Home Left

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ ସେ ସଚେତନତା ଅଭିଯାନ ଜାରି ରଖିଛନ୍ତି। ସୂର୍ଯ୍ୟ ଏହି ଅଭିଯାନର ନାମ ରଖିଛନ୍ତି…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ ବନ୍ଧୁମାନଙ୍କୁ ନିବେଦନ କରିଥିଲେ। ଏ ପ୍ରକାର ଏକ ଅଜବ ମେସେଜ୍‌ ପଢ଼ି ମୁଁ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ ଅନ୍ୟାୟ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିପାରେ କିନ୍ତୁ ଚିରସ୍ଥାୟୀ ନୁହେଁ। ସେ ଏପରି…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର ବାସ୍ତବତା ପ୍ରମାଣିତ କରିଛି। ଚଳିତ ବର୍ଷ ଜୁନ୍‌ରେ ପଶ୍ଚିମ ୟୁରୋପର ହାରାହାରି ତାପମାତ୍ରା…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି। ଏହାକୁ ଅସ୍ଥାୟୀ କୁହାଯାଉଛି କାରଣ ଏହାର କାର୍ଯ୍ୟକାଳ ଦୁଇବର୍ଷ ଏବଂ ନିର୍ବାଚିତ କୁହାଯିବାର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ ଅନ୍ୟ ୨…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଖବର ପୋଲିସ ବିଭାଗ ସମେତ ସମଗ୍ର ଜିଲାରେ ଗଭୀର ଶୋକର ଛାୟା…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି, ଯେଉଁଥିରେ ୩ ସ୍ବର୍ଣ୍ଣ, ୨ ରୌପ୍ୟ ଓ ୨ ବ୍ରୋଞ୍ଜ ରହିଛି। ଏହା…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଶନିବାର ଦାବି…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨ ମହଲା କୋଠା ଲୁଚିଗଲାଣି। ଫଳରେ ଯେଉଁ ଉଦ୍ଦେଶ୍ୟ ନେଇ ପାଠାଗାର ନିର୍ମାଣ ହୋଇଥିଲା…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ ଜିଲା ଜଜ୍‌(ପୋସ୍କୋ) ମୋନାଲିସା ମହାନ୍ତି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର ଦୃଶ୍ୟ ଦେଖିବାକୁ ମିଳିଛି। ଶନିବାର ଅପରାହ୍ନରେ ହାତୀପଲ ନଦୀର ବନ୍ୟା ଜଳରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?