Home Left

Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା…

ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror Attackରେ ଗୁଜରାଟର ବାସିନ୍ଦା ଶୈଳେଶ କାଲଥିଆ ମଧ୍ୟ ପ୍ରାଣ ହରାଇଥିଲେ। Attack ସମୟରେ ତାଙ୍କ…

ଦୀର୍ଘ ୩ ଦିନ ପରେ ପାଗଳ ମାଙ୍କଡ଼କୁ କାବୁ କଲା ବନ ବିଭାଗ

ଗଞ୍ଜାମ,୨୪ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଥିଲେ। ଗତ ମଙ୍ଗଳବାର ପାତି ମାଙ୍କଡ଼ କାମୁଡ଼ି ପୁଇଁତୋଳାର ୪ ଜଣ ଏବଂ ତ୍ରିବେଣୀ ମଠ ଛକର ଜଣେ…

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି

ତୁମୁଡିବନ୍ଧ,୨୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ପ୍ରଶାସନ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ହେଲେ ଅଳ୍ପ ସଂଖ୍ୟକ ଅଙ୍ଗନଓ୍ବାଡି କର୍ମୀ ଏବଂ ଓଏଲ୍‌ଏମ୍‌ ବିଭାଗର କିଛି କର୍ମଚାରୀଙ୍କୁ ନେଇ ସଭା କାର୍ଯ୍ୟ ହୋଇଥିଲା।…

Pahalgam Terror Attack: କିଛି ତ ବଡ଼ ଘଟଣା ଘଟିବ…? ବର୍ଡରରେ ଆଲର୍ଟ, ଦିଲ୍ଲୀରେ ହାର୍ଡ ଲେଭଲ ମିଟିଂ, ଶ୍ରୀନଗର ଯିବେ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୪।୪: Pahalgam Terror Attack ପରେ, ଭାରତ ସରକାର ଆକ୍ସନ ମୋଡରେ ଅଛନ୍ତି। ଭାରତ-ପାକିସ୍ତାନ ସୀମା ମଧ୍ୟ ସତର୍କ ରହିଛି। ଏବେ ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ଶୁକ୍ରବାର(ଏପ୍ରିଲ ୨୫) ଶ୍ରୀନଗର…

ଭୁଲବଶତଃ ସୀମା ପାର କରିଗଲେ BSF ଯବାନ, ଅଟକ ରଖିଲେ ପାକିସ୍ତାନ ରେଞ୍ଜର୍ସ

ନୂଆଦିଲ୍ଲୀ,୨୪।୪: ପଞ୍ଜାବର ଫିରୋଜପୁର ସେକ୍ଟରରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି। ବୁଧବାର ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ)ର ଜଣେ ଯବାନ ଡ୍ୟୁଟି ସମୟରେ ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶ କରିଥିଲେ।…

Pahalgam Attack Response: ସେହି ଲାଲ ଫାଇଲ.. ଶାହା-ଜୟଶଙ୍କର ରାଷ୍ଟ୍ରପତିଙ୍କୁ ଭେଟି ଦେଲେ ପାକିସ୍ତାନ ଓ୍ବଂସର ପ୍ଲାନ?

ନୂଆଦିଲ୍ଲୀ,୨୪।୪: ସେହି ଲାଲ ଫାଇଲଟି ଶେଷରେ ରାଷ୍ଟ୍ରପତି ଭବନରେ ପହଞ୍ଚିଲା। ଗୁରୁବାର ସାରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏବଂ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ। ତାଙ୍କ ହାତରେ ଲାଲ ରଙ୍ଗର ଏକ ‘ଗୁପ୍ତ’ ଫାଇଲ ଥିଲା।…

କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ

କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ (ଏସସିବିଏମସିଏଚ)ରେ ଡାକ୍ତରମାନେ ସେମାନଙ୍କୁ ‘ଆଣିବା ସମୟରେ ମୃତ’ ଘୋଷଣା କରିଥିଲେ। ଜଣେ ସ୍ଥାନୀୟ ପୋଲିସ…

ଅଗ୍ନିବୀର ନିଯୁକ୍ତି ଦୁର୍ନୀତି: ଖୋର୍ଦ୍ଧାରେ ୩ ନୌସେନା ଅଧିକାରୀ ଗିରଫ, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ

ଭୁବନେଶ୍ୱର,୨୪।୪(ପ୍ରଭାତ ପାଣିଗ୍ରାହୀ): ଏକ ବଡ଼ ସଫଳତାରେ, ଖୋର୍ଦ୍ଧା ପୋଲିସ ଆଇଏନଏସ ନିଯୁକ୍ତି ପ୍ରକ୍ରିୟାରେ ଏକ ବିରାଟ ଠକେଇର ପର୍ଦ୍ଦାଫାଶ କରିଛି। ଭାରତୀୟ ନୌସେନାରେ ଅଗ୍ନିବୀର ଭାବେ ଚାକିରୀ ଦେବାର ମିଛ ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ…

‘ଭାରତ ପାଣି ବନ୍ଦ କଲେ ଏହା ହେବ Act of War’, NSC ମିଟିଂ ପରେ କାହିଁକି ଏମିତି କହିଲା ପାକିସ୍ତାନ

ଇସଲାମାବାଦ,୨୪।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଗୁରୁବାର ଜାତୀୟ ସୁରକ୍ଷା କମିଟି (ଏନଏସସି) ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ, ୨୨ ଏପ୍ରିଲ ୨୦୨୫ରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଜାତୀୟ ସୁରକ୍ଷା ପରିବେଶ ଏବଂ ଆଞ୍ଚଳିକ ପରିସ୍ଥିତି ଉପରେ…

୧,୧୯୨ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୪।୪: ଓଡ଼ିଶା ସରକାର ୧,୧୯୧.୪୭ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଳ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୦ମ ଏକକ ବିଣ୍ଡୋ କମିଟି (ଏସଡବ୍ଲୁସି) ବୈଠକରେ ରାଜ୍ୟ ସରକାର ମୋଟ ୧,୧୯୧.୪୭…

ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୨୪ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଅଧ୍ୟକ୍ଷତା କରି ଜାତୀୟ ପଞ୍ଚାୟତିରାଜ ଦିବସର ଉଦ୍ଦେଶ୍ୟ ଏବଂ ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ବ୍ଲକ…

ତପସ୍ବିନୀ ଟ୍ରେନ୍‌ ରହଣି ପାଇଁ ଡିଆରଏମ୍‌ଙ୍କ ନିକଟରେ ଦାବି

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରେ ୨ ମିନିଟ୍‌ ତାପସ୍ବିନୀ ଟ୍ରେନ୍‌ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ ଡିଆର୍‌ଏମ୍‌ଙ୍କ ନିକଟରେ କେସିଙ୍ଗା ସିଟିଜେନ ଫୋରମର ସଭାପତି ତଥା କଳାହାଣ୍ଡି ରେଳଯାତ୍ରୀ ସଂଘର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?