ଶାବର ଶ୍ରୀକ୍ଷେତ୍ରରେ ପହଞ୍ଚିଲା ଶାଳଗ୍ରାମ: ଭକ୍ତଙ୍କ ଦର୍ଶନ ପାଇଁ…
କୋରାପୁଟ,୩୦।୧୨(ଅମିତାଭ ବେହେରା):କୋରାପୁଟ ଶାବର ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ଶାଳଗ୍ରାମ ପହଞ୍ଚିଛି। ଗଞ୍ଜାମର ପି. ଗୋପାଳ କ୍ରିଷ୍ଣା ଏହା ଦାନ କରିଛନ୍ତି। କୋରାପୁଟ ଅତିଥିଭବନ ଠାରୁ କୀର୍ତ୍ତନ କରି ଶାଳଗ୍ରାମକୁ ଜଗନ୍ନାଥ ମନ୍ଦିରରେ ରଖାଯାଇଛି। ଏହାଦ୍ବାରା କୋରାପୁଟବାସୀଙ୍କର ଉତ୍ତୋରତ୍ତର ଉନ୍ନତି ହେବ ବୋଲି…
ଜାତୀୟ ସୁରକ୍ଷା ପ୍ରତି ବିପଦ! କେମିତି ଆସୁଛନ୍ତି ବାଂଲାଦେଶ ଅନୁପ୍ରବେଶକାରୀ, ରହୁଛନ୍ତି କେଉଁ ରାଜ୍ୟରେ ଜାଣନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଆସନ୍ତା ବର୍ଷ ଦେଶର ରାଜଧାନୀ ଦିଲ୍ଲୀରେ ନିର୍ବାଚନ ଅନୁଷ୍ଠିତ ହେବ। ଦିଲ୍ଲୀ ବିଧାନସଭା ନିର୍ବାଚନ ସମୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପ୍ରସଙ୍ଗ କ୍ରମାଗତ ଭାବେ ଉଠିଛି। ଅଭିଯୋଗ ହେଉଛି ଯେ ବାଂଲାଦେଶୀ ଅନୁପ୍ରବେଶକାରୀମାନେ ଦିଲ୍ଲୀର ଭୋଟର ହୋଇଛନ୍ତି। ଏହି ପ୍ରସଙ୍ଗରେ ଭାଜପା…
ପର୍ଯ୍ୟଟକଙ୍କ ଭିଡ଼, ଅଳିଆ ଗଦାରେ ଦାରିଙ୍ଗବାଡି:ସ୍ବଚ୍ଛତାକୁ ନେଇ ଉଠିଲା ପ୍ରଶ୍ନ
ଦାରିଙ୍ଗବାଡି,୩୦।୧୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଥିବା ବ୍ଲକ ପ୍ରଶାସନ ପକ୍ଷରୁ ଜଣାପଡିଛି। ତେବେ ପର୍ଯ୍ୟଟକଙ୍କ ପ୍ରଚଣ୍ଡ ଭିଡ଼ ଯୋଗୁ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ପରିସର ଓ ବାହାରେ କୁଢ଼କୁଢ଼ ଅଳିଆ ଗଦା ଦେଖିବାକୁ ମିଳିଛି।…
ପାକିସ୍ତାନ କ୍ରିକେଟର୍ଙ୍କୁ ପଛରେ ପକାଇଦେଲେ ବୁମ୍ରା: କଲେ ବିରାଟ ରେକର୍ଡ
ମେଲବୋର୍ନ,୩୦।୧୨: ଜସପ୍ରୀତ ବୁମ୍ରା କ୍ରିକେଟରେ ନୂଆ ରେକର୍ଡ ସୃଷ୍ଟି କରୁଛନ୍ତି। ଏବେ ସେ ପାକିସ୍ତାନୀ କିମ୍ବଦନ୍ତୀ ଶୋଏବ ଅଖତରଙ୍କ ରେକର୍ଡ ଭାଙ୍ଗିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଇନିଂସରେ ବୁମରା ୫ଟି ଉଇକେଟ ନେଇଥିଲେ, ଯାହା ତାଙ୍କ ଟେଷ୍ଟ କ୍ୟାରିୟରର ୧୩ତମ ଥିଲା।…
ଉପମୁଖ୍ୟମନ୍ତ୍ରୀଙ୍କୁ ଦେଖି ଭୋ ଭୋ ହୋଇ କାନ୍ଦିଲେ ଚାଷୀ….ମିଳିଲା ଏମିତି ଜବାବ
ଧାମନଗର/ବନ୍ତ,୩୦ା୧୨ (ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ/ହରିନାରାୟଣ ମହାନ୍ତି) ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ଧାମନଗର ଓ ବନ୍ତ ବ୍ଲକରେ ଅଦିନିଆ ବର୍ଷାରେ ଧାନଚାଷ କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ବିଶେଷକରି ଅମଳକ୍ଷମ ପାଚିଲା ଧାନ ଅଦିନିଆ ବର୍ଷାରେ…
ବିବାହ ପାଇଁ ଜିଦ୍ କରିବାରୁ ମହିଳାଙ୍କ ତଣ୍ଟି ଚିପିଦେଲେ ପ୍ରେମିକ: ବାନ୍ଧିଲା ପୋଲିସ
ଆନନ୍ଦପୁର,୩୦।୧୨(ସୁଶାନ୍ତ କୁମାର ସାହୁ/ ଉମେଶ ଚନ୍ଦ୍ର ପାଢ଼ୀ):କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ଭାସୁଥିବା ଅବସ୍ଥାରେ ମହିଳାଙ୍କ ମୃତଦେହ ପୋଲିସ ଶନିବାର ରାତିରେ ଜବତ କରିଥିଲା। ଘଟଣାକୁ ୨୪ ଘଣ୍ଟା ନ ପୂରୁଣୁ ଆନନ୍ଦପୁର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…
ସଞ୍ଜୟ ଶତପଥୀ ଥିଲେ ପରଶମଣି
ଭବାନୀପାଟଣା,୩୦।୧୨(ଉତ୍ତମ କୁମାର ଦାଶ):ପ୍ରଫେସର ସଞ୍ଜୟ ଶତପଥୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ସେ ଥିଲେ ଏକାଧାରରେ କବି, ଗୀତିକାର, ପ୍ରାବନ୍ଧିକ, ପ୍ରବଚକ, ସଙ୍ଗଠକ, ଗବେଷକ, ପ୍ରଶାସନିକ ଅଧିକାରୀ, ସୁବକ୍ତା, କଣ୍ଠଶିଳ୍ପୀ, ଉଦଘୋଷକ, ଆଧ୍ୟାତ୍ମିକବାଦୀ, ଛାତ୍ର ଉତ୍ସଳ, ଏନସିସିର କର୍ଣ୍ଣେଲ, ମାନବ ପ୍ରେମୀ,…
ଘରୋଇ ବ୍ୟାଙ୍କରୁ ମୁହଁ ଫେରାଉଛନ୍ତି କର୍ମଚାରୀ
ଭୁବନେଶ୍ୱର,୩୦ା୧୨(ଅନୁରାଧା ମହାରଣା): ଘରୋଇ ବ୍ୟାଙ୍କଗୁଡ଼ିକରେ ଚାକିରି ତ୍ୟାଗ ଓ ପରିବର୍ତ୍ତନକାରୀ କର୍ମଚାରୀଙ୍କ ସଂଖ୍ୟା ହାରରେ ପ୍ରାୟ ୨୫ ପ୍ରତିଶତ ବୃଦ୍ଧି ଘଟିଛି। କର୍ମଚାରୀଙ୍କ ଘରୋଇ ବ୍ୟାଙ୍କରୁ ଏପରି ମୁହଁ ଫେରାଇ ନେବା ଦ୍ୱାରା କାର୍ଯ୍ୟ ସମ୍ପାଦନରେ ବିପଦ ସୃଷ୍ଟି ହେବା ନେଇ ଆଶଙ୍କା…
ଭୁବନେଶ୍ୱରରେ ସ୍କୋଡାର ଇଣ୍ଡିଆ ଡ୍ରିମ୍ ଟୁର୍ ଟିମ୍
ଭୁବନେଶ୍ୱର,୩୦।୧୨: ସ୍କୋଡା ଅଟୋ ଇଣ୍ଡିଆର ନୂତନ ଅଭିଯାନ ‘ଇଣ୍ଡିଆ ଡ୍ରିମ୍ ଟୁର୍’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସର୍ବଭାରତୀୟ କାର୍ଯ୍ୟକ୍ରମ ବ୍ରାଣ୍ଡ୍ର ନୂତନ ମଡେଲ ‘ସ୍କୋଡା କ୍ୟାଲାକ’ର ପ୍ରଚାର ଓ ପ୍ରସାର ସାଙ୍ଗକୁ ମଡେଲର ଆଭିମୁଖ୍ୟ ଓ ବିଶେଷତ୍ୱ ସମ୍ପର୍କରେ ଅବଗତ…
ନଭେମ୍ବରରେ ରପ୍ତାନି କ୍ଷେତ୍ରର ବୃଦ୍ଧି ୬୪.୪%
ନୂଆଦିଲ୍ଲୀ,୩୦।୧୨: କ୍ରମାଗତ ଭାବେ ଘରୋଇ ବଜାର ରପ୍ତାନି କ୍ଷେତ୍ରର ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହୋଇଥିବା ବାଣିଜି୍ୟକ ଚୁକ୍ତି ଅନୁଯାୟୀ ଭାରତ ୨୦୨୪ ନଭେମ୍ବର ମଧ୍ୟରେ ଅଷ୍ଟ୍ରେଲିଆକୁ ରପ୍ତାନି କରିଥିବା ସାମଗ୍ରୀ ପରିମାଣ ୬୪.୪% ବୃଦ୍ଧି ପାଇଁ…
ରିହର୍ସାଲରୁ ଦୃଶ୍ୟାଭିନୟ ଝଲକ
ବରଗଡ଼,୩୦।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୫ ଦିନ ବାକି ରହିଲା। ମହୋତ୍ସବକୁ ଉପଭୋଗ କରିବା ପାଇଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ, ଉଦ୍ଦୀପନା ଦେଖାଯାଇଛି। ସେହିପରି କଳାକାରମାନେ ମଧ୍ୟ ଅନ୍ୟବର୍ଷ ତୁଳନାରେ ଏଥର ନିଖୁଣ…
ରାମଚରଣଙ୍କ ୨୫୬ ଫୁଟ ଉଚ୍ଚ କଟ୍ଆଉଟ
ହାଇଦ୍ରାବାଦ: ସାଉଥ୍ ସୁପରଷ୍ଟାର ରାମଚରଣଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗେମ୍ ଚେଞ୍ଜର’ ଆସନ୍ତା ଜାନୁଆରୀ ୧୦ରେ ରିଲିଜ୍ ହେବାକୁ ଯାଉଛି। ଶଙ୍କର ସନ୍ମୁଗମଙ୍କ ନିର୍ଦ୍ଦେଶିତ ଏହି ପଲିଟିକାଲ ଡ୍ରାମା ଫିଲ୍ମରେ ରାମଚରଣ ଡବଲ ରୋଲ କରୁଥିବାର ନଜରକୁ ଆସିବେ। ରବିବାର ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡ଼ାଠାରେ…
Archives


