Home Left

ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ

ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯ ଥାନା ଶିମିଳି ବାଞ୍ଛା ପଞ୍ଚାୟତ ଅଞ୍ଚଳରେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୩/୨୫)…

ବିନା ଅନୁମତିରେ ଗଛ କଟାକୁ ନେଇ ଅସନ୍ତୋଷ

ନନ୍ଦପୁର,୨୪ା୪(ତୁଷାର କାନ୍ତ ମହାନ୍ତି)- ନନ୍ଦପୁର-ଲମତାପୁଟ ପୂର୍ତ୍ତବିଭାଗ ରାସ୍ତା କଡ଼ରୁ ବିନା ଅନୁମତିରେ ଗଛ କଟାକୁ ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ବନମାଳୀପୁଟ ଗ୍ରାମର କେତେକ ବ୍ୟକ୍ତି ନିଜ ପଟା ଜମିରେ ଥିବା ଦର୍ଶାଇ ଗରୁଡ ଓ ଅନ୍ୟ…

ଜଙ୍ଗଲରେ ନିଆଁ: ଆୟତ୍ତ କଲେ ସ୍ବେଚ୍ଛାସେବୀ, ବନ କର୍ମଚାରୀ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା – ବଗେଇବିରା ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବୈଷ୍ଣୋଦେବୀ ପୀଠ ପାହାଡ଼ର ବୁଦ୍ଧ ବିହାର ନିକଟରେ ନିଆଁ ଲାଗିଯିବା ଘଟଣା ବିଷୟରେ ହରେକୃଷ୍ଣ କର…

ଆସିଲା ଖୁସି ଖବର: ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

ଭୁବନେଶ୍ୱର,୨୪।୪: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ଗୁରୁବାର ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ପାଇଛି। ଇନ୍ସପେକ୍ଟରଙ୍କ ପୋଷାକ…

କଳାହାଣ୍ଡିରେ ପାରଦ ଉପରମୁହାଁ: ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି। ଏହାକୁ…

ନ୍ୟାସନାଲ ହେରାଲ୍ଡ ମାମଲା, ED ସ୍କାନରରେ ଗାନ୍ଧୀ ପରିବାର

ନୂଆଦିଲ୍ଲୀ,୨୪।୪: ସ୍ବାଧୀନତା ପରବର୍ତ୍ତୀ ରାଜନୈତିକ ମାନଚିତ୍ରରେ ଦୀର୍ଘ ଦିନ ଧରି ହଜି ଯାଇଥିବା ନ୍ୟାସନାଲ ହେରାଲ୍ଡ ମାମଲା ପୁଣିଥରେ ଜାତୀୟ ସ୍ତରରେ ଚର୍ଚ୍ଚାକୁ ଆସିଛି – ଏଥର, ଆର୍ଥିକ ଦୁର୍ନୀତିର ଏକ ଧାରା ସିଧାସଳଖ ଗାନ୍ଧୀ ପରିବାରର ଦ୍ୱାରଦେଶକୁ ନେଇଛି। ପ୍ରବର୍ତ୍ତନ…

ଭାଇଙ୍କୁ ମରଣାନ୍ତ୍ରକ ଆକ୍ରମଣ କରି ହତ୍ୟା ଉଦ୍ୟମ: ସାନ ଭାଇଙ୍କୁ ୫ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସିଜେଏମ ତଥା ସେସନ ଜଜ୍‌ ହିମାଂଶୁ ଶେଖର ବିଶ୍ୱାଳ ଏକ ମରଣାନ୍ତ୍ରକ ଆକ୍ରମଣ ମାମଲାର ବିଚାର କରିଛନ୍ତି। ଅଭିଯୁକ୍ତ ଅମ୍ବିକା ପ୍ରସାଦ ପଣ୍ଡାଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ…

୫୦ ହଜାର ଟଙ୍କା ଯୌତୁକ ଦାବିରେ ନିର୍ଯ୍ୟାତନା ସହ ହତ୍ୟା ଉଦ୍ୟମ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୬ ମାସ ପରଠାରୁ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ହତ୍ୟା ଉଦ୍ୟମ କରିବା ନେଇ ନିର୍ଯ୍ୟାତନାର ଶିକାର…

ମାଡ୍ରିଡ୍‌ ଓପନରୁ ଓହରିଲେ ଅଲ୍‌କାରାଜ

ମାଡ୍ରିଡ୍‌,୨୪ା୪: ଇଞ୍ଜୁରୀ ଯୋଗୁ ଦର୍ଶକଙ୍କ ଫେଭରାଇଟ୍‌ କାର୍ଲୋସ ଅଲ୍‌କାରାଜ ମାଡ୍ରିଡ୍‌ ଓପନ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଗତ ରବିବାର ବାର୍ସିଲୋନା ଓପନ ଫାଇନାଲ ବେଳେ ତାଙ୍କ ବାମ ଗୋଡ଼ରେ ଆଘାତ ଲାଗିଥିଲା। ୨୦୨୨ ଓ ୨୦୨୩ରେ ଦୁଇଥର ଚାମ୍ପିୟନ ଅଲ୍‌କାରାଜଙ୍କୁ…

MEAର ଚେତାବନୀ: ଭିଜା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡନ୍ତୁ ପାକିସ୍ତାନୀ, ୨୯ ପରେ ମେଡିକାଲ ଭିଜା ବି…

ନୂଆଦିଲ୍ଲୀ,୨୪।୪: ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ ଭିଜା ସେବା ତୁରନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ପାକିସ୍ତାନୀ ନାଗରିକଙ୍କୁ ଜାରି କରାଯାଇଥିବା ସମସ୍ତ ଭିଜା ୨୭ ଏପ୍ରିଲରୁ ବାତିଲ ବୋଲି ବିବେଚନା କରାଯିବ।…

ଗ୍ରୋସରି ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ଜଳିଗଲା

ଦିଗପହଣ୍ଡି,୨୪।୪ (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ବଡଦାଣ୍ଡ ସାହିର ନର୍ମଦା ସାହୁ ଙ୍କ ଗ୍ରୋସରୀ ଦୋକାନରେ ଗୁରୁବାର ସନ୍ଧ୍ୟା ପ୍ରାୟ ୬ ଟାରେ ଅଗ୍ନିକାଣ୍ଡ ଯୋଗୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ଯାଇଛି।ଖବର ପାଇ ଦିଗପହଣ୍ଡି ଅଗ୍ନିଶମ…

ପାକିସ୍ତାନ ପୁଣି କଲାଣି ପ୍ରମାଣ ଖୋଜିବାର ଡ୍ରାମା! ମନ୍ତ୍ରୀ ଇସାକ ଡାର କହିଲେ,‘ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ PAK ଅଛି ବୋଲି…’

ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?