Uber-Rapido: ନିଜ ବାଇକ୍ ଲଗାଇ ମାସକୁ ୩୦ହଜାର ରୋଜଗାର କରନ୍ତୁ, ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା
କିଛି ଚାକିରି ଖୋଜୁଛନ୍ତି କି? କ’ଣ ଆପଣଙ୍କ ପାଖରେ ବାଇକ୍ ଅଛି? ତେବେ ନୋ ଟେନଶନ। ବର୍ତ୍ତମାନ ଆପଣ ଏଇ ବାଇକ୍ ଦ୍ୱାରା କରିପାରିବେ ମାସକୁ ୩୦ହଜାର ଟଙ୍କାର ରୋଜଗାର। ଏଥିପାଇଁ ଆପଣଙ୍କୁ ମାସଶେଷକୁ ନୁହେଁ ପ୍ରଥମ ଦିନରୁ ହିଁ ଆକାଉଣ୍ଟକୁ…
ବିଲରେ ଉଜୁଡ଼ା ଫସଲ ଦେଖି ଆଖି ବୁଜିଲେ ଚାଷୀ
ଡେରାବିଶ,୨୬ା୧୨(ବେବର୍ତ୍ତା ଅଜୟ ଦାସ):ପୁରୀ ଜିଲା ସତ୍ୟବାଦୀ ବ୍ଲକ୍ ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଡୁଙ୍ଗର ଗ୍ରାମର ଜଣେ ଚାଷୀ ଉଜୁଡ଼ା ଫସଲ ଦେଖି ବିଲରେ ଟଳି ପଡିଥିଲେ। ଏହି ଘଟଣା ମନରୁ ନ ଲିଭୁଣୁ କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ନହଙ୍ଗ…
ଲଘୁଚାପ ବର୍ଷାରେ ଭିଜୁଛି ପାଚିଲା ଧାନ
ମହାକାଳପଡ଼ା,୨୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପାଚିଲା ଧାନ ବର୍ଷାରେ ଭିଜୁଛି। ବର୍ଷକ ପାଇଁ ଉପାର୍ଜିତ ହୋଇଥିବା ଧାନ ଅମଳ ହୋଇ ନ ପାରି ନଷ୍ଟ ହେଉଛି। ସପ୍ତାହ ହେଲା ତୁହାକୁ ତୁହା ବର୍ଷା…
୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍
ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପାଞ୍ଚଟି ଟେଷ୍ଟ ମ୍ୟାଚ ସିରିଜର ଏହା ଏକ ସ୍ବତନ୍ତ୍ର ଟେଷ୍ଟ ମ୍ୟାଚ।…
ଅଲ୍ଲୁ ଅର୍ଜୁନଙ୍କ ରାଜନୈତିକ ଲିଙ୍କ୍ ବଢାଉଛି କି ଟେନଶନ, ଜାଣନ୍ତୁ ତାଙ୍କ ପରିବାରରେ କିଏ କିଏ
ନୂଆଦିଲ୍ଲୀ,୨୬।୧୨: ଅଲ୍ଲୁ ଅର୍ଜୁନଙ୍କ ଗିରଫ, ପରେ ଜାମିନକୁ ନେଇ ପୁରା ଇଣ୍ଡଷ୍ଟ୍ରି ସମେତ ତେଲଙ୍ଗାନା ରାଜନୀତି ବି ସରଗରମ ରହିଛି। ଏହି ସମୟରେ ପୋଲିସ ମଧ୍ୟ ତାଙ୍କୁ ଘନଘନ ପଚରାଉଚରା କରୁଛି। କହିରଖୁଛୁ କି, ଡିସେମ୍ବର ୪ରେ ହାଇଦ୍ରାବାଦର ସଂଧ୍ୟା ଥିଏଟରରେ…
ଭିଜିଲା ଧାନ, ଚିନ୍ତାରେ ଚାଷୀ
ଭବାନୀପାଟଣା/କୋକସରା/କର୍ଲାମୁଣ୍ଡା/ରୁପ୍ରାରୋଡ, ୨୬।୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ପ୍ରଦୀପ କୁମାର ସାହୁ/ ସଞ୍ଜିବ ଦାସ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାଠାରୁ ଲାଗି ରହିଛି ଲଘୁଚାପ ବର୍ଷା। ଯାହାର ପ୍ରଭାବରେ ବେଶ୍ ପ୍ରଭାବିତ ହୋଇଛନ୍ତି ଚାଷୀ। ବର୍ତ୍ତମାନ ଧାନ ଅମଳ ସହିତ ମଣ୍ଡିରେ…
ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ
ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ। ଡିସେମ୍ବର ୨୬, ଅର୍ଥାତ୍ କ୍ରିସ୍ମାସ ପରଦିନ ଅଷ୍ଟ୍ରେଲିଆର…
ମୋହନ ଭାଗବତଙ୍କୁ ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ କ୍ଷମତାରେ ଅଛ ବୋଲି…
ନୂଆଦିଲ୍ଲୀ,୨୬।୧୨: ବାଂଲାଦେଶର ପରିସ୍ଥିତି ଆଉ କାହା କେଉଁଠି ଅଛପା ନାହିଁ। ଏଠାରେ ଅଳ୍ପସଂଖ୍ୟକ ସମୁଦାୟଙ୍କୁ ଟାର୍ଗେଟ କରାଯାଉଛି। ଏହି ସମୟରେ, ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକେତେଶ୍ୱରନନ୍ଦ ସରସ୍ବତୀ ବନାରସରେ ବାଂଲାଦେଶୀ ସଂଖ୍ୟାଲଘୁ ସମ୍ପ୍ରଦାୟର ପ୍ରତିନିଧୀଙ୍କୁ ଭେଟିଥିଲେ। ଏଥିରେ ସେ ସେମାନଙ୍କର ସମସ୍ୟା ବିଷୟରେ…
ବନବାସୀଙ୍କ ସହ ବସି କନ୍ଦମୂଳ ଖାଇଲେ ଜିଲାପାଳ
ନୂଆପଡା,୨୬।୧୨ (ମକାରୁ ବେମାଲ):ସମୁଦ୍ର ପତନଠାରୁ ୩୬ ହଜାର ବର୍ଗ ଫୁଟ ଉପରେ ଅବସ୍ଥିତ ନୂଆପଡ଼ା ଜିଲାର ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୁନାବେଡା ଗାଁ ା ଏହି ଗାଁର ଦୁର୍ଗମ ଅଞ୍ଚଳ ବୁଲି ବନବାସୀ ସହ ବସି କନ୍ଦମୂଳ ଖାଇଲେ ଜିଲାପାଳ…
୪୭୭ ଜଣ ମାଡି ବସିଛନ୍ତି ୩୯ ଏକର ସରକାରୀ ଜମି
ଭବାନୀପାଟଣା, ୨୬।୧୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ସହରରେ ଦିନକୁ ଦିନ ଜବର ଦାଖଲକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ସରକାରୀ ଜାଗାକୁ ଜବରଦଖଲକାରୀମାନେ ମାଡି ବସିଥିବାରୁ ରାସ୍ତା ସଙ୍କୁଚ ହେବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଗତ କିଛି…
ବିକଶିତ ଭାରତ ପାଇଁ ସମସ୍ତେ ଧର୍ମପଦ ହେବା: ରାଜସ୍ବ ମନ୍ତ୍ରୀ
ବରଗଡ଼,୨୬।୧୨(ପ୍ରେମାନନ୍ଦ ଖମାରୀ):ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଏକଶହତମ ଜନ୍ମ ଜୟନ୍ତୀ ଅବସରରେ ବୁଧବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ…
ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା
ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍ ନୀତା ଏମ୍ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି ଇଣ୍ଡିଆନ କନ୍ଫରେନ୍ସ ଆଟ୍ ହାର୍ଭାର୍ଡ (ଆଇସିଏଚ୍) ପକ୍ଷରୁ ନିକଟରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୫…
Archives


