁଛି। ଏପରି ପରିସ୍ଥିତିରେ ସେ କେତେବେଳେ…

ସୁସ୍ଥ ହୃତ୍‌ପିଣ୍ଡ ଅନ୍ତରାଳେ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ କେବଳ ମସ୍ତିଷ୍କକୁ କ’ଣ, ଶରୀରର କୌଣସି ଅଙ୍ଗ କାର୍ଯ୍ୟକ୍ଷମ ହୋଇପାରିବ ନାହିଁ। ମାତ୍ର…

୪୦ ମିନିଟ ପର୍ଯ୍ୟନ୍ତ ମୋଦି-ରାଜନାଥ ମାରାଥନ ଚର୍ଚ୍ଚା: ହୋଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ହୋଇଥିବା ୪୦ ମିନିଟ ବୈଠକରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ…

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ତ୍ରୁଟି, ଅଭିଯୋଗ ପରେ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୮ା୪: ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଛି। ୧୦ଟି ପ୍ରଶ୍ନରୁ ୧୦ଟି ଯାକ ଭୁଲ୍‌ ଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପରୀକ୍ଷାକୁ…

‘ଭାରତରେ ବିବାହ କରିଛନ୍ତି ୫ ଲକ୍ଷରୁ ଅଧିକ ପାକିସ୍ତାନୀ ଯୁବତୀ’,ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୮।୪: ଭାରତୀୟ ଜନତା ପାର୍ଟି (ଭାଜପା) ଏମପି ନିଶିକାନ୍ତ ଦୁବେ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏକ ବଡ଼ ପ୍ରଶ୍ନ ଉଠାଇଛନ୍ତି। ସେ ପାକିସ୍ତାନର ସେହି ଝିଅମାନଙ୍କ ବିଷୟରେ କହିଥିଲେ ଯେଉଁମାନେ ଭାରତରେ ବିବାହ କରିଛନ୍ତି। ତାଙ୍କ ଅନୁସାରେ, ପାଞ୍ଚ…

ପାକିସ୍ତାନକୁ ଘାରିଲାଣି ଭୟ: ଚାଇନା ପରେ ଏହି ଦେଶକୁ ମାଗିଲା ସାହାଯ୍ୟ

ଇସଲାମାବାଦ୍‌,୨୮।୪: ପହଲଗାମ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତତା ଚରମସୀମାରେ ପହଞ୍ଚିଛି। ଭାରତର ଆକ୍ରମଣ ଭୟରେ ପାକିସ୍ତାନ ବନ୍ଧୁ ଦେଶ ତୁର୍କୀଠାରୁ ସାହାଯ୍ୟ ଲୋଡ଼ିଛି। ତୁର୍କୀର ଏକ C-130 ସାମରିକ ପରିବହନ ବିମାନ ପାକିସ୍ତାନରେ ପହଞ୍ଚିଛି। ପାକିସ୍ତାନୀ ସେନା ଗୁଳିଗୋଳା ଏବଂ…

ପହଲଗାମ ଆତଙ୍କବାଦୀ ଆକ୍ରମଣର ନିରପେକ୍ଷ, ସ୍ବଚ୍ଛ ତଦନ୍ତରେ ଯୋଗଦେବାକୁ ପାକିସ୍ତାନର ପ୍ରସ୍ତାବ

ଇସ୍‌ଲାମାବାଦ/ଲାହୋର୨୮ା୪: ପାକିସ୍ତାନ ପହଲଗାମ ଆତଙ୍କବାଦୀ ଆକ୍ରମଣର ଯେକୌଣସ ‘ନିରପେକ୍ଷ ଏବଂ ସ୍ବଚ୍ଛ’ ତଦନ୍ତରେ ଯୋଗ ଦେବାକୁ ପ୍ରସ୍ତାବ ଦେଇଛି, ଯେଉଁଥିରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା। ପହଲଗାମରେ ଏହି ଦୁଃଖଦ ଘଟଣାର ଏକ ଚିରସ୍ଥାୟୀ ଦୋଷାରୋପ ଖେଳର ଆଉ ଏକ ଉଦାହରଣ,…

Rishabh Pantଙ୍କ ଉପରେ BCCI ଲଗାଇଲା ୨୪ ଲକ୍ଷ ଟଙ୍କାର ଜରିମାନା, ବର୍ତ୍ତି ପାରିଲାନି LSG ଟିମ୍‌

ନୂଆଦିଲ୍ଲୀ,୨୮।୪: ରବିବାର ୱାଙ୍ଖଡେ ଷ୍ଟାଡିୟମରେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ମୁମ୍ବାଇ ଇଣ୍ଡିଆନ୍ସଠାରୁ ୫୪ ରନରେ ପରାସ୍ତ ହୋଇଥିଲା। ଏହି ମ୍ୟାଚ ପରେ ଲକ୍ଷ୍ନୌର ଅଧିନାୟକ ରିଷଭ ପନ୍ତଙ୍କୁ ଆଉ ଏକ ଝଟକା ଲାଗିଲା। BCCI ପନ୍ତଙ୍କ ଉପରେ ୨୪ ଲକ୍ଷ ଟଙ୍କାର ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?