Pahalgam Terror Attack: ଆଟାକ୍ ପରେ ପରେ କଶ୍ମୀର ମସଜିଦରୁ ଶୁଭିଲା ଏମିତି ଶଦ୍ଦ, ପୁରା ଦେଶ ସ୍ତବ୍ଧ
ନୂଆଦିଲ୍ଲୀ,୨୩।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପୁରା ଦେଶ ସ୍ତବ୍ଧ ହୋଇଯାଇଛି। ସବୁଠୁ ବଡ଼କଥା ହେଉଛି କଶ୍ମୀରର ମସଜିଦରେ ଏମିତି କିଛି ଘୋଷଣା କରାଯାଇଛି। ଯାହାକୁ ଶୁଣି ଆପଣ ବି ଚକିତ ହୋଇଯିବେ। Pahlgam Attack Update: ପହଲଗାମ ଆକ୍ରମଣ ପରେ,…
ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି
ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ ପୁରୋହିତଙ୍କ ସମେତ…
Pahalgam Terrorist Attack: ଅମିତ ଶାହାଙ୍କୁ ଭେଟି ଭୋ ଭୋ କାନ୍ଦି ଉଠିଲେ ପହଲଗାମ ପୀଡ଼ିତ, ଭିଡିଓ ଦେଖିଲେ ଆଖିରେ ଲୁହ ରହିବନି
ଶ୍ରୀନଗର,୨୩।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି ଯେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ଦୋଷୀମାନଙ୍କୁ ନ୍ୟାୟ ଦିଆଯିବ ଏବଂ କହିଛନ୍ତି ଯେ ଭାରତ କେବେବି କାପୁରୁଷ ଆତଙ୍କବାଦୀ କାର୍ଯ୍ୟ ଆଗରେ ମୁଣ୍ଡ ନୁଆଁଇବ…
IMF ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ହ୍ରାସ କଲା
ନୂଆଦିଲ୍ଲୀ,୨୩।୪: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପୂର୍ବାନୁମାନକୁ ୬.୨%କୁ ହ୍ରାସ କରିଛି। ଏହା ପୂର୍ବବର୍ଷ ଅପେକ୍ଷା ଅଭିବୃଦ୍ଧି ହାରରେ ହ୍ରାସ ପାଇବାର ସଙ୍କେତ ଦେଉଛି, ଯାହା ବିଶ୍ୱବ୍ୟାପୀ ଅର୍ଥନୈତିକ ଅନିଶ୍ଚିତତା ଓ…
ପହଲଗାମ ଆକ୍ରମଣକୁ ନେଇ ସଲମାନ କହିଲେ ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା…
ମୁମ୍ବାଇ,୨୩ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍ଙ୍କ ପରେ ଏବେ ସଲମାନ ଖାନ୍ ମଧ୍ୟ ଏହି ହୃଦୟ ବିଦାରକ ଆକ୍ରମଣ ଉପରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି।…
ତୁର୍କୀରେ ୬.୨ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ
ନୂଆଦିଲ୍ଲୀ,୨୩।୪: ବୁଧବାର ତୁର୍କୀରେ ୬.୨ ତୀବ୍ରତାର ଏକ ଭୂମିକମ୍ପ ହୋଇଛି। ଯାହା ଫଳରେ ଇସ୍ତାନବୁଲରେ କମ୍ପନ ଅନୁଭୂତ ହେବାରୁ ଲୋକମାନେ ନିଜ ଘର ଛାଡି ବାହାରକୁ ଚାଲି ଆସିଥିଲେ। ତୁର୍କୀର AFAD ବିପର୍ଯ୍ୟୟ ପରିଚାଳନା ସଂସ୍ଥା ଏହି ଭୂମିକମ୍ପକୁ ରାଜଧାନୀ ସହରରେ…
Terror Attack: ହନିମୁନ ପାଇଁ ହିମାଂଶୀଙ୍କ ସହ ୟୁରୋପ ଯାଇଥାଆନ୍ତେ ନେଭି ଅଫିସର ବିନୟ, ହେଲେ ଭାଗ୍ୟରେ ଥିଲା…
ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ମୃତକଙ୍କ ମଧ୍ୟରେ ଜଣେ ନୌସେନା ଅଧିକାରୀ ମଧ୍ୟ ଅଛନ୍ତି। ଲେଫ୍ଟନାଣ୍ଟ ବିନୟ ନରୱାଲ ମାତ୍ର ୮ ଦିନ ପୂର୍ବରୁ ହିମାଂଶୀ ନରୱାଲଙ୍କୁ ବିବାହ କରିଥିଲେ ଏବଂ ସେମାନେ ହନିମୁନ ପାଇଁ କଶ୍ମୀର ଯାଇଥିଲେ।…
ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ
ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ ଏକ ବୋଲେରୋ ଗାଡି ଓଡି ୦୨ଟି ୩୯୯୦ ଯୋଗେ ନିଜ ଘରକୁ ଫେରୁଥିବା କେତେଜଣ…
ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ୨ ଗିରଫ
ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ବୁଧବାର ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ଏକ ସଫଳତା ମିଳିଛି। ମଙ୍ଗଳବାର ବେନିୟମ ଭାବେ ବନ୍ଧୁକ ରଖିବା ଅଭିଯୋଗରେ ୩ ଜଣ ଗିରଫ ହୋଇଥିବା ବେଳେ ବୁଧବାର ଏଥିରେ ଆଉ ଦୁଇଜଣ…
Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି ଘଟଣାର ଏକ ଭୟାବହ ଦୃଶ୍ୟ କ୍ୟାମେରାରେ ରେକର୍ଡ ହୋଇଛି, ଯେଉଁଥିରେ ଆତଙ୍କ ଓ ଭୟଙ୍କର…
ସୁନ୍ଦର କରିବ କିସ୍ମିସ୍
ଡ୍ରାଏଫ୍ରୁଟ୍ଭାବେ କିସ୍ମିସ୍ ବ୍ୟବହାର କରାଯାଏ। କିନ୍ତୁ ତ୍ୱଚାକୁ ସୁନ୍ଦର ଓ ଅଧିକ ଗ୍ଲୋ କରିବା ପାଇଁ ମଧ୍ୟ ଏହାକୁ ବ୍ୟବହାର କରିହେବ। ଏଥିପାଇଁ ଜାଣିରଖନ୍ତୁ ଉପାୟ…. ପ୍ରଥମେ ରାତିରେ ୧ କପ୍ କିସ୍ମିସ୍କୁ ୧ ଗ୍ଲାସ୍ ପାଣିରେ ଭିଜାଇ ଦିଅନ୍ତୁ। ରାତି…
ମୋଦିଙ୍କ ସହ ଏକାଠି ହେଲେ ଟ୍ରମ୍ପ-ପୁଟିନ୍, ପାକ୍ ଉପରେ ହେବ ବଡ଼ ଏୟାରଷ୍ଟ୍ରାଇକ୍!
ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ତଦନ୍ତ ଏଜେନ୍ସିଗୁଡ଼ିକ ତଦନ୍ତ ଆରମ୍ଭ କରିଛନ୍ତି। ରାଷ୍ଟ୍ରୀୟ ରାଇଫଲ୍ସ, ସିଆରପିଏଫ ଏବଂ ଜମ୍ମୁ କଶ୍ମୀର ପୋଲିସ ମିଳିତ ଭାବରେ ଏକ…

