Home Left

‘ଗାନ୍ଧିଜୀ ଯେଉଁଠି ଅଛନ୍ତି, ସେଇଠି ପହଞ୍ଚିଯିବ,’ଭୋଜପୁରୀ ଗାୟିକାଙ୍କୁ କାହିଁକି ମିଳୁଛି ଧମକ

ପାଟନା/ମୁମ୍ବାଇ,୨୮।୧୨: ବିହାରର ରାଜଧାନୀ ପାଟନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ବାପୁ ଅଡିଟୋରିୟମରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରସିଦ୍ଧ ଭୋଜପୁରୀ ଲୋକ ଗାୟିକା ଦେବୀଙ୍କୁ ମଧ୍ୟ ସେଠାକୁ ନିମନ୍ତ୍ରଣ କରାଯାଇଥିଲା। ଦେବୀ ଭଜନ ‘ରଘୁପତି…

କ୍ଷମା ମାଗିଲେ ପୁଟିନ୍‌

ମସ୍କୋ,୨୮ା୧୨: ବିମାନ ଦୁର୍ଘଟଣା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ଶନିବାର ତାଙ୍କ ଆଜରବୈଜାନ ପ୍ରତିପକ୍ଷ ଇଲ୍‌ହାମ ଆଲିୟେଭ୍‌ଙ୍କୁ କ୍ଷମା ମାଗିଛନ୍ତି। ଗତ ବୁଧବାର ରୁଷିଆ ବାୟୁସୀମାରେ ଆଜରବୈଜାନ୍‌ର ଜେ୨-୮୨୪୩ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୩୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଭୁଲ୍‌ବଶତଃ…

ପାକିସ୍ତାନ ଉପରେ ତାଲିବାନର କାଉଣ୍ଟର ଆଟାକ୍‌

କାବୁଲ,୨୮।୧୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେଉଛି। ଆଫଗାନିସ୍ତାନ ଉପରେ ପାକିସ୍ତାନ କ୍ରମାଗତ ଭାବେ ଏୟାର ଷ୍ଟ୍ରାଇକ କରୁଛି, ଯେଉଁଥିପାଇଁ ଉଭୟଙ୍କ ମଧ୍ୟରେ ତିକ୍ତତା ଯଥେଷ୍ଟ ବୃଦ୍ଧି ପାଇଛି । ଏହି ସମୟରେ ୧୫ହଜାର ତାଲିବାନ ସଂଗ୍ରାମୀ…

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ ପୁଡ଼ିଆକୁ ଚୋବାଇ ଖାଇବା ବେଳେ ମୁହଁରେ ବୋମା ଫୁଟି ଗୁରୁତର ହୋଇଥିବା ଜଣାପଡ଼ିଛି। ଗାଈଟି…

କ୍ଷମା ମାଗିଲେ ପୁଟିନ: ଅଜରବୈଜାନ ବିମାନ ଦୁର୍ଘଟଣା ପାଇଁ ରୁଷିଆ ଦାୟୀ

ମସ୍କୋ,୨୮।୧୨: କ୍ଷମା ମାଗିଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ରୁଷିଆ ଆକାଶରେ ବିମାନ ଦୁର୍ଘଟଣା ପାଇଁ ସେ ଅଜରବୈଜାନ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିଛନ୍ତି। ଏହାପରେ ବିମାନଟି କୌଣସି ପକ୍ଷୀରେ ମାଡ଼ ହୋଇ ନାହିଁ ବରଂ ଭୁଲରେ ତାହା ରୁଷିଆ ଦ୍ୱାରା ଆକ୍ରମଣ…

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାମୁତାବକ, ଉଭୟ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ପୁରୀ ମେଡିକାଲ…

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା ମିଳିପାରୁ ନାହିଁ। ଫଳରେ ପଡ଼ାବାସୀ ଚିନ୍ତାରେ ରହିଛନ୍ତି। ସ୍ଥାୟୀ ପଟ୍ଟା ପ୍ରଦାନ ଦାବିରେ ପଡ଼ାବାସୀ…

ବିଚ୍‌ ରାସ୍ତାରେ ଫଟୋ ଶୁଟ୍‌ କରୁଥିଲେ କରିସ୍ମା, ସାଇକେଲରେ ଆସୁଥିବା ବ୍ୟକ୍ତି କଲେ ଏମିତି କାମ

ମୁମ୍ବାଇ: କରିସ୍ମା କପୁର ୯୦ ଦଶକର ଜଣେ ଆଗଧାଡିର ଅଭିନେତ୍ରୀ ଥିଲେ। ଅଭିନୟ ସହିତ ନିଜର ଚୁଲବୁଲି ଅନ୍ଦାଜ ଏବଂ ନୃତ୍ୟ ପାଇଁ ସେ ଅନେକ ପ୍ରଶଂସକ ତିଆରି କରିପାରିଥିଲେ। ତେବେ ଏହି ବୟସରେ ମଧ୍ୟ କରିସ୍ମା ନିଜର ଭିନ୍ନ ଷ୍ଟାଇଲକୁ…

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର ୧ କୋଟିକୁ ବୃଦ୍ଧି କରିଛନ୍ତି। ଏହାଛଡ଼ା ପ୍ରମୁଖ ୧୭୦ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା…

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ଶନିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ ଧକ୍କା ଦେଇଛି। ଦୁର୍ଘଟଣାରେ ୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ଦୁର୍ଘଟଣା…

ମନମୋହନ ସିଂଙ୍କ ଅନ୍ତିମ ଯାତ୍ରାରେ ଏମିତି କ’ଣ କଲେ ରାହୁଲ, ଯାହା ଏବେ ହେଉଛି ଭାଇରାଲ?

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଶେଷ ବିଦାୟ ଶନିବାର (ଡିସେମ୍ବର ୨୮, ୨୦୨୪) କରାଯାଇଥିଲା। ଶେଷ ବିଦାୟ ସମୟରେ ରାହୁଲ ଗାନ୍ଧୀଙ୍କ ଅନେକ ଚକିତ କରିବା ଭଳି ଭିଡିଓ ସାମ୍ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଚାଇନାକୁ ଦମ ଦେଖାଇଲା ଭାରତ! ୧୪୦୦୦ଫୁଟ ଉପରେ ଲଗାଇଲା ଶିବାଜୀଙ୍କ ବିଶାଳ ପ୍ରତିମା

ନୂଆଦିଲ୍ଲୀ,୨୮।୧୨: ଭାରତ ପୁଣି ଥରେ ଚାଇନାକୁ ନିଜର ଶକ୍ତି ଦେଖାଇଛି। ଭାରତୀୟ ସେନା ଲଦାଖରେ ଛତ୍ରପତି ଶିବାଜୀ ମହାରାଜଙ୍କ ଏକ ବିରାଟ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛି। ଛତ୍ରପତି ଶିବାଜୀଙ୍କ ଏହି ମହାନ ପ୍ରତିମୂର୍ତ୍ତି ୧୪୩୦୦ ଫୁଟ ଉଚ୍ଚରେ ଅବସ୍ଥିତ ପାଙ୍ଗୋଙ୍ଗ ସୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri