ଭାଜପାକୁ ନେଇ ଚମକାଇବା ଭଳି ଭବଷ୍ୟବାଣୀ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୮।୧୨: ନୂଆ ବର୍ଷରେ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବାକୁ ଯାଉଛି। ନିର୍ବାଚନ ପାଖେଇ ଆସୁଥିବାରୁ ଆମ ଆଦମୀ ପାର୍ଟି ଭାଜପା ଉପରେ ଆକ୍ରମଣ କରୁଥିବା ଜଣାପଡିଛି। ଏହା ସହିତ ଦଳ ଦିଲ୍ଲୀର ସମସ୍ତ ୭୦ଟି ଆସନ ପାଇଁ ପ୍ରାର୍ଥୀଙ୍କ…
ଥରେ ନୁହେଁ କି ଦୁଇ ଥର ନୁହେଁ ୮ଥର ପଲଟି ପଲଟି ଗୁଣ୍ଡ ହେଲା କାର: କାରରୁ ସୁରକ୍ଷିତ ବାହାରି ହସିହସି ଯାହାକହିଲେ …
କଥାରେ ଅଛି ରଖେ ହରି ତ ମାରେ କିଏ। ସତରେ ଭଗବାନ ରକ୍ଷା କଲେ କେହି କିଛି ବି କ୍ଷତି କରିପାରିବେ ନାହିଁ। ରାଜସ୍ଥାନର ନାଗୋରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏସ୍ୟୁଭି କାର୍ ଦୁର୍ଘଟଣା ଘଟାଇବା ପରେ ୮…
ଥରିଲା ମୋହନା, ହଠାତ୍ ଜୋର୍ରେ ଶବ୍ଦ ହେବାରୁ…
ଗଜପତି,୨୮ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ମୋହନାରେ ଶନିବାର ଅପରାହ୍ନରେ କିଛି କ୍ଷଣ ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ବର୍ଷା ପରେ ଭୂକମ୍ପ ଅନୁଭୂତ ହୋଇଥିବାରୁ ଲୋକମାନେ ଭୟଭୀତ ହୋଇଯାଇଛନ୍ତି। ଅପରାହ୍ନ ପ୍ରାୟ ୧ଟାରେ ଗଜପତି ଜିଲା ମୋହନାଠାରେ ହଠାତ୍ କିଛି ଶବ୍ଦ…
ବର୍ଷା କ୍ଷୟକ୍ଷତି ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ: କ’ଣ ଆସିବ ନିଷ୍ପତ୍ତି
ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ ବୈଠକ ଆରମ୍ଭ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ରାଜସ୍ବ, କୃଷି ଓ ସମବାୟ ବିଭାଗର ମନ୍ତ୍ରୀ ଓ ଅଧିକାରୀ ସାମିଲ ହୋଇଛନ୍ତି। ମୁଖ୍ୟ ଶାସନ ସଚିବ,…
ହଟୁନି ଜବରଦଖଲ, ଚାଲିଛି ବେଆଇନ ପାର୍କିଂ
ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଲେଙ୍ଗୁ ମିଶ୍ର ଛକଠାରୁ ଜିରା ବ୍ରିଜ୍ ରାସ୍ତାପାର୍ଶ୍ୱ ଜବରଦଖଲ ହଟାଇବାକୁ ଦୀର୍ଘଦିନରୁ ଦାବି ହୋଇଆସୁଛି। ଉଚ୍ଚ ନ୍ୟାୟାଳୟ ମଧ୍ୟ ଉଚ୍ଛେଦ ସପକ୍ଷରେ ରାୟ ଦେଇଛନ୍ତି। ଏଭଳି ସ୍ଥଳେ ପ୍ରଶାସନ ସମ୍ପୃକ୍ତ ଜବରଦଖଲକୁ ଉଚ୍ଛେଦ କରିବା ବଦଳରେ…
ପଞ୍ଚଭୂତରେ ବିଲୀନ ହେଲେ ମନମୋହନ ସିଂ: ଝିଅ ଦେଲେ ମୁଖାଗ୍ନି
ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଆଜି ଦିଲ୍ଲୀର ନିଗମବୋଧ ଘାଟରେ ରାଜକୀୟ ସମ୍ମାନ ସହ ଶେଷ ହୋଇଛି। ତାଙ୍କ ଝିଅ ପିତାଙ୍କୁ ମୁଖାଗ୍ନି ଦେଇଥିଲେ। ଏହାପୂର୍ବରୁ ତାଙ୍କର ଶେଷ ଯାତ୍ରା କଂଗ୍ରେସ କାର୍ଯ୍ୟାଳୟରୁ ନିଗମ ବୋଧ ଘାଟକୁ…
ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି। ମଦ ଦର ବୃଦ୍ଧି ନେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇ କହିଛନ୍ତି, ମଦ…
ଭାରତ ପ୍ରେମରେ ଜର୍ମାନ୍ ପର୍ଯ୍ୟଟକ
ବର୍ଲିନ: ପ୍ରତିବର୍ଷ ଅନେକ ବିଦେଶୀ ପର୍ଯ୍ୟଟକ ଭାରତକୁ ଆସି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗକରି ବିମୋହିତ ହୋଇଥାନ୍ତି। ୨୦୨୪ରେ ମଧ୍ୟ ଅନେକ ସଂଖ୍ୟାରେ ବିଦେଶୀ ପର୍ଯ୍ୟଟକ ଭାରତ ପରିଦର୍ଶନ କରିବାକୁ ଆସି ସୋସିଆଲ ମିଡିଆରେ ସେମାନଙ୍କ ଭାରତ ଗସ୍ତର ଚମତ୍କାର ଅନୁଭୂତି…
ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ
ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ…
ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି
ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ ଔଷଧ ପଡ଼ିଥିବା ଦେଖି ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ସ୍ବାସ୍ଥ୍ୟ ବିଭାଗର ସତନ୍ତ୍ର ଟିମ ଶନିବାର…
ଶିଖ୍ ଧର୍ମରେ କିପରି କରାଯାଏ ଅନ୍ତିମ ସଂସ୍କାର, ହିନ୍ଦୁ ଧର୍ମର ରୀତିନୀତି ଠାରୁ ଏହା କେତେ ଅଲଗା
ନୂଆଦିଲ୍ଲୀ,୨୮।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଡିସେମ୍ବର ୨୬ରେ ଦେହାନ୍ତ ହୋଇଛି। ତେବେ ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯାଉଛି। ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଆଜି ରାଜକୀୟ ସମ୍ମାନ ସହ ଅନ୍ତିମ ସଂସ୍କାର ଦିଆଯିବ। ଶିଖ ଧର୍ମର ରୀତିନୀତି ଏବଂ…
ମନରେଗା ଯୋଜନାରେ ମହାଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ
ଥୁଆମୂଳ ରାମପୁର,୨୭।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଟିକ୍ରାଗୁଡା ନିକଟରେ ଏକ ପଥର ବନ୍ଧେଇ କାର୍ଯ୍ୟରେ ଅନିୟମିତତା ହୋଇଥିବା ଜଣାପଡିଛି। ମିଳିଥିବା ସୂଚନାରୁ ଜଣାପଡିଛି ଯେ, ଥୁଆମୁଳ ରାମପୁର ଗ୍ରାମ ପଞ୍ଚାୟତ ତରଫରୁ ମନରେଗା ଯୋଜନାରେ ଅନ୍ତର୍ଭୁକ୍ତ…
Archives


