Home Left

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି । NEET UG ୨୦୨୬ ପରୀକ୍ଷାକୁ ନେଇ ଦେଖାଯାଇଥିବା ବିବାଦ ମଧ୍ୟରେ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ଜନସଚେତନତା ଓ ସକାରାତ୍ମକ ପଦକ୍ଷେପର ଆବଶ୍ୟକତା ରହିଛି ବୋଲି ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ ବିଶ୍ୱାସ ରହିଛି ଯେ ଏହି ମାସରେ ମାଂସ-ମାଛ ଏବଂ ମଦ ସେବନ କରାଯିବା…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ ଦାରିଙ୍ଗବାଡ଼ି ପୋଲିସ ତଦନ୍ତକୁ ତ୍ୱରାନ୍ବିତ କରିଛି। ଲୁଟ୍‌ ଖବର ପାଇବା ପରେ ଆଇଆଇସି…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ ଏବଂ ମୂର୍ତ୍ତିମନ୍ତ ପ୍ରତୀକ। ବର୍ଷା, ଖରା କିମ୍ବା ଶୀତ କାକର କୌଣସି ପ୍ରତିକୂଳ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି ଆଜି ବି ଦୁର୍ଗମ ଅଞ୍ଚଳରେ ମୌଳିକ ଭିତ୍ତିଭୂମିର ଅଭାବ ଯୋଗୁ ଲୋକେ ନାହିଁ…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଟେଷ୍ଟ ସିରିଜ ଅଗଷ୍ଟ ୧୫ରେ ଆରମ୍ଭ ହେବ, ପ୍ରଥମ ମ୍ୟାଚ ଗାଲେରେ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ, MI ପାଞ୍ଚଟି ଟ୍ରଫି ଜିତିଥିଲା, କିନ୍ତୁ ତାଙ୍କୁ ହଠାତ ହଟାଇ ଦିଆଯାଇଥିଲା ଏବଂ…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା ଅନ୍ତର୍ଗତ ଫଟାମୁଣ୍ଡI ଗ୍ରାମର ଭବାନୀ ଶଙ୍କର ସା (୩୪)। ସୂଚନାନୁସାରେ, ବିଶ୍ୱନାଥପୁର ଥାନାରେ…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ରୁପା, ନଗଦ ଟଙ୍କା ଆଦି ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ ଗ୍ରାମରେ ଜୋରସୋରରେ ଧାନ ରୁଆ ବେଉଷଣ ସାଙ୍ଗକୁ କପା ଜମିରେ ହୁଡ଼ା ଦିଆ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସହଯୋଗୀମାନେ ଇରାନ ସହିତ ପାଞ୍ଚ ମାସ ଧରି ଚାଲିଥିବା ସଂଘର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?