ପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୨୮।୧୨(ତପନ ସ୍ବାଇଁ): ଚଳିତବର୍ଷ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶାର ସୁଇମିଂ ସେନ୍ସେଶନ ପ୍ରତ୍ୟାଶା ରାୟ ଚେନ୍ନାଇରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂ ଓ ଡାଇଭିଂ ଚାମ୍ପିୟନଶିପ୍ରେ ମଧ୍ୟ ଚମକ ଦେଖାଇଛନ୍ତି। ସେ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂରେ ୩…
ବ୍ରାହ୍ମଣୀଗାଁରେ ନେଟୱର୍କ ଅଚଳ, ଲୋକେ ହନ୍ତସନ୍ତ
ଦାରିଙ୍ଗବାଡ଼ି /ବ୍ରାହ୍ମଣୀଗାଁ,୨୮/୧୨(ଅରୁଣ ସାହୁ /ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ବ୍ରାହ୍ମଣୀଗାଁରେ ନେଟୱାର୍କ ଅଚଳ ପାଇଁ ସରକାରୀ ଓ ବେସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ସରକାର ଏବେ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ଅନୁଦାନ ପ୍ରଦାନ କରୁଥିବା ବେଳେ…
ଆଜିଠୁ ହକି ଇଣ୍ଡିଆ ଲିଗ୍
ଭୁବନେଶ୍ୱର, ୨୮।୧୨ (ତପନ ସ୍ବାଇଁ): ଦୀର୍ଘ ୭ ବର୍ଷ ପରେ ପ୍ରତ୍ୟାବର୍ତ୍ତନ କରୁଥିବା ହକି ଇଣ୍ଡିଆ ଲିଗ୍ (ଏଚ୍ଆଇଏଲ୍) ଶନିବାରଠାରୁ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବାବେଳେ ଏବେ କେବଳ ହକି…
ଛିଣ୍ଡିପଡ଼ିଲା ବିଦ୍ୟୁତ୍ ତାର:ବିଲରେ ଜଳିଗଲେ ଚାଷୀ
ଚାନ୍ଦବାଲି,୨୮।୧୨(କିଷାନ ପାତ୍ର):ଚାଷଜମିରେ ଛିଣ୍ଡି ପଡ଼ିଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀ ଜଳି ଯାଇଛନ୍ତି। ଏଥିସହ ଚାଷୀଙ୍କ ୨ ଏକର ଜମିର ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି…
ଟିପିସିଓଡିଏଲ୍କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ
ଭୁବନେଶ୍ୱର,୨୮।୧୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)କୁ ନିକଟରେ ଆଉ ଏକ ସମ୍ମାନ ‘କଳିଙ୍ଗ ସୁରକ୍ଷା ଉକତ୍ର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ୧୫ତମ ଜାତୀୟ ସୁରକ୍ଷା କନ୍କ୍ଲେଭ-୨୦୨୪ ଅବସରରେ କମ୍ପାନୀକୁ ଏହି ପୁରସ୍କାର ରୌପ୍ୟ ବର୍ଗରେ ପ୍ରଦାନ କରାଯାଇଛି।…
ରାଶନ କାର୍ଡ ହାତେଇଛନ୍ତି ୪୦ ଲକ୍ଷ ଭୂତ ହିତାଧିକାରୀ:ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ…
ଭୁବନେଶ୍ୱର,୨୮ା୧୨(ସୁନିତ୍ ମିଶ୍ର):ରାଜ୍ୟରେ ବହୁ ସଂଖ୍ୟାରେ ଭୂତ ହିତାଧିକାରୀ ରାଶନ କାର୍ଡ ହାତେଇଥିବା ବିଷୟ ଅନେକ ସମୟରେ ଆଲୋଚନା ହୋଇଆସୁଛି। ତେବେ ସରକାର ଖୁବ୍ଶୀଘ୍ର ଭୂତ ହିତାଧିକାରୀଙ୍କୁ ଚିହ୍ନଟକରି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବେ ବୋଲି ଅନେକ ସମୟରେ କହିଆସୁଛନ୍ତି। ତେବେ…
ଗ୍ରୀନ୍ ଚିଲିଜ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍ ପ୍ଲାଟ୍ଫର୍ମ ‘ଗ୍ରୀନ୍ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍ ରୋଡ୍ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାର ମୁଖ୍ୟ…
ଅଧିକ ୪୧ ବିପଜ୍ଜନକ ଉତ୍ତପ୍ତ ଦିନର ସାମ୍ନା କରିଛି ବିଶ୍ୱ
ଓ୍ବାଶିଂଟନ,୨୮ା୧୨: ମନୁଷ୍ୟକୃତ ଜଳବାୟୁ ପରିବର୍ତ୍ତନ କାରଣରୁ ଚଳିତ ବର୍ଷ ସମଗ୍ର ବିଶ୍ୱ ହାରାହାରି ଅଧିକ ୪୨ଟି ବିପଜ୍ଜନକ ଉତ୍ତପ୍ତ ଦିନର ଯନ୍ତ୍ରଣା ସହ୍ୟ କରିଛି। ୨୦୨୪ ବର୍ଷ ସାରା ବିଶ୍ୱର ପାଣିପାଗ ଅଧିକ ଖରାପ ହୋଇଥିବା ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି। ଓ୍ବାଲର୍ଡ…
ଆଜି ମନମୋହନଙ୍କ ଶେଷକୃତ୍ୟ
ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଥିବାବେଳେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।…
ବିମାନ ଦୁର୍ଘଟଣା ପୂର୍ବରୁ ଶୁଭିଥିଲା ପ୍ରଚଣ୍ଡ ଶବ୍ଦ
ବାକୁ,୨୮ା୧୨: ଅଜେରବୈଜାନର ଏମ୍ବ୍ରାଏର ୧୯୦ ଏୟାରକ୍ରାଫ୍ଟ ବୁଧବାର ଦୁର୍ଘଟଣାଗ୍ରସ୍ତ ହେବାରୁ ୩୮ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହି ବିମାନ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଏନେଇ ଭିନ୍ନ ଭିନ୍ନ ରିପୋର୍ଟ ଆସିବାରେ ଲାଗିଛି। ଉକ୍ତ ପାସେଞ୍ଜର ଜେଟ୍…
ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…
ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ସାରା ଦେଶରେ ଶୋକର ଲହର ଖେଳିଯାଇଛି। ଗୁରୁବାର ରାତିରେ…
୨୦୨୫ରେ ଏହି ୩ ରାଶିର ଚମକିବ ଭାଗ୍ୟ, ଆପଣ ନାହାନ୍ତି ତ…
ଜ୍ୟୋତିଷଶାସ୍ତ୍ରରେ କେତୁ ଗ୍ରହକୁ ମୋକ୍ଷ ଏବଂ ଆଧ୍ୟାତ୍ମର କାରକ ବୋଲି କୁହାଯାଏ। ଏହାକୁ ପାପ ଗ୍ରହ କୁହାଯାଉଥିଲେ ହେଁ ଏହାର କିଛି ଗୁଣ ବୃହସ୍ପତିଙ୍କ ସହ ମେଳ ଖାଏ। ଆସନ୍ତାବର୍ଷ ମେ’ ୧୮ରେ କେତୁ ଗ୍ରହ କନ୍ୟା ରାଶିରୁ ବାହାରି ସିଂହ…
Archives


