ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର
ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍ରେଜିଷ୍ଟ୍ରାର ଅଫିସ୍)ରେ ହୋଇଥିବା ଏଭଳି ଏକ ଜାଲିଆତି ପଦାକୁ ଆସିଛି। ଏ ନେଇ ଉପଜିଲାପାଳ ପ୍ରସନ୍ନ କୁମାର…
ମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର
ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ କାମ୍ବୋଡିଆର ନେମ୍ପେର ରୟାଲ ୟୁନିଭରସିଟି ଅଫ୍ ଲ’ ଆଣ୍ଡ୍ ଇକୋନିମିକ୍ସରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଆଣ୍ଡ୍…
ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ
ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ ବୋକାରୋର ବୋଲି ଜଣାପଡ଼ିଛି। ଗତ କିଛି ଦିନ ହେବ ଉଭୟ ବଲାଙ୍ଗୀର ସହର ମହାଲକ୍ଷ୍ମୀନଗର…
ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା
ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର ଗଞ୍ଜାମ ଥାନାକୁ ମିଳିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏଥିସହ ଗାଡି…
ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ
ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ ଘରକୁ ଯାଇ ଏହି ଦମ୍ପତିଙ୍କୁ ଆଶୀର୍ବାଦ ଦେଇଛନ୍ତି। ଏହାର କିଛି ଫଟୋ ଏଏପି ଏମପିଙ୍କ…
ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ
ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି ଏପି ଅନୁଯାୟୀ ଏହି ଆକ୍ରମଣରେ ଅତି କମରେ ୧୦ଜଣ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ,…
ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ। ଘରେ ବା ଦାଣ୍ଡଦୁଆରେ ଦୀପ ଜଳିଲେ ଅମାବାସ୍ୟା ରାତି ହୋଇଉଠେ ଆଲୋକମୟ। ହେଲେ ମାଟିଦୀପ…
କାର୍ଯ୍ୟରେ ଯୋଗ ଦେବା ପରେ, ତଦାରଖ କଲେ ବିଡିଓ
ଦାରିଙ୍ଗବାଡି,୨୬।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବଡିଓ ଭାବେ ପ୍ରୀତିରଞ୍ଜନ ରଥ ଶୁକ୍ରବାର ବିଳମ୍ବିତ ରାତିରେ କାର୍ଯ୍ୟରେ ଯୋଗଦେଇଥିଲେ। ପରେ ଶନିବାର ସେ ଦାରିଙ୍ଗବାଡି କଫି ବଗିଚା ସମେତ କଫି କାଫେ, ଡୁଲୁରୀ ପାଇନ ବଣ ବୁଲି ଦେଖିଛନ୍ତି। ଡୁଲୁରୀ…
ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ
ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଓଡ଼ିଶା ମ୍ୟୁନିସିପାଲ ମାନୁଆଲ ଆକ୍ଟ…
ସାନଖେମୁଣ୍ଡିରେ ବାଘ ଆତଙ୍କ, ଟ୍ରାପ୍ କ୍ୟାମେରା ଖଞ୍ଜିଲା ବନ ବିଭାଗ
ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ନରସିଂହ ଗଡ଼ ଗ୍ରାମ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ଶନିବାର ସକାଳେ ବାଘର ପାଦ ଚିହ୍ନ ଦେଖିବାକୁ ମିଳିଛି। ନରସିଂହଗଡ଼ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲକୁ ଜାଳ…
୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ
ପୁଣେ,୨୫।୧୦: ଟିମ୍ ଇଣ୍ଡିଆର ଯୁବ ଓପନର୍ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ ବ୍ୟାଟିଂ ନିଦର୍ଶନ ଦେଇ ଭାରତୀୟ ଟିମ୍ର ପ୍ରମୁଖ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ…
ଶିବାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜି ମିଳିଲା…
ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ ଅସହାୟ ଓ ବିପନ୍ନଙ୍କ ପାଇଁ ସାହାରା ସାଜିଥିଲେ ଆଶାକର୍ମୀ । ଆଜି ଶିବାନୀଙ୍କ ଘରେ ପହଞ୍ଚି ସରକାର ବଢ଼ାଇଲେ ସହାୟତାର ହାତ। ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ପରେ ଆଜି କେନ୍ଦ୍ରାପଡ଼ା ରାଜନଗରର ଆଶାକର୍ମୀ ଶିବାନୀଙ୍କ ମଣ୍ଡଳଙ୍କ ଘରକୁ…
Archives


