Home Left

ମରୁଭୂମିରେ ବାହାରିଛି ହାତ

ଉତ୍ତର ଚିଲିରେ ଥିବା ଆଟାକାମା ମରୁଭୂମି ହେଉଛି ପୃଥିବୀର ସବୁଠାରୁ ଶୁଷ୍କ ମରୁଭୂମି। ଏଠାରେ ବହୁତ କମ୍‌ ବର୍ଷା ହୁଏ। ୨୫ ବର୍ଷ ପୂର୍ବରୁ ଏହି ଶୁଷ୍କ ମରୁଭୂମିର ଆଣ୍ଟୋଫାଗାସ୍ତା ସହରର କପର୍‌ ମାଇନିଂ ସେଣ୍ଟର, ସାଣ୍ଟିଆଗୋର ସ୍ଥପତି ମାରିଓ ଇରାରାଜାବଲ୍‌ଙ୍କୁ…

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ…

ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା

ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ ଜଣେ ଉଚ୍ଚ ସରକାରୀ ଚାକିରୀର ଆଶାୟୀ ପ୍ରାର୍ଥୀ ଭାବେ। ପର୍ବତ ପ୍ରମାଣେ ଚିନ୍ତା ଥାଏ…

ନିଆରା ଦୀପାବଳି

କେବଳ ଦୀପ ଓ ଆତସବାଜିରେ ସୀମିତ ନୁହେଁ। ଭାରତର ବିଭିନ୍ନ ସ୍ଥାନରେ ବେଶ୍‌ ନିଆରା ଢଙ୍ଗରେ ବି ଏହାର ପାଳନ କରାଯାଇଥାଏ .. ଦୀପାବଳିର ଆଲୋକମାଳା ମନେପକାଇଦିଏ ଏ ହେଉଛି ଅନ୍ଧକାର ଉପରେ ଆଲୋକର ଓ ଅଧର୍ମ ଉପରେ ଧର୍ମର ବିଜୟର…

ଏମିତି କଲେ ଘର ପାଇଁ ଅମଙ୍ଗଳ, ଜାଣନ୍ତୁ କ’ଣ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ଖାସ୍‌ କାର୍ଯ୍ୟ ରହିଛି, ଯାହାକୁ କରିବା ଦ୍ୱାରା ଘରର ଅମଙ୍ଗଳ ହେବା ସହ ଉନ୍ନତି ପଥରେ ବାଧା ଉପୁଜିଥାଏ। ଯେମିତିକି: * କିଛି କାରଣ ନ ଥାଇ କବାଟରେ ସର୍ବଦା ତାଲା ଝୁଲାଇ ରଖିଲେ ଘରର…

୬୯୯ଟଙ୍କାରେ ମିଳୁଛି ଜିଓ ଭାରତ ୪ଜି ଫୋନ୍‌

ମୁମ୍ବାଇ,୨୭।୧୦ (ଅଭୟ ଦାଶ): ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକିି ଏହି ସୀମିତ ସମୟ ଅଫର ମଧ୍ୟରେ ଆଶାୟୀ ଉପଭୋକ୍ତାମାନେ ମାତ୍ର ୬୯୯ ଟଙ୍କା ମୂଲ୍ୟରେ ରିଲାଏନ୍ସର ଜିଓ ଭାରତ ୪ଜି ଫୋନ୍‌ ନିକଟସ୍ଥ ମୋବାଇଲ…

ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ କେମିତି କରିବେ ସନ୍ତୂଷ୍ଟ, ଜାଣନ୍ତୁ

ଘରର ସୁଖଶାନ୍ତି ବୃଦ୍ଧି ପାଇଁ ଅନେକେ ଦୀପାବଳି ଦିନ ମାତା ଲକ୍ଷ୍ମୀଙ୍କର ପୂଜା କରିଥାନ୍ତି। ମା’ଙ୍କୁ ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରିବା ସହ ମା’ଙ୍କ ସ୍ତୋତ୍ର ମଧ୍ୟ ଗାନ କରିଥାନ୍ତି। ତେବେ ଏମିତି ବି କିଛି ବିଶେଷ ଜିନିଷ ରହିଛି,…

ମହିଳାଙ୍କୁ ନ୍ୟାୟ ଦେଉଛି ଛାଡ଼ପତ୍ର ମନ୍ଦିର

ଟୋକିଓ: ଜାପାନର କାମାକୁରା ସହରସ୍ଥିତ ମତ୍ସୁଗାଓକା ଟୋକେଇଜି ମନ୍ଦିରକୁ ଛାଡ଼ପତ୍ର ମନ୍ଦିର ବୋଲି ମଧ୍ୟ କୁହାଯାଏ। ବୈବାହିକ ଜୀବନରେ ବିଭିନ୍ନ ଅସୁବିଧା ଏବଂ ନିର୍ଯାତନାର ସମ୍ମୁଖୀନ ହେବା ପରେ ମହିଳାମାନେ ଏଠାରେ ଆଶ୍ରୟ ନେଇଥାନ୍ତି। ଫଳରେ ମହିଳାମାନେ ସେମାନଙ୍କ ସ୍ବାମୀ ଓ…

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ ହରାଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ୍‌ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ଗ୍ରାମର…

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ ଥିବାରୁ ଲୁଟେରାମାନଙ୍କୁ ପୋଲିସ ସହଜରେ ଚିହ୍ନଟ କରିପାରୁ ନାହିଁ। ଏପରି କି ସେମାନଙ୍କୁ ଧରିବାରେ…

ଲକ୍ଷ୍ନୌ ଭିକାରି ସବୁଠୁ ଧନୀ; ମାସିକ ୯୦ ହଜାର ରୋଜଗାର, ନିଅନ୍ତି ୱିକ୍‌ଏଣ୍ଡ୍‌ ଛୁଟି

ନୂଆଦିଲ୍ଲୀ: ଲକ୍ଷ୍ନୌ ମହାନଗର ନିଗମ ଏବଂ ଉତ୍ତର ପ୍ରଦେଶ ସାମାଜିକ କଲ୍ୟାଣ ବିଭାଗ ପକ୍ଷରୁ ଲକ୍ଷ୍ନୌ ସହରରେ ଭିକାରିମାନଙ୍କୁ ନେଇ ଏକ ସର୍ଭେ କରାଯାଇଛି। ଭିକାରିମାନଙ୍କୁ ସରକାରୀ ଯୋଜନାର ଲାଭ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଉକ୍ତ ସର୍ଭେ ହୋଇଥିଲା।…

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ ଦଳ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକଙ୍କୁ ଅଣଦେଖା କରିଛନ୍ତି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri