Home Left

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତକଙ୍କ ବୟସ ୨୫ ବର୍ଷ ହୋଇଥିବା ଅନୁମାନ କରାଯାଉଥିବା ବେଳେ…

Pakistan: ଦିଲ୍ଲୀରେ ହଲଚଲ: ଯେକୌଣସି ମୂହୁର୍ତ୍ତରେ ହେବ ଆକ୍ସନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦିଲ୍ଲୀରେ ଏହାର ପ୍ରତିକ୍ରିୟା ସ୍ବରୂପ ଏକ ଉଚ୍ଚସ୍ତରୀୟ…

IPLରେ ବୁମରାଙ୍କ ଆଉ ଏକ ସଫଳତା

ମୁମ୍ବାଇ,୨୭ା୪: ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ତଥା ଭାରତୀୟ ଦଳର ପ୍ରିମିୟର ପେସର ଯଶପ୍ରୀତ ବୁମରା ତାଙ୍କ ଉଲ୍ଲେଖନୀୟ କ୍ୟାରିୟରରେ ଆଉ ଏକ ସଫଳତା ଯୋଡ଼ିଛନ୍ତି। ସେ ରବିବାର ମୁମ୍ବାଇ ଫ୍ରାଞ୍ଚାଇଜର ସବୁଠୁ ସଫଳ ବୋଲର ହେବାର ସଫଳତା ହାସଲ କରିଛନ୍ତି। ଲକ୍ଷ୍ନୌ ସୁପର…

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଛି। ପଣ୍ଡିତ ସମ୍ଭବ ତ୍ରିପାଠୀ ଏବଂ ଲକ୍ଷ୍ମୀ ନାରାୟଣ ଦାସଙ୍କ ମିଳିତ ପୌରହିତ୍ୟରେ…

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ ୨୯ ତାରିଖରେ ଭୁବନେଶର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ।…

ସମାନ କାମକୁ ସମାନ ଦରମା ଦିଆଯାଉ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀରେ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବା…

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍‌ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହାସହ, ଇ-କମର୍ସ କମ୍ପାନୀଗୁଡ଼ିକର ଅନିୟମିତ କାର୍ଯ୍ୟକଳାପ ଉପରେ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର, ଅଗ୍ରାଧିକାର ଭିତ୍ତିରେ ଚାଷକୁ ମାଡ଼ିବ ପାଣି

ଯୋଡ଼ା,୨୭ା୪(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକଠାରେ ନିର୍ମାଣାଧୀନ ଓଡ଼ିଶାର ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପର ନିର୍ମାଣ ସମୟରେ ଡିପ୍ଲିସନ ସୁଇଚ ନିର୍ମାଣ ହେଉଥିବା ବେଳେ ରେଙ୍ଗାଲି ଡ୍ୟାମରୁ ଜଳ ପ୍ରବାହକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରି ରଖାଯାଇଛି। ଫଳରେ ଯୋଡ଼ା…

ଧମକ ଦେଇ ଥରିଲେ ବିଲୱାଲ, ରାତି ଅଧରେ ପାକିସ୍ତାନ ଛାଡି କାନାଡା ପଳାଇଲେ…

ଇସଲାମବାଦ,୨୭।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରି ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହାକୁ ନେଇ ପଡ଼ୋଶୀ ଦେଶରେ ଆତଙ୍କ ଦେଖାଦେଇଛି ଏବଂ ଲୋକମାନେ ଭୟରେ…

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ ଉପସ୍ବାସ୍ଥ୍ୟକେନ୍ଦ୍ର କେସିଙ୍ଗାର ଜନୈକ ଠିକାଦାରଙ୍କ ଦ୍ୱାରା ନିର୍ମାଣ ଚାଲିଛି। ଉକ୍ତ କେନ୍ଦ୍ରର ଫାଉଣ୍ଡେଶନଠାରୁ ଛାତର…

ଓଡ଼ିଶା ଛାଡିବେ ପାକିସ୍ତାନୀ ନାଗରିକ: ଯେଉଁମାନେ ଛାଡିବେନି ଭାରତ, ସେମାନଙ୍କ ସହ କ’ଣ କରିବେ ଭାରତ ସରକାର?

ନୂଆଦିଲ୍ଲୀ,୨୭।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ହୋଇଥିବା ବିଭତ୍ସ ହତ୍ୟାରେ ସାରା ଦେଶ ସ୍ତମ୍ଭୀଭୂତ ହୋଇଯାଇଛି। କାରଣ ହତ୍ୟା ସାଧାରଣ ନାଗରିକ ଯେଉଁମାନେ ପର୍ଯ୍ୟଟକଭାବେ ଛୁଟି କଟାଇବାକୁ ଯାଇଥିଲେ, ସେମାନଙ୍କୁ ହତ୍ୟା କରାଯାଇଛି। ଏହାପରେ ଭାରତ ସରକାର ଭାରତରେ ଥିବା…

ତାଣ୍ଡବ ରଚିଲା କାଳବୈଶାଖୀ: କୁଆପଥର ମାଡ଼ରେ ଧାନଫସଲ ନଷ୍ଟ, ବିଦ୍ୟୁତ୍‌ ସେବା ବନ୍ଦ

\ନୂଆପଡ଼ା,୨୭।୪(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଳକ ଅଧୀନ ବୁଦ୍ଧିକୋମନା ପଞ୍ଚାୟତର ପଣ୍ଡରାପଥର ଏବଂ ସ୍ଥାନୀୟ ଆଖପାଖ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କୁଆପଥର ମାଡ଼ ସହ ବର୍ଷା ପବନରେ ଚାଷୀଙ୍କ ଧାନ ଫସଲ ନଷ୍ଟ ହୋଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?