Home Left

ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ରଜନା ପଞ୍ଚାୟତ ବେଲଗାଁର ବାଗପଡାଠାରେ ଶୁକ୍ରବାର ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ହୋଇଛି। ରଜନା ସରପଞ୍ଚ ଖିରସିନ୍ଧୁ ଭୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କୋମନା ଅତିରିକ୍ତ ଗୋଷ୍ଠୀ…

କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଚୋରି: ସିସିଟିଭି ରୁ ….

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦେବୀଙ୍କ ୩୫ ଟି ରୂପା ଆଖି, ୩ ଟି ସୁନା ଚିତା, ୨ ଟି ରୂପା ଭୁଲର୍ତା ଚୋରି ହୋଇଛି। ଯାହାର…

ପହଲଗାମ ଆକ୍ରମଣରେ ପାକିସ୍ତାନୀ କ୍ରିକେଟରଙ୍କ ଲିଙ୍କ୍‌! ଚମକାଇଲା Fact Check

କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ଜମ୍ମୁ କାଶ୍ମୀରରେ ଭାରତୀୟ ସେନା ସର୍ଚ୍ଚ ଅପରେସନ୍ ଚଳାଇଛି। ଏହା ସହିତ, ଭାରତୀୟ ସେନା ପହଲଗାମ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ଏହି…

ଆତଙ୍କବାଦୀଙ୍କୁ ମାସକୁ ମିଳେ ୫୦ହଜାର ଯାଏ ଦରମା, ଜାଣନ୍ତି କି କେଉଁ ଯୋଗ୍ୟତାରେ ହୁଅନ୍ତି ନିଯୁକ୍ତି?

ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣ ପୁଣି ଥରେ କଶ୍ମୀର ଉପତ୍ୟକାର ଶାନ୍ତି ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରୁଥିବା ପରି ମନେ ହେଉଛି। ଏହି ଆକ୍ରମଣ ପରେ ସମଗ୍ର ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ସାଧାରଣ ଲୋକଙ୍କଠାରୁ…

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ ଥିବାରୁ…

ପାକିସ୍ତାନ ସେନା ବିମାନରେ ଲାଗିଗଲା ନିଆଁ, ଭିଡିଓ ଭାଇରାଲ

ଇସଲାମବାଦ,୨୬।୪: ପାକିସ୍ତାନରୁ ଆସିଛି ବଡ଼ ଖବର। ଲାହୋର ବିମାନବନ୍ଦରରେ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଏହି କାରଣରୁ ସମସ୍ତ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୂଚନା ଅନୁଯାୟୀ, ପାକିସ୍ତାନ ସେନା ବିମାନ ଲାହୋର ବିମାନବନ୍ଦରରେ ଅବତରଣ କରୁଥିଲା। ଏହି ସମୟରେ ଟାୟାରରେ…

ପ୍ରବଳ ଗରମରେ ପିଉଛନ୍ତି କି ଆଖୁରସ? ସ୍ବାସ୍ଥ୍ୟ ପ୍ରତି ହୋଇପାରେ ଘାତକ, ଜାଣି ରଖନ୍ତୁ…

ଆଖୁରସ ଏମିତି ଏକ ପାନୀୟ, ଯାହା ଶରୀରକୁ ତୁରନ୍ତ ଶକ୍ତି ପ୍ରଦାନ କରେ। ସେଥିପାଇଁ ଆମ ମଧ୍ୟରୁ ଅନେକ ଏହାକୁ ପିଇବାକୁ ପସନ୍ଦ କରନ୍ତି। ଏହା ସ୍ବାସ୍ଥ୍ୟ ପାଇଁ ବହୁତ ସ୍ବାସ୍ଥ୍ୟକର, କିନ୍ତୁ କିଛି ପରିସ୍ଥିତିରେ ଆଖୁରସ ଆପଣଙ୍କ ସ୍ବାସ୍ଥ୍ୟ ପାଇଁ…

ଆମେ ଭାରତ ସହ ଅଛୁ..ଭାରତକୁ ସହଯୋଗର ହାତ ବଢାଇଲା ଆମେରିକା ଗୋଇନ୍ଦା ବିଭାଗ

ଓ୍ବାଶିଂଟନ,୨୬।୪:ପହଲଗାମ୍‌ ଆକ୍ରମଣରେ ୩ ଦିନ ପରେ ଆମେରିକାର ଜାତୀୟ ଗୋଇନ୍ଦା ନିର୍ଦ୍ଦେଶିକା ତୁଲସୀ ଗାବ୍ବାର୍ଡ ଭାରତର ଆତଙ୍କବାଦ ନିରୋଧୀ ଅଭିଯାନକୁ ସମର୍ଥନ ଜଣାଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ତୁଲସୀ ଲେଖିଛନ୍ତି, ଇସ୍‌ଲାମୀୟ ଆତଙ୍କବାଦୀଙ୍କ ଗୁଳିରେ ୨୬ ହିନ୍ଦୁ ପର୍ଯ୍ୟଟକ ପ୍ରାଣ…

ଯୁଦ୍ଧ ନାଁ ଶୁଣି ଥରହର TRF ମୁଖ୍ୟ, ଭିଡିଓ ଜାରି କରି ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଲସ୍କର କମାଣ୍ଡର ସୈଫୁଲ୍ଲା କସୁରୀ ଆକ୍ରମଣର ଦୋଷ ନେବାକୁ ମନା କରିଦେଇଛନ୍ତି। ଏହା ପରେ, ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF) ମଧ୍ୟ ଏକ ବିବୃତ୍ତି ଜାରି କରି ପହଲଗାମ ଆକ୍ରମଣରୁ ନିଜକୁ ଦୂରେଇ ରଖିଛି।…

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ…

ଯୁଦ୍ଧ ସ୍ଥିତି ଭିତରେ ଭାରତରେ ହୁ ହୁ ହୋଇ ବଢିଯିବ ଏସବୁ ଜିନିଷ, ଜାଣନ୍ତୁ ସେସବୁ କ’ଣ

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଏହି ଆକ୍ରମଣ ‘ଦି ରେଜିଷ୍ଟାନ୍ସ ଫ୍ରଣ୍ଟ’ (ଟିଆରଏଫ) ନାମକ ଆତଙ୍କବାଦୀ ସଂଗଠନ ଭିଆଇଛି ବୋଲି ସ୍ବୀକାର…

ଆକ୍ରମଣ ଯୋଗୁ ଭାଙ୍ଗିଲା ସୀମାପାର ବିବାହ: ପାକିସ୍ତାନ ଯାଉଥିବା ବରଙ୍କୁ ଅଟ୍ଟାରିରୁ ଫେରାଇଦିଆଗଲା

ବାର୍‌ମେର,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ ଦେଶ ସହ ତିକ୍ତତା ବଢ଼ିଛି। ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି କେନ୍ଦ୍ର ସରକାର ଅଟ୍ଟାରି ସୀମାକୁ ସିଲ୍‌ କରିବା ସହ ବିଭିନ୍ନ କୂଟନୈତିକ କଟକଣା ଲଗାଇଛନ୍ତି। ଫଳରେ ଏକ ବହୁପ୍ରତୀକ୍ଷିତ ସୀମାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?