ଉଜୁଡ଼ା ଧାନକ୍ଷେତ ଦେଖି ୨ ଚାଷୀଙ୍କ ମୃତ୍ୟୁ
ଯାଜପୁର/ବିଞ୍ଝାରପୁର/ଡେରାବିଶ,୨୯।୧୨(ହର୍ଷବର୍ଦ୍ଧନ ବେହେରା/ ରାମକୃଷ୍ଣ ଦାସ/ ବେବର୍ତ୍ତା ଅଜୟ ଦାସ): ଏଥର ଜମିରେ ସୁନାର ଫସଲ ଦେଖି ଚାଷୀ ଆତ୍ମବିଭୋର ହୋଇଥିଲେ। କିନ୍ତୁ ଲଘୁଚାପ ଜନିତ ଅଦିନିଆ ବର୍ଷା ବର୍ଷକର ଆହାରକୁ ଭସେଇ ଦେଇଛି। ଏଭଳି ସ୍ଥିତି ଚାଷୀଙ୍କ ପାଇଁ ଅସହ୍ୟ ହୋଇଛି।…
ଚିନ୍ତାଶୀଳ ବ୍ୟକ୍ତିତ୍ୱ
ମନମୋହନ ସିଂଙ୍କ ଜୀବନ କ’ଣ ଥିଲା ସେ ବିଷୟରେ ଅନେକ ଲେଖା ପ୍ରକାଶ ପାଇଛି ଏବଂ ଆଗକୁ ବି ଲେଖାଯିବ। କିନ୍ତୁ ସେ ଯାହା ନ ଥିଲେ ସେ ସମ୍ପର୍କରେ ଏଠାରେ କେତୋଟି ଧାଡ଼ି ପ୍ରକାଶ କରାଯାଉଛି। ମନମୋହନ ସିଂ ‘ନୂଆ…
ରାଜ୍ୟରେ ଝିଅ ସଂଖ୍ୟା ହ୍ରାସ
ଓଡ଼ିଶାରେ ଗତ ୧ ଦଶନ୍ଧି ଧରି ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ଲଗାତର ହ୍ରାସ ପାଇବାରେ ଲାଗିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍ଏଫ୍ଏଚ୍ଏସ୍) ସମେତ ବିଭିନ୍ନ ସରକାରୀ ଏଜେନ୍ସି ପକ୍ଷରୁ ୨୦୧୯-୨୧ରେ କରାଯାଇଥିବା ସର୍ବେକ୍ଷଣ ଅନୁସାରେ ଦେଶରେ ପ୍ରତି ୧,୦୦୦…
ଏଇ ଭାରତରେ
ବାଉଁଶରେ ସାଇକେଲ ତିଆରି ହେବା ଓ ରାସ୍ତାରେ ଗଡ଼ିବା ନିଶ୍ଚିତ ଭାବେ ଏକ ଅଜବ ଘଟଣା ଭଳି ଲାଗୁଥିଲେ ମଧ୍ୟ ଏଭଳି ସାଇକେଲ ଚଢ଼ିବାକୁ ପାଇବେ। ବିହାର ସମସ୍ତିପୁର ନିବାସୀ ଅମରେଶ କୁଶସ୍ବା ଏହି ସାଇକେଲ ତିଆରି କରିଛନ୍ତି। ସେ ବିଭିନ୍ନ…
ନିଯୁକ୍ତି ବୃଦ୍ଧି ଆବଶ୍ୟକ
ଆମେ ସର୍ବଦା ଲେଖିଆସିଛୁ ଯେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମତୁଲ ଓ ଇନ୍କ୍ଲୁସିଭ ବା ଅନ୍ତର୍ଭୁକ୍ତ ହେବା ଉଚିତ। ଏହାର ସୁଫଳ ସର୍ବଦା ଗରିବ ଓ ସାଧାରଣ ଜନତାଙ୍କ ନିକଟରେ ପହଞ୍ଚିବା ଦରକାର। ଯେହେତୁ ବୈଷମ୍ୟ ବୃଦ୍ଧି ସହିତ ଧନୀ ଅଧିକ…
କଶ୍ମୀରରେ ତୁଷାରପାତ: ବିମାନ, ଟ୍ରେନ୍ ପରିବହନ ବାଧାପ୍ରାପ୍ତ
ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ-କଶ୍ମୀରରେ ଚଳିତ ଋତୁର ସର୍ବାଧିକ ତୁଷାରପାତ ଯୋଗୁ ଦୈନନ୍ଦିନ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଶନିବାର ବିମାନ, ଟ୍ରେନ୍ ସମେତ ସଡ଼କ ପରିବହନ ବାଧାପ୍ରାପ୍ତ ହେବା ସହ ବିଦ୍ୟୁତ ଓ ଜଳଯୋଗାଣରେ ମଧ୍ୟ ସମସ୍ୟା ସୃଷ୍ଟି ହୋଇଛି। ଉତ୍ତର ଭାରତରେ ପ୍ରବଳ…
ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…
ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ କ୍ଷୟକ୍ଷତିର ଆକଳନ କରି ଚାଷୀଙ୍କୁ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି।…
ମନମୋହନ ସିଂଙ୍କ ୩ ଝିଅ କ’ଣ କରନ୍ତି? ରାଜନୀତିଠାରୁ ଯିଏ ନିଜକୁ ଦୂରେଇ ରଖି…
ନୂଆଦିଲ୍ଲୀ,୨୮।୧୨: ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ୧୯୫୮ରେ ସେ ଗୁରଶରଣ କୌରଙ୍କୁ ବିବାହ କରିଥିଲେ। ତାଙ୍କର ୩ ଝିଅ ଅଛନ୍ତି। ସେମାନେ ହେଲେ ଉପିନ୍ଦର ସିଂ, ଦମନ ସିଂ, ଅମୃତ ସିଂ। ସମସ୍ତେ ରାଜନୀତି କ୍ଷେତ୍ରରୁ…
ହୀରକ ଜୟନ୍ତୀ ସମାରୋହ ଉଦ୍ଘାଟିତ
ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ ଓ ସନ୍ତରାଗଡ଼ିଆ ଅଞ୍ଚଳବାସୀ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଆଜ୍ଞାମାଳ ଆଣି ଏକ…
ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ
କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର ବାଗଙ୍କ ମୃତ୍ୟୁ ହୋଇଥିଲା। କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଲୋକେ ମହାଜନଗୁଡ଼ା ଛକରେ ମୃତଦେହ…
ରିଲିଜ ପୂର୍ବରୁ ଚର୍ଚ୍ଚାରେ ବର୍ଷାଙ୍କ ଫିଲ୍ମ ‘ଓ୍ବାଇଫ୍’; ଅନୁଭବଙ୍କ ସହ ସମ୍ପର୍କକୁ…
ଭୁବନେଶ୍ୱର,୨୮।୧୨: ପୁଣି ଚର୍ଚ୍ଚାରେ ଓଲଉଡ୍ର ଅନ୍ୟତମ ସୁପରହିଟ୍ ଯୋଡ଼ି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶନୀ। ଗୋଟିଏ ପଟେ ଅନୁଭବଙ୍କ ଜୀବନକୁ ନେଇ ଦିଲ୍ଲୀର ଖବରଦାତା ଜାଗୃତି ଶୁକ୍ଳା ‘ବ୍ଲକବଷ୍ଟର ଟୁ ବାଲାଟ ବକ୍ସ’ ନାମକ ଏକ ପୁସ୍ତକ ରଚନା କରୁଥିବା…
ମେଧାବୀ ଛାତ୍ରୀଙ୍କୁ ସହାୟତା
ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା ଜଣାଇଛନ୍ତି। ପ୍ରକାଶଥାଉକି, ବରଗଡ଼ ଜିଲା ବାଞ୍ଜିବାହାଲି ଗ୍ରାମର ଦୁର୍ଯ୍ୟୋଧନ କରନଙ୍କ ଝିଅ ସୁମିତ୍ରା ସର୍ବଭାରତୀୟ…
Archives


