Home Left

ୟୁକ୍ରେନ୍‌କୁ ୧୪୯ ଡ୍ରୋନ୍‌ ଛାଡ଼ିଲା ରୁଷିଆ

କିଭ୍‌,୨୮ା୪: ରୁଷିଆ ପକ୍ଷରୁ ରବିବାର ଭୋର ସମୟରେ ୟୁକ୍ରେନ୍‌ ଉପରେ ୧୪୯ ଡ୍ରୋନ୍‌ ଛଡ଼ାଯାଇଛି। ଖେର୍‌ସନ ସହରରେ ହୋଇଥିବା ଏହି ଆକ୍ରମଣରେ ଅନୂ୍ୟନ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ ହୋଇଛନ୍ତି। ତେବେ ସେଥିରୁ ୫୭ଟିକୁ ଖସାଇ ଦିଆଯାଇଥିବାବେଳେ ଅନ୍ୟ…

ପରିବେଶ ପାଇଁ ଅନୁକୂଳ ହେନ୍ତାଳ ଜଙ୍ଗଲ ସୃଷ୍ଟି

ମହାକାଳପଡ଼ା,୨୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନରେ ପରିବେଶ ବିଜ୍ଞାନୀମାନଙ୍କ ଚିନ୍ତା ବଢ଼ାଇଛି। ପୂର୍ବ ଅପେକ୍ଷା ପରିବେଶ ବିଗିଡ଼ିବାରେ ଲାଗିଛି। ଗ୍ରୀନ୍‌ଲ୍ୟାଣ୍ଡରୁ ବରଫ ତରଳି ସମୁଦ୍ର ଜଳ ପତ୍ତନ ବୃଦ୍ଧି, ମୃତ୍ତିକା ଓ ଜଙ୍ଗଲ ଅବକ୍ଷୟ, ବୃହତ୍‌ ଜଙ୍ଗଲ ସହିତ ପାହାଡ଼ରେ…

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯିବା ସହ ହରିବୋଲ, ହୁଳହୁଳିରେ ପରିବେଶ ପ୍ରକମ୍ପିତ ହୋଇଥିଲା। ଏଥିରେ ଅତିଥି ଭାବେ ଯୋଗଦେଇଥିବା…

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସହରର ସମସ୍ତ ପରିବାର ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ମାଁ ମାହେଶ୍ୱରୀ ଦେବୀ ପୀଠ, ଲାଉନସରାର…

ପାକିସ୍ତାନ ସୁପର ଲିଗରେ ସାମିଲ ଥିବା ୨୩ ଭାରତୀୟ ସ୍ବଦେଶ ଫେରିଲେ

କରାଚୀ,୨୭ା୪: ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରଡକଶନ ଓ ବ୍ରଡକାଷ୍ଟ ଦଳର ଅଂଶଥିବା ୨୩ ଭାରତୀୟଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପହଞ୍ଚାଇବା ଲାଗି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ ରବିବାର ବ୍ୟବସ୍ଥା କରାଯାଇଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦୁଇ…

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ ଏସିଆନ ଭଲିବଲ୍‌ ଟୁର୍ନାମେଣ୍ଟରୁ ଭାରତ ଓହରିଯାଇଛି। ପାକିସ୍ତାନ ଭଲିବଲ୍‌ ଫେଡେରେଶନ (ପିଭିଏଫ୍‌) ତରଫରୁ ରବିବାର…

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା ବିଏସଏଫ (ସୀମା ସୁରକ୍ଷା ବାହିନୀ) ଯବାନ ପୂର୍ଣ୍ଣମ କୁମାର ଶାୱଙ୍କୁ ପାକିସ୍ତାନ ଦ୍ୱାରା ଅଟକ…

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ। ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ ହେବା ଘଟଣାକୁ ନେଇ ତୁମ୍ବି ତୋଫାନ ଥମି ନ ଥିବା ବେଳେ ରବିବାର ଗେଲପୁରସ୍ଥିତ…

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର ଭାରତରେ ଦୁଃଖ ଓ କ୍ଷୋଭର ବାତାବରଣ ଦେଖାଦେଇଛି। ଏହି ଘଟଣାକୁ ନେଇ ଭାରତୀୟ ମୁସଲମାନ…

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାରୁ ଭାରତରେ ପାକିସ୍ତାନ ବିରୋଧରେ କ୍ଷୋଭ…

ମଦ ବିରୋଧରେ ତାତିଲେ ମହିଳା

କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା ବୁଡାକଟା ଗ୍ରାମରେ ସମ୍ପୂର୍ଣ୍ଣ ଭାବେ ମଦ ବନ୍ଦ କରିବା ପାଇଁ ନାରା ଦେଇଥିଲେ। ବୁଦ୍ଧିଜୀବୀ…

Recharge Plan: ଥରେ ରିଚାର୍ଜ କଲେ ୨୦୨୬ଯାଏ ପୁରା ଫ୍ରି, ଦିନକୁ ମିଳିବ ୨.୫ଜିବି ଡାଟା

ଯଦି ଆପଣ ୨୮, ୫୬ କିମ୍ବା ୮୪ ଦିନର ଭ୍ୟାଲିଡିଟି ସହିତ ରିଚାର୍ଜ ପ୍ଲାନ ନେବାକୁ ଚାହୁଁନାହାଁନ୍ତି ଏବଂ ବାରମ୍ବାର ରିଚାର୍ଜ କରିବାର ଅସୁବିଧା ଚାହୁଁନାହାଁନ୍ତି, ତେବେ ଏକ ଲମ୍ବା ଭ୍ୟାଲିଡିଟି ରିଚାର୍ଜ ପ୍ଲାନ ଆପଣଙ୍କ ପାଇଁ ସର୍ବୋତ୍ତମ ହୋଇପାରେ। ଆପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?