Home Left

କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ହେବ ଯାଞ୍ଚ: କଟକ ଜିଲାପାଳ

କଟକ,୨୭।୧୨: କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ଯାଞ୍ଚ ହେବ ବୋଲି ଶୁକ୍ରବାର କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଏପରିକି ଘଟଣାସ୍ଥଳକୁ ଅଧିକାରୀ ଯାଇ ଯାଞ୍ଚ କରିବେ ବୋଲି ସେ କହିଛନ୍ତି। ଯଦି କୌଣସି…

ଶଙ୍ଖଭବନରେ ହାତାହାତି ପରେ ମୁହଁ ଖୋଲି ଚାପୁଡ଼ା ପଛର ସତକଥା କହିଲେ ପୁଷ୍ପାଞ୍ଜଳି, ମାଇଲେଜ ନେବାକୁ ଅଧା ଭିଡିଓ ପକେଇ…

ଭୁବନେଶ୍ୱର,୨୭।୧୨:ଶଙ୍ଖଭବନରେ ଗଣ୍ଡଗୋଳ ଘଟଣାରେ ବିଜେଡି କର୍ମୀ ପୁଷ୍ପାଞ୍ଜଳି ରଣାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇପ୍ସିତା ଆଗ ଆକ୍ରମଣ କଲେ, ମୋ ଚେନ ଛିଡ଼ାଇ ଦେଲେ। ଇପ୍ସିତା ତାଙ୍କ ଶାଢ଼ୀ ମଧ୍ୟ ଚିରିଥିବା ଅଭିଯୋଗ କରିଛନ୍ତି। ଜଗନ୍ନାଥ ମୋତେ ବଞ୍ଚାଇ ଦେଲେ,…

ଆଜି ହେବନି ମନମୋହନଙ୍କ ଅନ୍ତିମ ସଂସ୍କାର, ଜାଣନ୍ତୁ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଗୁରୁବାର ଦିଲ୍ଲୀ ଏକ୍ସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦେଶରେ ଅର୍ଥନୈତିକ ସଂସ୍କାରର ପିତା ଭାବରେ ପ୍ରସିଦ୍ଧ ମନମୋହନ ସିଂଙ୍କୁ ମୃତ୍ୟୁବେଳକୁ ୯୨ବର୍ଷ…

ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି ପୋଡିଦେଲେ ଦୁର୍ବୃତ୍ତ

ଫୁଲବାଣୀ, ୨୭ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି.େରେକେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଘଟଣାର ପ୍ରକୃତ କାରଣ ଜଣା ପଡିନାହିଁ । କିଏ ଏବଂ କେଉଁ ପରିସ୍ଥିତିରେ ଏପରି କଲା ପୋଲିିସ ତାହାର ତନାଘନା…

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…

ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ୮ଟା ୩୦ରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ସଦର ଥାନା ବାରଦା ଗ୍ରାମର…

କେତେ ସମ୍ପତ୍ତିର ମାଲିକ ଥିଲେ ମନମୋହନ, ସତ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡ. ମନମୋହନ ସିଂଙ୍କର ଗତକାଲି ଅର୍ଥାତ ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କୁ ୯୨ବର୍ଷ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି…

୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…

କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ ଷ୍ଟ୍ରବେରୀ ଚାଷ ଆରମ୍ଭ କରାଯାଇଥିଲା। ଏହାର ସଫଳତା ଅନୁକରଣ କରି ଜିଲାର ଦଶମନ୍ତପୁର ବ୍ଲକର…

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ ପରେ ଦୀର୍ଘ ସାଢ଼େ ୬ ଦଶନ୍ଧି ଧରି ଦେଶର ଆର୍ଥତ୍କ ସ୍ଥିତିକୁ ପରଖିବା ସହ…

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍‌ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି କରାଯାଇଥିଲା।…

ମନମୋହନ ସିଂଙ୍କ ଦେହାନ୍ତରେ ପାକିସ୍ତାନର ଆସିଲା ପ୍ରଥମ ପ୍ରତିକ୍ରିୟା

ଇସଲାମାବାଦ,୨୭।୧୨: ଇମ୍ରାନ ଖାନଙ୍କ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଦଳର ନେତା ଫୱାଦ ଚୌଧରୀ ପୂର୍ବତନ ଭାରତୀୟ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଫୱାଦ ଚୌଧୁରୀ ଏକ୍ସରେ ଲେଖିଛନ୍ତି, ଡ. ମନମୋହନ ସିଂଙ୍କ ଦେହାନ୍ତ ବିଷୟରେ ଶୁଣି ଦୁଃଖିତ।…

ଏଫ୍‌ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର

ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ ଧାନ ବିକ୍ରି କରିପାରୁନାହାନ୍ତି ଚାଷୀ। ଅନ୍ୟପଟେ ଦାଉ ସାଧୁଛି ଅଦିନିଆ ବର୍ଷା। ଗତ ୨…

ବିଲରେ ଗଜାହେଲା ପାଚିଲା ଧାନ

ପଟ୍ଟାମୁଣ୍ଡାଇ,୨୭ା୧୨ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳର ୨ଟି ପାଟର ପାଚିଲା ଧାନ ଏବେ ପାଣିରେ ଲୋଟିଛି। ଲଗାଣବର୍ଷା ଉଜାଡ଼ି ଦେଇଛି ଭାତହାଣ୍ଡି। ବର୍ଷାରେ ଶହ ଶହ ଏକର ଚାଷ ଜମିରେ ଧାନ ପାଣିରେ ବୁଡ଼ି ଗଜା ହେବାକୁ ବସିଲାଣି। କଚଡ଼ା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri