Home Left

୫୦ ଟଙ୍କା ପାଇଁ ଲକ୍ଷେ ୨୦ ହଜାର ତଣ୍ଡ ଗଣିବେ ବିଦେଶୀ ମଦ ଦୋକାନୀ

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ):  ୫୦ଟଙ୍କା ପାଇଁ ଜଣେ ମଦ ଦୋକାନୀ ଲକ୍ଷେ ୨୦ହଜାର ଟଙ୍କା ତଣ୍ଡ ଗଣିବେ। ଖାଉଟି ଅଦାଲତଙ୍କ ଦ୍ୱାରା ରବିବାର ପ୍ରକାଶ ପାଇଥିବା ଏଭଳି ରାୟ ନୂଆପଡ଼ା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଜିଲା ସଦର ମହକୁମାସ୍ଥିତ ବିଜୁ…

କ୍ରିପ୍ଟୋ କରେନ୍ସି ନାଁରେ ୧ ଲକ୍ଷ ଠକେଇ

ବ୍ରହ୍ମପୁର,୩୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): କ୍ରିପ୍ଟୋ କରେନ୍ସି ନାଁରେ ବ୍ରହ୍ମପୁରର ଜଣେ ଯୁବକଙ୍କଠାରୁ ଟଙ୍କା ଠକେଇ ହୋଇଛି। ସାଇବର ଠକ ପ୍ରାୟ ୧ ଲକ୍ଷ ଟଙ୍କା ଠକି ନେଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି । ବ୍ରହ୍ମପୁର ହାତୀବନ୍ଧ ସାହିର ଜଣେ ଯୁବକ…

ଦିଲ୍ଲୀ ପ୍ୟାରେଡ଼ରେ ଯୋଗଦେବେ ସୁମେଶ

ଗଞ୍ଜାମ,୩୦ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ସିନିୟର୍‌ ଡିଭିଜନ ନାଭାଲ ଏନ୍‌ସିସି କ୍ୟାଡେଟ ସୁମେଶ ପଲାଇ ଦିଲ୍ଲୀ ଜନପଥରେ ଅନୁଷ୍ଠିତ ହେବାକୁ ଥିବା ୨୦୨୫ ପ୍ୟାରେଡ଼ରେ ଭାଗ ନେବା ନିମନ୍ତେ ସୋମବାର ସକାଳୁ ଭୁବନେଶ୍ୱରରୁ ବାହାରି ଦିଲ୍ଲୀ ଏନ୍‌ସିସି ମୁଖ୍ୟାଳୟରେ ପହଞ୍ଚତ୍ଛନ୍ତି। ଓଡ଼ିଶା…

ମନମୋହନଙ୍କୁ ନେଇ ସାରା ଦେଶ ଶୋକ ପାଳୁଥିବା ବେଳେ ଭିଏତନାମ ଗଲେ ରାହୁଲ ଗାନ୍ଧୀ, କଟାକ୍ଷ କଲା ଭାଜପା

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ସୋମବାର ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମାଲୋଚନା କରିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକର କିଛି ଦିନ ପରେ ନୂଆ ବର୍ଷକୁ ସ୍ବାଗତ କରିବାକୁ ରାହୁଲ ଭିଏତନାମ ଯାଇଛନ୍ତି। ଏପରି…

ଫୁଲଟସ୍‌ ବଲ୍‌ରେ ଛକା ମାରି ଟଳିପଡ଼ିଲେ…କ୍ରିକେଟ ମଇଦାନରେ ଖେଳାଳିଙ୍କ ଦୁଃଖଦ ମୃତ୍ୟୁ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ରର ଜଲନା ସହରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଖ୍ରୀଷ୍ଟମାସ ଅବସରରେ ‘ଫ୍ରେସର ବଏଜ’ ଗ୍ରାଉଣ୍ଡରେ ଏକ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ କରାଯାଇଥିଲା। ଖେଳ ସମୟରେ ଜଣେ କ୍ରିକେଟର ଛକା ମାରିବା ମାତ୍ରେ ସେ ହଠାତ୍‌ ତଳେ ପଡ଼ିଯାଇ…

ଗୋଟିଏ ଛୋଟ ପକ୍ଷୀ କିଭଳି ବିମାନ ଦୁର୍ଘଟଣାର କାରଣ ପାଲଟିଥାଏ? ବନ୍ଧୁକ ଗୁଳିଠାରୁ ଅଧିକ ଘାତକ

ଚଳିତ ବର୍ଷ ସବୁଠାରୁ ଦକ୍ଷିଣ କୋରିଆରେ ଏଯାବତର ସବୁଠାରୁ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି।  ଜେଜୁ ଏୟାରଲାଇନ୍ସର ବିମାନ ବ୍ୟାଙ୍କକ୍‌ରୁ ଉଡ଼ାଣ ଭରିବା ପରେ ମୁଆନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ନିୟନ୍ତ୍ରଣ ହରାଇଥିଲା। ବିମାନଟି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ  ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ…

ବିକ୍ରି ହୋଇପାରୁନି ଧାନ, ପାଠପଢା ଛାଡ଼ି ଧାରଣାରେ ବସିଲେ ମାଟ୍ରିକ ଛାତ୍ର

ବରଗଡ଼,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ କୃଷିପ୍ରଧାନ ଜିଲା। କୃଷି ହିଁ ଜିଲାବାସୀଙ୍କ ଜୀବନ ଜୀବିକା। କୃଷିକ୍ଷେତ୍ରରେ ବାଧା ଉପୁଜିଲେ ଜିଲାବାସୀଙ୍କ ଜନଜୀବନ ମଧ୍ୟ ପ୍ରଭାବିତ ହୋଇଥାଏ। ଏଭଳି ଏକ ନିଚ୍ଛକ ଦୃଶ୍ୟ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଦେଖିବାକୁ ମିଳିଛି। ସୋହେଲା…

ଶୀଘ୍ର କରିନିଅନ୍ତୁ କାମ, ଜାନୁଆରୀରେ ଏତିକି ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୩୦।୧୨: ଆଉ ଦିନକ ପରେ ୨୦୨୫ ବର୍ଷ ଆରମ୍ଭ ହେବ । ପ୍ରତିମାସ ଭଳି ୨୦୨୫ ଜାନୁଆରୀରେ ୧୫ ଦିନ ବ୍ୟାଙ୍କ ବନ୍ଦ ରହିବ । ଯଦି ଆପଣଙ୍କର ଜରୁରୀ ବ୍ୟାଙ୍କ କାମ ରହିଛି, ତେବେ ଛୁଟି ତାଲିକା ବିଷୟରେ ଜାଣିନେବା…

ଓ୍ବାୟନାଡ଼ରେ କଂଗ୍ରେସର ଅଡ଼ୁଆ ବଢ଼ିଲା, ୨ଜଣଙ୍କ ଆତ୍ମହତ୍ୟାକୁ ନେଇ କାହିଁକି…

ନୂଆଦିଲ୍ଲୀ,୩୦।୧୨: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିଧାନସଭା କ୍ଷେତ୍ର ଓ୍ବାୟନାଡ଼ରେ କଂଗ୍ରେସର ଅଡୁଆ ବଢ଼ିଛି। ଏହାର କାରଣ ହେଉଛି ଓ୍ବାୟନାଡ଼ରେ ଜଣେ ସ୍ଥାନୀୟ କଂଗ୍ରେସ ନେତା ଏବଂ ତାଙ୍କ ପୁଅ ଆତ୍ମହତ୍ୟା କରିବା। ଆତ୍ମହତ୍ୟା କରିଥିବା ନେତାଙ୍କ ନାମ…

ଟ୍ରଲର ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୩୦।୧୨( ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ନିକଟରେ ଏକ (ଓଡି-ଜିର-୯-ଭି-୮୯୬୯)୧୬ଚିକିଆ ଟ୍ରଲର ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।ମୃତକ ଜଣଙ୍କ ହେଲେ ତେଲେକୋଇ ବ୍ଲକ ଅନ୍ତର୍ଗତ ରେକୁଟି ଗ୍ରାମର ବିତ୍ୟାନନ୍ଦ ଦେହୁରୀଙ୍କ…

ଦିଲ୍ଲୀ ସାଧାରଣତନ୍ତ୍ର ଦିବସରେ ଅଭିନୟ ପାଇଁ ମନୋନୀତ ହେଲେ ବୃନ୍ଦାବନ ସାଂକୃତିକ ଅନୁଷ୍ଠାନର କଳାକାର

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଷାଠିଏ ଜଣ କଳାକାର କେନ୍ଦ୍ର ସଂସ୍କୃତି ବିଭାଗ ଓ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ସାଧାରଣ ତନ୍ତ୍ର ଦିବସରେ କର୍ତ୍ତବ୍ୟ ପଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri