Home Left

ଜାତୀୟ ପଞ୍ଚାୟତରାଜ ଦିବସ: ଗ୍ରେଡ଼-ସି ପାଇଁ ମନୋନୀତ ହେଲା ୩ ପଞ୍ଚାୟତ

ଦାରିଙ୍ଗବାଡି, ୨୪।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଫୁଲବାଣୀ ଠାରେ ଜାତୀୟ ପଞ୍ଚାୟତ ଦିବସ ପାଳନ ଅବସରରେ ଦାରିଙ୍ଗବାଡି ବ୍ଲକର ୩ଟି ପଞ୍ଚାୟତକୁ ଗ୍ରେଡ଼-ସି ଭାବେ ମନୋନୀତ କରାଯାଇଛି। ପ୍ରକାଶ ଯେ ଉକ୍ତ ବ୍ଲକର ସିମନବାଡି, ବୁଡ଼ାଗୁଡା ଏବଂ ଦାରିଙ୍ଗବାଡି…

Pahalgam Terror Attack: ମାତ୍ର ୭ ଦିନ ମଧ୍ୟରେ ପାକିସ୍ତାନ ଉପରେ ଭାରତ ନେବ କଡା ଆକ୍ସନ, କାଉଣ୍ଟଡାଉନ ଆରମ୍ଭ!

ନୂଆଦିଲ୍ଲୀ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ପରେ ପଡ଼ୋଶୀ ଦେଶ ରାଗରେ କମ୍ପିଲାଣି। ଏବେ ଭାରତୀୟ ନୌସେନା ମଧ୍ୟ ଆରବ ସାଗରରେ ନିଜର ଶକ୍ତି ପ୍ରଦର୍ଶନ କରିଥିଲା,…

ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ

ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍‌ରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ବ୍ଳକ ସ୍ତରୀୟ ସମାରୋହ ବିଡ଼ିଓ ଧ୍ରୁବ ଚରଣ…

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ଶିକ୍ଷକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଶ୍ରୀନଗରର ପହଲଗାମରେ ଆତଙ୍କବାଦୀ ପର୍ଯ୍ୟଟକଙ୍କୁ ଗୁଳିକରି ହତ୍ୟା କରିଥିବା ଓ ଏଥିରେ ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିବା ସହ ଏକାଧିକ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏହି ପ୍ରରିପ୍ରେକ୍ଷୀରେ ଦେଶରେ ଚାରିଆଡ଼େ ଶୋକର ଛାୟା ଦେଖିବାକୁ ମିଳିଥିବା…

ଧୂମୁଛାଇ ଉପନିର୍ବାଚନ ଫଳଫଳ: ଭାଜପା ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀଙ୍କ ବାଜିମାତ୍‌

ବେଲଗୁଣ୍ଠା,୨୪ା୪(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ହୋଇଥିବା ବେଳେ ଆଜି ଭୋଟ୍‌ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯାଇଛି। ଫଳାଫଳ ବିଜେପି ସମର୍ଥିତ ପ୍ରାର୍ଥୀଙ୍କ ସପକ୍ଷରେ ଯାଇଛି। ଭାଜପା ସମର୍ଥିତ ପ୍ରାର୍ଥୀ…

ପହଲଗାମ ମୃତକଙ୍କ ସ୍ମୃତିରେ ଦୀପଦାନ-ଶୋଭାଯାତ୍ରା

ରାଇକିଆ,୨୪।୪(ପ୍ରଦୀପ ବେହେରା)-ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ ହେଉଛନ୍ତି। ଏହି ଆକ୍ରମଣରେ ମୃତକଙ୍କ ସ୍ମୃତିରେ ରାଇକିଆ ପୂଜା କମିଟି ଓ ବଣିକ ସଂଘ ତରଫରୁ…

Pahalgam Terror Attack: ପାକିସ୍ତାନକୁ ମିଳିବ କଡା ଜବାବ? ସର୍ବଦଳୀୟ ବୈଠକରେ ରାହୁଲ-ଖାର୍ଗେ ବି ସାମିଲ

ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସରକାର ଗୁରୁବାର ଏକ ସର୍ବଦଳୀୟ ବୈଠକରେ Pahalgam Terror Attack ସମ୍ପର୍କରେ ରାଜନୈତିକ ଦଳର ନେତାମାନଙ୍କୁ ସୂଚନା ଦେଇଛନ୍ତି ଏବଂ ସେମାନଙ୍କ ମତାମତ ଶୁଣିଛନ୍ତି। ଆକ୍ରମଣର ଶିକାର ହୋଇଥିବା ଲୋକଙ୍କ ପାଇଁ ବବୈଠକ ଆରମ୍ଭରେ ଏକ ମିନିଟର ନିରବ…

ଜାତୀୟ ପଞ୍ଚାୟତିରାଜ ଦିବସ: ୮୨ ପଞ୍ଚାୟତକୁ ପ୍ରୋତ୍ସାହନ ରାଶି ବଣ୍ଟନ

ଛତ୍ରପୁର,୨୪ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଛତ୍ରପୁରଠାରେ ଗୁରୁବାର ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ତରଫରୁ ଆୟୋଜିତ ସମାରୋହ ପ୍ରାରମ୍ଭରେ ଜମ୍ମୁ କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀଙ୍କ ଆକ୍ରମଣରେ ନିହତ ୨୬ଜଣଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। ଜିଲାପାଳ…

ଡିକି ଭାଙ୍ଗି ଲୁଟି ନେଲେ ସାଢେ ୩ ଲକ୍ଷ ଟଙ୍କା: ସିସିଟିଭିରେ କଏଦ ହେଲା ଲୁଟର ଦୃଶ୍ୟ

ବଣାଇଁ,୨୪।୪(ପ୍ରଦୀପ ତ୍ରିପାଠୀ): ଜଣେ ଅବସରପ୍ରାପ୍ତ କର୍ମଚାରୀ ପୁଅ ବାହାଘର ପାଇଁ ଟଙ୍କା ରଖିଥିଲେ। ଗୁରୁବାର ବ୍ୟାଙ୍କରେ ରଖିଥିବା ସଞ୍ଚିତ ଟଙ୍କା ବାହାରି କରି ଏକ ବାଇକ୍‌ ଡିକରେ ରଖିଥିଲେ। ହେଲେ ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବା ଲୋକରେ ଡିକି ଭାଙ୍ଗି ସାଢେ ଲକ୍ଷ…

ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର ସାମଲ, ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ସିଡିପିଓ କଳ୍ପ…

“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ କଠିନ ପାହାଡ଼ିଆ ରାସ୍ତା ଅତିକ୍ରମ କରି ବୈସାରନ ମେଦୋ ପହଞ୍ଚାଇବା ପାଇଁ ଘୋଡ଼ା ଚଳାଉଥିଲେ।…

ଡାଇବେଟିସ୍‌ ରୋଗୀ ଖାଇପାରିବେ କି ତରଭୁଜ: ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ

ଗ୍ରୀଷ୍ମ ଋତୁରେ ପ୍ରାୟ ସବୁଠାରେ ତରଭୁଜ ବିକ୍ରି ହେଉଥିବା ଦେଖିବାକୁ ମିଳେ। ଏହା କେବଳ ସ୍ବାଦରେ ମିଠା ନୁହେଁ ବରଂ ଶରୀରକୁ ଥଣ୍ଡା ମଧ୍ୟ କରିଥାଏ। କିନ୍ତୁ ଏଥିରେ ଥିବା ମିଠା ଯୋଗୁ ଡାଇବେଟିସ୍‌ ରୋଗୀମାନଙ୍କୁ ଏହାକୁ ଖାଇବା ପୂର୍ବରୁ ଚିନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?