Home Left

୯୦ ଦେଶ ଭ୍ରମଣ କରିଛନ୍ତି ୧୯ ବର୍ଷୀୟା ସୋଫିଆ

ନ୍ୟୁୟର୍କ: ୧୯ ବର୍ଷୀୟା ଆମେରିକୀୟ କଣ୍ଟେଣ୍ଟ୍‌ କ୍ରିଏଟର ସୋଫିଆ ଲି ବର୍ତ୍ତମାନ ସୁଦ୍ଧା ୯୦ଟି ଦେଶ ଭ୍ରମଣ ଶେଷ କରି ସମସ୍ତଙ୍କୁ ଚକିତ କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ସବୁଠୁ କମ୍‌ ବୟସ୍କ…

କଳାହାଣ୍ଡି ଚାଷୀଙ୍କୁ ପ୍ରଶଂସାରେ ପୋତି ପକାଇଲେ ମୋଦି

ଗୋଲାମୁଣ୍ଡା,୩୦l୧୨(ବଟକୃଷ୍ଣ ପଣ୍ଡା):ଆଜିର ଆଧୁନିକ ଯୁଗରେ ଯୁବ ଗୋଷ୍ଠୀ ଚାଷ କାର୍ଯ୍ୟପ୍ରତି ଆଗ୍ରହ ପ୍ରକାଶ କରୁ ନ ଥିବାବେଳେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକର ଜଣେ ଯୁବ ଚାଷୀ ଟମାଟୋ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହିତ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ…

୧୩ ବର୍ଷରେ ୧୮ ଲକ୍ଷ ଭାରତୀୟ ନାଗରିକତ୍ୱ ଛାଡ଼ିଛନ୍ତି

ନୂଆଦିଲ୍ଲୀ,୩୦ା୧୨: ଗତ ୧୩ ବର୍ଷ ମଧ୍ୟରେ ୧୮ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ସେମାନଙ୍କ ନାଗରିକତ୍ୱ ତ୍ୟାଗ କରି ୧୩୫ଟି ଦେଶର ନାଗରିକତ୍ୱ ଗ୍ରହଣ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାର ରାଜ୍ୟ ସଭାରେ ଉପସ୍ଥାପନ କରିଥିବା ତଥ୍ୟରୁ ଏହା ଜଣାପଡ଼ିଛି। ବିକାଶ…

୭ ମହାଦେଶର ସର୍ବୋଚ୍ଚ ଶିଖରରେ ଚଢ଼ି ରେକର୍ଡ

ମୁମ୍ବାଇ, ୩୦।୧୨: ଭାରତର ୧୭ ବର୍ଷିୟା ପର୍ବତାରୋହୀ କାମ୍ୟା କାର୍ତ୍ତିକେୟନ ଇତିହାସ ରଚିଛନ୍ତି। ସେ ବିଶ୍ୱର ସର୍ବ କନିଷ୍ଠ ମହିଳା ଭାବେ ୭ ମହାଦେଶର ସର୍ବୋଚ୍ଚ ଶିଖରରେ ଚଢ଼ି ରେକର୍ଡ ସୃଷ୍ଟି କରିଛନ୍ତି। ଗତ ୨୪ରେ ଆଣ୍ଟାର୍କଟିକାର ମାଉଣ୍ଟ ଭିନ୍‌ସନ୍‌ ଶିଖରରେ ପହଞ୍ଚି…

ମାଲୟାଲମ ଅଭିନେତାଙ୍କ ସନ୍ଦେହଜନକ ମୃତ୍ୟୁ

ଥିରୁଭାନନ୍ତପୁରମ, ୩୦।୧୨: କେରଳର ଥିରୁଭାନନ୍ତପୁରମସ୍ଥିତ ଏକ ହୋଟେଲରୁ ରବିବାର ସକାଳେ ମାଲୟାଲମ ଅଭିନେତା ଦିଲୀପ ଶଙ୍କରଙ୍କ ମୃତଦେହ ମିଳିଛି। ସେ ଥିବା ରୁମ୍‌ରୁ ଦୁର୍ଗନ୍ଧ ଆସିବାରୁ ହୋଟେଲ କର୍ମଚାରୀମାନେ ସନ୍ଦେହ କରି ପୋଲିସକୁ ଜଣାଇଥିଲେ। ପୋଲିସ ରୁମ୍‌ ମଧ୍ୟରୁ ଦିଲୀପଙ୍କ ମୃତଦେହକୁ ଜବତ…

ରୁଷିଆ ଖସାଇଥିଲା ବିମାନ: ଆଜରବୈଜାନ ରାଷ୍ଟ୍ରପତି

ବକୁ,୩୦ା୧୨: ରୁଷିଆ ଗତ ବୁଧବାର ଉଦ୍ଦେଶ୍ୟବିହୀନ ଭାବେ ଆଜରବୈଜାନ ବିମାନକୁ ଖସାଇଥିଲା ବୋଲି ଏହାର ରାଷ୍ଟ୍ରପତି ଇଲ୍‌ହାମ ଅଲିୟେଭ୍‌ ରବିବାର କହିଛନ୍ତି। ତେବେ ଦୁର୍ଘଟଣାର ୪ ଦିନ ଯାଏ ମସ୍କୋ ସତ୍ୟକୁ ଚାପି ରଖିବାକୁ ଉଦ୍ୟମ କରିଥିବାରୁ ଇଲ୍‌ହାମ୍‌ ଏହାର ସମାଲୋଚନା କରିଛନ୍ତି।…

ଗଣପ୍ରତିବାଦ ମଧ୍ୟରେ ଶପଥ ନେଲେ ଜର୍ଜିଆର ନୂଆ ରାଷ୍ଟ୍ରପତି

ଟିବ୍‌ଲିସି,୩୦ା୧୨: ଜର୍ଜିଆରେ ଗଣପ୍ରତିବାଦ ସତ୍ତ୍ୱେ ନୂଆ ରାଷ୍ଟ୍ରପତି ଭାବେ ମିଖେଇଲ୍‌ କାଭେଲଶଭିଲି ଶପଥ ଗ୍ରହଣ କରିଛନ୍ତି। ଦେଶରେ ଦୀର୍ଘ ମାସ ହେଲା ରାଜନୈତିକ ସଙ୍କଟ ଅପ୍ରତ୍ୟାଶିତ ସ୍ଥିତିରେ ପହଞ୍ଚତ୍ଥିବାବେଳେ ଜର୍ଜିଆନ୍‌ ଡ୍ରିମ୍‌ ପାର୍ଟିର ଏହି ନେତାଙ୍କ ଶପଥ ଗ୍ରହଣକୁ ବିରୋଧ କରି ରବିବାର…

ଜାନୁଆରୀ ୨୫ରୁ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୯ା୧୨(ପ୍ରଦୀପ୍ତ କୁମାର ପୃଷ୍ଟି/ଗିରିଜା ପ୍ରସାଦ ସାହୁ): ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଭାବରେ ପରିଚିତ ଓଳାଶୁଣୀ ଗୁମ୍ଫା ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ ପାହାଡ଼ ଶୀର୍ଷଦେଶରେ ଥିବା ଗଣେଶ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଓଳାଶୁଣୀ ମଠର ମଠାଧିଶ ମହନ୍ତ…

ଅବତରଣ ବେଳେ ଜଳିଗଲା ବିମାନ

ଓଟ୍ଟାଓ୍ବା,୨୯ା୧୨: ନ୍ୟୁ ଫାଉଣ୍ଡସ୍‌ଲ୍ୟାଣ୍ଡର ସେଣ୍ଟ ଜନ୍ସ ସହରରୁ ଆସୁଥିବା ଏୟାର କାନାଡାର ଏକ ବିମାନ ନୋଭା ସ୍କୋଟିଆ ପ୍ରଦେଶର ଗୋଫ୍‌ସ୍ଥିତ ହାଲିଫାକ୍ସ ବିମାନବନ୍ଦରରେ ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ଜଳିଯାଇଛି। ବିମାନରେ କେତେ ଯାତ୍ରୀ ଥିଲେ ସ୍ପଷ୍ଟ ହୋଇ ନ ଥିବାବେଳେ…

ବିଶ୍ୱ ରାପିଡ ଚେସ୍‌: ହମ୍ପି ଚାମ୍ପିୟନ

ନ୍ୟୁୟର୍କ, ୨୯।୧୨ (ପି.ଟି.): ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ଫିଡେ ମହିଳା ବିଶ୍ୱ ରାପିଡ ଚେସ୍‌ ଚାମ୍ପିୟନ ହୋଇଛନ୍ତି। ଅନ୍ତିମ ରାଉଣ୍ଡରେ ଇଣ୍ଡୋନେସିଆର ଇନେନେ ସୁକାନ୍ଦରଙ୍କୁ ହରାଇ ସେ ଏହି ସଫଳତା ପାଇଛନ୍ତି। ଭାରତର ଏହି ନମ୍ବର ଓ୍ବାନ ମହିଳା ଚେସ୍‌…

ସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ହିଞ୍ଜିଳିକାଟୁ,୨୯ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ୫୯ନଂ ରାଜପଥ ହିଞ୍ଜିଳିକାଟୁ ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତା ମହିଳା ଜଣଙ୍କ…

‘ଶାରୀରିକ ସମ୍ପର୍କ’ର ଅର୍ଥ ବଳାତ୍କାର…, ଦିଲ୍ଲୀ ହାଇକୋର୍ଟ ଦେଲେ ବଡ ରାୟ

ନୂଆଦିଲ୍ଲୀ, ୨୯।୧୨: ଦିଲ୍ଲୀ ହାଇକୋର୍ଟ ପୋକ୍ସୋ ମାମଲାରେ ଜଣେ ବ୍ୟକ୍ତିଙ୍କୁ ମୁକ୍ତ କରି କହିଛନ୍ତି, ନାବାଳିକା ପୀଡିତା ଦ୍ୱାରା ଶାରୀରିକ ସମ୍ପର୍କ ଶବ୍ଦର ବ୍ୟବହାର କରିବାର ଅର୍ଥ ବଳାତ୍କାର ହୋଇ ନ ପାରେ। ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଅଭିଯୁକ୍ତଙ୍କ ଆବେଦନକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri