Home Left

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ରୁପା, ନଗଦ ଟଙ୍କା ଆଦି ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ ଗ୍ରାମରେ ଜୋରସୋରରେ ଧାନ ରୁଆ ବେଉଷଣ ସାଙ୍ଗକୁ କପା ଜମିରେ ହୁଡ଼ା ଦିଆ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସହଯୋଗୀମାନେ ଇରାନ ସହିତ ପାଞ୍ଚ ମାସ ଧରି ଚାଲିଥିବା ସଂଘର୍ଷର…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି ୧୪ ଏଏ ୧୦୪ କୋଇଡାରୁ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ବୁଲାଣି ରାସ୍ତାରେ…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା ଅଞ୍ଚଳଗୁଡ଼ିକରେ ବୋଟ୍‌ ଯୋଗେ ପହଞ୍ଚି ଜିଲାପାଳ ମାଧପୁର, ନାଲୁଗୁଣ୍ଡା ଓ ଭୂଇଁବୁର୍ତ୍ତି ପଞ୍ଚାୟତର…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ। ବାସ୍ତବରେ, ପୁରୁଣା ନୋଟ କେବଳ ପୋଡ଼ିଯାଏ ନାହିଁ କିମ୍ବା ପରିତ୍ୟାଗ କରାଯାଏ ନାହିଁ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ଯୁବଗୋଷ୍ଠୀ ଅଭିନବ ଉପାୟରେ ଏହି ଛୋଟ ବଡ଼ ଦୁର୍ଘଟଣା ରୋକିବାକୁ ପ୍ରୟାସ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା IFS ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ ସୁପର କିଙ୍ଗସରେ ଯୋଗ ଦେଇପାରନ୍ତି ବୋଲି ମଧ୍ୟ ଆଲୋଚନା ହେଉଛି। କିଛି ରିପୋର୍ଟ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ ବକ୍ସିଂରେ ହୋଇଥିଲା, ଯେଉଁଥିରେ ସାତ ଜଣ ଖେଳାଳି ସ୍ବର୍ଣ୍ଣ ପଦକ ଜିତିଥିଲେ; ଏହା…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ ଆହତ ହୋଇଛନ୍ତି। ରୁଷିଆ ଅଧିକାରୀମାନେ କହିଛନ୍ତି ଯେ ଏକ ଘରୋଇ କାର୍ଯ୍ୟକ୍ରମ ସମୟରେ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ କରିବାକୁ ପଡ଼ିଥିଲା। ଏଥିସହ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ଦୌଡ଼ିବାକୁ ମଧ୍ୟ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?