ଧାନର ଉଚିତ ମୂଲ୍ୟ, କଟ୍ନି ଛଟ୍ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…
କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍ ମୂଲ୍ୟ ପ୍ରଦାନ ଓ କଟ୍ନି ଛଟ୍ନ ବନ୍ଦ ବାବଦକୁ ନେଇ କେସିଙ୍ଗା ସହରରେ କଂଗ୍ରେସର ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ ଜାତୀୟ ରାଜପଥ ୨୬କୁ…
କଟନିଛଟନୀ ଅଭିଯୋଗରେ ଭବାନୀପାଟଣା ସଦର ବନ୍ଦ: ଯାତାୟାତ ଠପ୍
ଭବାନୀପାଟଣା,୨୮।୧୨(ଉତ୍ତମ କୁମାର ଦାଶ): କଟନିଛଟନୀ ଅଭିଯୋଗରେ ଶନିବାର ଭବାନୀପାଟଣା ସଦର ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ରହିବ। କଲେଜ ଛକ ନିକଟ ରାସ୍ତାରେ ବିକ୍ଷୋଭ, ଯାତାୟାତ ଠପ୍ ରହିଛି। ଦୋକାନ, ବଜାର…
ସବୁଜରୁ ହେଲା କମଳା ରଙ୍ଗ:ଉଦ୍ଘାଟନ ଅପେକ୍ଷାରେ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ
ଭଦ୍ରକ,୨୮ା୧୨(ସନାତନ ରାଉତ):ଭଦ୍ରକ ଗେଲପୁର ମୌଜାରେ ନିର୍ମାଣ ହୋଇଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ଉଦ୍ଘାଟନ ଅପେକ୍ଷାରେ ରହିଛି। ପୂର୍ବ ସରକାର ସମୟରୁ ନିର୍ମାଣ ସରିଥିଲେ ମଧ୍ୟ ଅଳ୍ପ କିଛି କାର୍ଯ୍ୟ ବାକି ଥିବାରୁ ସ୍ଥାନାନ୍ତର ନେଇ ସମୟ ଗଡ଼ି ଚାଲିଛି।…
ପର୍ଯ୍ୟଟକଙ୍କୁ ଆକର୍ଷଣ କରୁଛି ଯୋଗୀମଠ: ବିକାଶ ପାଇଁ ଅନୁଦାନ ଅପେକ୍ଷାରେ ପ୍ରଶାସନ
ଦାରିଙ୍ଗବାଡି ୨୮।୧୨(ଅରୁଣ ସାହୁ)- ଏବେ ପର୍ଯ୍ୟଟନ ଋତୁ, ଶୀତ ଛୁଟି ରହିଥିବାରୁ ପର୍ଯ୍ୟଟକ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର, ଆଧ୍ୟାତ୍ମିକ ସ୍ଥଳ, ସମୁଦ୍ର କୂଳ, ପାହାଡ଼, ଜଙ୍ଗଲ ଆଦି ପରିବାର, ସାଙ୍ଗ ସାଥୀଙ୍କ ସହ ବୁଲିବାକୁ ପସନ୍ଦ କରୁଛନ୍ତି। ଓଡିଶାର କଶ୍ମୀର ଭାବେ ପରିଚିତ…
ଡକାୟତି ମାମଲାରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ, ୧୦ ହଜାର ଜରିମାନା
ବାଲିଗୁଡ଼ା,୨୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ):୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦେଖାଇ ଘରୁ ସୁନା, ରୂପା ଗହଣା ସାଙ୍ଗକୁ ଟଙ୍କା ଲୁଟିଥିବା ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା।…
ଚିରସ୍ମରଣୀୟ ରହିବେ ମନମୋହନ: ଅମର ଆତ୍ମାର ସଦଗତି ପାଇଁ କ୍ୟାଣ୍ଡେଲ୍ ଶୋଭଯାତ୍ରା
ପୁରୁଷୋତ୍ତମପୁର,୨୮।୧୨(ସିମାଞ୍ଚଳ ମିଶ୍ର):ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂଙ୍କ ବିୟୋଗରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ କଂଗ୍ରେସ ଦଳ ପକ୍ଷରୁ ଶୁକ୍ରବାର ଏକ ଶୋକସଭା ନଗର କଂଗ୍ରେସ ସଭାପତି ମନୋରଞ୍ଜନ ଦାଶଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଂଗ୍ରେସର ବିଧାୟକ ପ୍ରାର୍ଥୀ ଚିତ୍ତ୍ରସେନ ବେହେରା,…
ମା’ ଆଗରେ ପୁଅ ଜୀବନ ଚାଲିଗଲା
ଗୋପାଳପୁର,୨୮/୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଗୋବିନ୍ଦନଗରର ଏକ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ବାଇକ୍କୁ ପିକ୍ଅପ ଭ୍ୟାନ ଧକ୍କା ଦେବାରୁ ମା’ଙ୍କ ସମ୍ମୁଖରେ ପୁଅର ଜୀବନ ଚାଲିଯାଇଛି l ମୃତକ ହେଲେ କେ. ନୂଆଗାଁ ଥାନା ଅଧିନସ୍ଥ…
ଘୁମୁରା ପାଇଁ ପ୍ରସ୍ତୁତି: ଉତ୍ସବକୁ ସରସ ସୁନ୍ଦର କରିବା ଲକ୍ଷ୍ୟ
ଥୁଆମୂଳ ରାମପୁର,୨୭ା୧୨ (ଦୁର୍ଗା କୀର୍ତ୍ତି)- ଥୁଆମୂଳ ରାମପୁର ସମିତି ସଭାଗୃହଠାରେ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତା ଓ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ…
ହାରିଲି କେତେ ଜିତିଲି କେତେ
ଜୀବନଟା ଗୋଟେ ଅଡୁଆ ସୂତାର ଖିଅ। କେତେବେଳେ କେମିତି ସେଥିରେ ସେ ନିଜ ଅଜାଣତରେ ଛନ୍ଦି ହୋଇଯାଏ ଯେ ସେଥିରୁ ମୁକୁଳିବା ମୁସ୍କିଲ ହୋଇପଡେ। ସେତେବେଳେ ଭାରି ଆକ୍ତାମାକ୍ତା ଲାଗେ ଜୀବନ। ଅଣନିଃଶ୍ବାସୀ ମନେହୁଏ ଏକଲାପଣ। ମନେହୁଏ, ସତେଯେମିତି ଦୁନିଆର ଯାବତୀୟ…
ଏକକାଳୀନ ନିର୍ବାଚନରୁ କ’ଣ ପାଇବା
ବେଲ୍ଜିଅମ, ସ୍ବିଡେନ୍, ଦକ୍ଷିଣଆଫ୍ରିକା ଭଳି ଛୋଟିଆ ଦେଶଙ୍କ କ୍ଲବରେ ସାମିଲ ହେବ ଭାରତ। ବେଲ୍ଜିଅମ ଓ ଦକ୍ଷିଣଆଫ୍ରିକାରେ ପାଞ୍ଚବର୍ଷିଆ ଆଉ ସ୍ବିଡେନ୍ରେ ଚାରିବର୍ଷିଆ ଆନୁପାତିକ ସଂଖ୍ୟା ପୂରଣ ବ୍ୟବସ୍ଥା। ୩୪୯ ସଦସ୍ୟ ବିଶିଷ୍ଟ ସ୍ବିଡେନର ସଂସଦ ‘ରିକ୍ସଡାଗ’କୁ ମ୍ୟୁନିସିପାଲ କର୍ପୋରେସନ ଓ…
ପଦବୀ ଖାଲିପଡ଼ିଛି
ଭାରତରେ ଆଇଏଏସ୍ , ଆଇପିଏସ୍ ଏବଂ ଆଏଫ୍ଏସ୍ ( ଇଣ୍ଡିଆନ୍ ଫରେଷ୍ଟ ସର୍ଭିସ୍) ଅଧିକାରୀଙ୍କ ଘୋର ଅଭାବ ଦେଖାଦେଇଛି। ଏହାଦ୍ୱାରା ପ୍ରଶାସନିକ ଦକ୍ଷତା ଏବଂ ଆଇନ ପ୍ରଣୟନ କ୍ଷମତା ପ୍ରଭାବିତ ହେଉଛି। କାର୍ମିକ ଓ ପ୍ରଶିକ୍ଷଣ ବିଭାଗ( ଡିଓପିଟି) ତଥ୍ୟ ଅନୁଯାୟୀ,…
ବର୍ଷା ପ୍ରଭାବରେ ଧାନଫସଲ ନଷ୍ଟ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର
ଦିଗପହଣ୍ଡି,୨୭ା୧୨(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ବର୍ଷା ପ୍ରଭାବରେ ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ଚାଷୀଙ୍କ ବ୍ୟାପକ ଧାନ ଓ ପନିପରିବା ଫସଲ ନଷ୍ଟ ହୋଇଛି।ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଚାଷୀ ଓ ଭାଗଚାଷୀଙ୍କୁ କ୍ଷତିପୂରଣ ଦାବିରେ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ…
Archives


