ଫାଇନାଲ ମୋଡରେ ଯୁଦ୍ଧ, ପାକିସ୍ତାନ ଛାନିଆ, ଚାଇନାଠାରୁ ଆଣିଲା ମାରାତ୍ମକ ଯୁଦ୍ଧାସ୍ତ୍ର
ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ଭାରତ-ପାକ୍ ଉତ୍ତେଜନା ବୃଦ୍ଧି ପାଉଥିବା ମଧ୍ୟରେ, ପାକିସ୍ତାନ ଚାଇନା ଠାରୁ 100 ରୁ ଅଧିକ PL-15 ଲମ୍ବା ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ (VLRAAM) ପାଇଛି, ଯାହା ଏକ ବାର୍ତ୍ତା ଯେ ଏହି ଉତ୍ତେଜନା ଯେକୌଣସି ସମୟରେ…
ଭାରତ ଛାଡିବେ ବଲିଉଡର ଏହି ଚର୍ଚ୍ଚିତ ପାକିସ୍ତାନୀ କଳାକାର! ଆଗକୁ ହେବ କ’ଣ…
ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନାଗରିକ, ମୁଖ୍ୟତଃ ପର୍ଯ୍ୟଟକ, ପ୍ରାଣ ହରାଇଛନ୍ତି। ଏହି ଘଟଣା ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହାର ପ୍ରଭାବ ବଲିଉଡରେ କାମ କରୁଥିବା ପାକିସ୍ତାନୀ…
ଖୋର୍ଦ୍ଧାରେ ମୁଖ୍ୟ ଶାସନ ସଚିବ: ସମୀକ୍ଷା କଲେ…
ଖୋର୍ଦ୍ଧା,୨୬।୪(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟ ଶାସନ ସଚିବ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରିଛନ୍ତି। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟର ମୁଖ୍ୟ ଶାସନସଚିବ ମନୋଜ ଆହୁଜା ପହଞ୍ଚି କୃଷି ବିଭାଗର ନିର୍ଦ୍ଦେଶକ ଶୁଭମ ସକ୍ସସେନା, ରାଜସ୍ବ ବିଭାଗଦ୍ର ଯୁଗ୍ମ ସଚିବ ପ୍ରଦୀପ ସାହୁ ବିଭାଗୀୟ ଅଧିକାରୀଙ୍କ…
ଏହି ମୁସଲିମ ଦେଶ PoKକୁ ଭାରତର ଅଂଶ ବୋଲି ମାନିଥାଏ: ନାଁ ଜାଣି ହୋଇଯିବେ ଆଶ୍ଚର୍ଯ୍ୟ
ଶ୍ରୀନଗର,୨୬।୪: ୨୨ ଏପ୍ରିଲରେ ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଥିଲା। ଏହି ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା। ଅନେକ ଲୋକ ଆହତ ମଧ୍ୟ ହୋଇଥିଲେ। କଶ୍ମୀରରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣ…
ଶ୍ରମିକ ଦିବସ ପାଳନ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆଲୋଚନା
ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମେ’ ୧ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡସ୍ଥିତ ସିପିଆଇ କାର୍ଯ୍ୟାଳୟରେ ଆୟୋଜିତ ସଭାରେ ଶ୍ରମିକ…
ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପ ଉଦ୍ଘାଟିତ
ନୂଆପଡ଼ା,୨୬ା୪ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ରଜନା ପଞ୍ଚାୟତ ବେଲଗାଁର ବାଗପଡାଠାରେ ଶୁକ୍ରବାର ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପର ଶୁଭ ଉଦ୍ଘାଟନ ହୋଇଛି। ରଜନା ସରପଞ୍ଚ ଖିରସିନ୍ଧୁ ଭୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କୋମନା ଅତିରିକ୍ତ ଗୋଷ୍ଠୀ…
କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଚୋରି: ସିସିଟିଭି ରୁ ….
ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦେବୀଙ୍କ ୩୫ ଟି ରୂପା ଆଖି, ୩ ଟି ସୁନା ଚିତା, ୨ ଟି ରୂପା ଭୁଲର୍ତା ଚୋରି ହୋଇଛି। ଯାହାର…
ପହଲଗାମ ଆକ୍ରମଣରେ ପାକିସ୍ତାନୀ କ୍ରିକେଟରଙ୍କ ଲିଙ୍କ୍! ଚମକାଇଲା Fact Check
କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ଜମ୍ମୁ କାଶ୍ମୀରରେ ଭାରତୀୟ ସେନା ସର୍ଚ୍ଚ ଅପରେସନ୍ ଚଳାଇଛି। ଏହା ସହିତ, ଭାରତୀୟ ସେନା ପହଲଗାମ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ଏହି…
ଆତଙ୍କବାଦୀଙ୍କୁ ମାସକୁ ମିଳେ ୫୦ହଜାର ଯାଏ ଦରମା, ଜାଣନ୍ତି କି କେଉଁ ଯୋଗ୍ୟତାରେ ହୁଅନ୍ତି ନିଯୁକ୍ତି?
ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣ ପୁଣି ଥରେ କଶ୍ମୀର ଉପତ୍ୟକାର ଶାନ୍ତି ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରୁଥିବା ପରି ମନେ ହେଉଛି। ଏହି ଆକ୍ରମଣ ପରେ ସମଗ୍ର ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ସାଧାରଣ ଲୋକଙ୍କଠାରୁ…
ମହୁଲଫୁଲ ୪୭ ଟଙ୍କାରୁ କମ୍ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….
ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ ଥିବାରୁ…
ପାକିସ୍ତାନ ସେନା ବିମାନରେ ଲାଗିଗଲା ନିଆଁ, ଭିଡିଓ ଭାଇରାଲ
ଇସଲାମବାଦ,୨୬।୪: ପାକିସ୍ତାନରୁ ଆସିଛି ବଡ଼ ଖବର। ଲାହୋର ବିମାନବନ୍ଦରରେ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଏହି କାରଣରୁ ସମସ୍ତ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୂଚନା ଅନୁଯାୟୀ, ପାକିସ୍ତାନ ସେନା ବିମାନ ଲାହୋର ବିମାନବନ୍ଦରରେ ଅବତରଣ କରୁଥିଲା। ଏହି ସମୟରେ ଟାୟାରରେ…
ପ୍ରବଳ ଗରମରେ ପିଉଛନ୍ତି କି ଆଖୁରସ? ସ୍ବାସ୍ଥ୍ୟ ପ୍ରତି ହୋଇପାରେ ଘାତକ, ଜାଣି ରଖନ୍ତୁ…
ଆଖୁରସ ଏମିତି ଏକ ପାନୀୟ, ଯାହା ଶରୀରକୁ ତୁରନ୍ତ ଶକ୍ତି ପ୍ରଦାନ କରେ। ସେଥିପାଇଁ ଆମ ମଧ୍ୟରୁ ଅନେକ ଏହାକୁ ପିଇବାକୁ ପସନ୍ଦ କରନ୍ତି। ଏହା ସ୍ବାସ୍ଥ୍ୟ ପାଇଁ ବହୁତ ସ୍ବାସ୍ଥ୍ୟକର, କିନ୍ତୁ କିଛି ପରିସ୍ଥିତିରେ ଆଖୁରସ ଆପଣଙ୍କ ସ୍ବାସ୍ଥ୍ୟ ପାଇଁ…

